ଯୁବକଙ୍କୁ ମାରଣାସ୍ତ୍ରରେ ଭୁସି ହତ୍ୟା, ଅର୍ଦ୍ଧନିର୍ମିତ ଘରୁ ମିଳିଲା ମୃତଦେହ

ହିଞ୍ଜିଳିକାଟୁ,୩୦ା୩(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ତଥା ବେଲଗାଁ ଥାନା ଅର୍ନ୍ତଗତ ଧୋବାଡିଠାରେ ଅର୍ଦ୍ଧ ନିର୍ମିତ ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ଶନିବାର ସନ୍ଧ୍ୟାରେ ଜବତ ହୋଇଛି। ଯୁବକଙ୍କୁ ମାରଣାସ୍ତ୍ରରେ ଭୁସି ହତ୍ୟା କରାଯାଇଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ମୃତକ ଜଣକ ହେଲେ ପୁରୁଷୋତ୍ତମପୁର ବ୍ଲକ ହନ୍ତସ ଗାଁର ସଞ୍ଜୟ ନାଇକ(୩୫)। ସେ ଧୋବାଡ଼ି ଛକରେ ଏକ ଘର ନିର୍ମାଣ କରୁଥିଲେ। ଘଟଣା ସମ୍ପର୍କରେ ଶନିବାର ସନ୍ଧ୍ୟାରେ ପରିବାର ଲୋକେ ଜାଣିବା ପରେ ପୋଲିସକୁ ସୂଚନା ଦେଇଥିଲେ। ବେଲଗାଁ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ବାଣିଜ୍ୟ ମେଳାରେ କନ୍ଧମାଳ ହଳଦୀ କିଣିଲେ ମୁଖ୍ୟମନ୍ତ୍ରୀ

ଦାରିଙ୍ଗବାଡି, ୨୨।୧୧ (ଅରୁଣ ସାହୁ )-ଦିଲ୍ଲୀ ପ୍ରଗତି ମଇଦାନରେ ଚାଲିଥିବା ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ କନ୍ଧମାଳ ହଳଦୀ କିଣିଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି।...

ବିଇଏମ୍‌ସି ବୈଠକରେ ପ୍ରବଳ ହଟ୍ଟଗୋଳ: ରାସନ କାର୍ଡ ମହିଳା କର୍ମଚାରୀଙ୍କୁ ଘେରିଲେ କର୍ପୋରେଟର

ବ୍ରହ୍ମପୁର,୨୨ା୧୧(ସ୍ମୃତି ରଂଜନ ମହାଲିକ): ବ୍ରହ୍ମପୁର ମହାନଗର ନିଗମ (ବିଇଏମ୍‌ସି)ର ଶୁକ୍ରବାର ସାଧାରଣ ବୈଠକରେ କର୍ପୋରେଟରଙ୍କ ପ୍ରବଳ ହଟ୍ଟଗୋଳ ହୋଇଛି। ବୈଠକରେ ନିଗମର ରାସନ କାର୍ଡ ଓ...

ବ୍ଲକ ପରିସରରେ ଶିକ୍ଷାବିତ, ସମିତି ସଭ୍ୟ ହତାହାତି

ଡେରାବିଷ, ୨୨।୧୧ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡା ଜିଲା ଡେରାବିଷ ବ୍ଲକ ପରିସରରେ ଶୁକ୍ରବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ବ୍ଲକ ପରିସରରେ ସମିତି...

ରାସ୍ତା ମଝିରେ କାର୍‌ ଛାଡ଼ି ଡ୍ରାଇଭର ଫେରାର: ବଢୁଛି ସନ୍ଦେହ

ଭୁବନେଶ୍ୱର,୨୨।୧୧: ଭୁବନେଶ୍ୱର ବରମୁଣ୍ଡା ଓଭରବ୍ରିଜ ଉପରେ ଶୁକ୍ରବାର କେହି ଜଣେ କାର୍‌ ଥୋଇ ପଳାଇଛନ୍ତି। ଫଳରେ ରାସ୍ତା ଉପରେ ଅଜଣା କାର୍‌କୁ ନେଇ ସନ୍ଦେହ ଘନିଭୂତ...

ହୁତୁହୁତୁ ହୋଇ ଜଳିଗଲା ୭ ବଖରା

ସୋର,୨୨।୧୧: ବାଲେଶ୍ୱର ଜିଲା ନଟାପଡ଼ା ପଞ୍ଚାୟତ ଚହଳିମା ଗାଁରେ ଶୁକ୍ରବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୭ ବଖରା ଚାଳ ଘର ପୋଡି ନଷ୍ଟ ହୋଇଯାଇଛି।...

ଏକତରଫା ପ୍ରେମରୁ ତୁମୁଳକାଣ୍ଡ: ବିଚ୍‌ ରାସ୍ତାରେ ଯୁବକଙ୍କ ଗାଲକୁ ଶକ୍ତ ଚାପୁଡା ମାରିଲେ ଯୁବତୀ

ଭୁବନେଶ୍ବର,୨୨।୧୧: ମଞ୍ଚେଶ୍ବର ଥାନା ଅଧୀନ ଏକ ଘରୋଇ ହସ୍ପିଟାଲ ସମ୍ମୁଖରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। ରାସ୍ତା ମଝିରେ ଜଣେ ଯୁବତୀ ବାଇକ୍‌ରେ ବସିଥିବା ଜଣେ...

ବବି ଦାସ ଭାଇଙ୍କ ନାଁରେ ଏତଲା, ବ୍ୟବସାୟୀଙ୍କୁ ଧମକ ଦେଇ…

ଯାଜପୁର,୨୨ା୧୧: ବିଜେଡି ନେତା ତଥା ପୂର୍ବତନ ବିଧାୟକ ବବି ଦାସଙ୍କ ଭାଇ ଭବ ପ୍ରକାଶ ଦାସଙ୍କ ନାଁରେ ଏତଲା ଦିଆଯାଇଛି। ହାଟର ଜଣେ ବ୍ୟବସାୟୀଙ୍କୁ ଧମକ...

କୃଷକଙ୍କ ଉନ୍ନତି ହେଲେ ଦେଶର ହେବ ଉନ୍ନତି

ଛତ୍ରପୁର,୨୨।୧୧(ଦିଲ୍ଲୀପ ସାମଲ): ରାଜ୍ୟ ସରକାର କୃଷି କାର୍ଯ୍ୟକୁ ତ୍ୱରାନ୍ବିତ କରିବା ପାଇଁ କୃଷକ୍‌ମାନଙ୍କୁ ବିଭିନ୍ନ ପ୍ରୋତ୍ସାହନ ଯୋଗାଇଦେବାକୁ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି। ଏହି ଅବସରରେ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri