ନବୀନ ବିରୋଧୀ ଦଳ ନେତା ହେବା ନେଇ ଏମିତି କହିଦେଲେ ବିଜେଡି ବିଧାୟକ

ଭୁବନେଶ୍ୱର,୧୮।୬: ବିଜେଡି ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ହୋଇପାରନ୍ତି। ଏସବୁ ଭିତରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ମଧ୍ୟ ବିଧାୟକ ଭାବେ ଶପଥ ନେଇଛନ୍ତି। ନବୀନ ବିରୋଧୀ ଦଳ ନେତା ହେବା ନେଇ ଜଳେଶ୍ୱର ବିଜେଡି ବିଧାୟକ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ବୁଧବାର ହେବାକୁ ଥିବା ପ୍ରଥମ ସଂସଦୀୟ ଦଳ ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇପାରେ। ଏହି ବୈଠକରେ ନବୀନ ପଟ୍ଟନାୟକଙ୍କୁ ବିରୋଧୀ ଦଳ ନେତା କରିବାକୁ ପ୍ରସ୍ତାବ ଦେବୁ। ଦଳର ପରାଜୟକୁ ନେଇ ଅଶ୍ୱିନୀ କହିଛନ୍ତି, ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ ହେବ। ଏହି କମିଟି ପରାଜୟର କାରଣ ଖୋଜିବ। ଏନେଇ ବିଜେଡି ସୁପ୍ରିମୋ ଖୁବଶୀଘ୍ର ନିଷ୍ପତ୍ତି ନେବେ।
ଉଲ୍ଲେଖଯୋଗ୍ୟ, ସଦ୍ୟ ସମାପ୍ତ ୧୪୭ ଆସନ ବିଶିଷ୍ଟ ଓଡ଼ିଶା ବିଧାନସଭାରେ ଭାଜପା ୭୮ ଆସନ ଜିତିଥିବା ବେଳେ ବିଜେଡି ୫୧, କଂଗ୍ରେସ ୧୪, ସିପିଆଇ (ଏମ୍‌) ୧ ଓ ସ୍ବାଧୀନ ୩ଟି ଆସନ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ଶଙ୍ଖଠାରୁ ଗୁଣ୍ଡିଚା ମନ୍ଦିର ଯାଏ ହେବନି ସ୍ଥାୟୀ ନିର୍ମାଣ: ହାଇକୋର୍ଟ

କଟକ,୩ା୭ (କାର୍ତ୍ତିକ ସାହୁ): ପୁରୀ ବଡ଼ଶଙ୍ଖଠାରୁ ଗୁଣ୍ଡିଚା ମନ୍ଦିର ଯାଏ ମୁଖ୍ୟ ରାସ୍ତା ପାର୍ଶ୍ୱରେ କୌଣସି ସ୍ଥାୟୀ ନିର୍ମାଣ ହେବ ନାହିଁ। ଏପରିକି ବ୍ୟବସାୟିକ ଉଦ୍ଦେଶ୍ୟରେ...

ଗର୍ଭ ଧାରଣ କଲା ଧଳା ବାଘୁଣୀ ମୌସୁମୀ, ନନ୍ଦନକାନନ ପାଇଁ ଆଶା ସଞ୍ଚାର

ଭୁବନେଶ୍ୱର,୩।୭: ନନ୍ଦନକାନନ ପାଇଁ ନୂଆ ଅଶାର ସଞ୍ଚାର ସୃଷ୍ଟି କରିଛି ଧଳା ବାଘୁଣୀ ମୌସୁମୀ। ଅଗଷ୍ଟ ୫, ୨୦୧୬ ରେ ଜନ୍ମ ହୋଇଥିବା ମୌସୁମୀ ଗର୍ଭଧାରଣ...

ଟ୍ରେଲର ପଛରେ ପିଟିହେଲା କାର୍‌: ୨ ଜଣଙ୍କ ଜୀବନ ଗଲା, ଜଣେ ଗୁରୁତର

ଗୋପାଳପୁର,୩ା୭(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅଧିନସ୍ଥ ୧୬ ନଂ ଜାତୀୟ ରାଜପଥ ଗୋପାଳପୁର ଓଭରବ୍ରିଜ୍‌ ନିକଟରେ ବୁଧବାର ଅପରାହ୍ନରେ ଟ୍ରେଲର ପଛରେ...

ସାଧାରଣ ଲୋକଙ୍କ ସମସ୍ୟା ଶୁଣି ସମାଧାନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି

ଭୁବନେଶ୍ୱର,୩।୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗୋଟିଏ ବହୁରାଷ୍ଟ୍ରୀୟ କମ୍ପାନୀର ବରିଷ୍ଠ ପ୍ରତିନିଧିଙ୍କୁ ଯେତିକି ଗୁରୁତ୍ୱ ଦେଉଛନ୍ତି, ଜଣେ ସାଧାରଣ ଲୋକ ମଧ୍ୟ ସେତିକି ଗୁରୁତ୍ଵ...

୮ ତାରିଖରେ ବନ୍ଦ ରହିବ ଏସବୁ ଅଫିସ, ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର,୩ା୭: ଚଳିତବର୍ଷ ରଥଯାତ୍ରା ଦୁଇଦିନ ଧରି ଅନୁଷ୍ଠିତ ହେବ। ଏହା ଏକ ବିରଳ ରଥଯାତ୍ରା। ତେଣୁ ରଥଯାତ୍ରା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ୨...

ପୂର୍ବତନ ବିଧାୟକ ଆଦିତ୍ୟ ମାଢ଼ିଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩ା୭(ଅସମାପିକା ସାହୁ): ମାଲକାନଗିରି ବିଧାନସଭାର ପୂର୍ବତନ ବିଧାୟକ ଆଦିତ୍ୟ ମାଢ଼ିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକ...

ନାଗ ଗିଳି ଦେଲା କଫ ସିରପ ବୋତଲ, ଉଦ୍ଧାର କଲା ସ୍ନେକ ହେଲ୍ପ ଲାଇନ

ଭୁବନେଶ୍ୱର,୩।୭: କଫ ସିରପ ବୋତଲ ଗିଳି ଦେଇଥିବା ଏକ ନାଗ ସାପକୁ ଉଦ୍ଧାର କରିଛନ୍ତି ସ୍ନେକ ହେଲ୍ପଲାଇନ୍‌। ଠିକଣା ସମୟରେ ପଦକ୍ଷେପ ପାଇଁ ଏକ ସାଧାରଣ...

ବ୍ୟବଚ୍ଛେଦ ରିପୋର୍ଟ ଦେବାକୁ ଲାଞ୍ଚ ନେଉଥିଲେ ସବ ଇନ୍ସପେକ୍ଟର, ମାଡ଼ି ବସିଲା ଭିଜିଲାନ୍ସ

ଯାଜପୁର,୩।୭: ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପଡ଼ିଲେ ସବ ଇନ୍ସପେକ୍ଟର। ଜଣେ ବ୍ୟକ୍ତିଙ୍କୁ ବ୍ୟବଚ୍ଛେଦ ରିପୋର୍ଟ ଦେବା ଲାଗି ବିଂଝାରପୁର ଥାନା ସବ ଇନ୍ସପେକ୍ଟର କେଶବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri