ରାସ୍ତାରେ ହାଇଓ୍ବାର ବ୍ରେକ୍‌ ଫେଲ୍‌, ଉପସ୍ଥିତି ବୁଦ୍ଧି ଖଟାଇଲେ ଡ୍ରାଇଭର

ଦାରିଙ୍ଗବାଡ଼ି,୩୦ା୧୨(ଅରୁଣ ସାହୁ): ବାଲି ବୋଝେଇ ଏକ ହାଇଓ୍ବା ରାଜପଥ ଉପରେ ବଡ଼ ଦୁର୍ଘଟଣାରୁ ରକ୍ଷା ପାଇଯାଇଛି। ଚାଳକଙ୍କ ଉପସ୍ଥିତି ବୁଦ୍ଧି ଯୋଗୁ ବଡ଼ ଧରଣର ବିପଦ ଟଳି ଯାଇଛି।
ପ୍ରକାଶ ଯେ, ୫୯ ନଂ ଜାତୀୟ ରାଜପଥରେ ବାଲିଗୁଡ଼ାରୁ ହାଇଓ୍ବା ନଂ (ଓଡି -୩୩ ବି -୪୨୬୫)ରେ ବାଲି ବୋଝେଇ ହୋଇ ଦାରିଙ୍ଗବାଡ଼ି ଥାନା ଶ୍ରାନିକେତା ପଞ୍ଚାୟତ ଦଣ୍ଡିମା ଠିକାସଂସ୍ଥାର କ୍ୟାମ୍ପକୁ ଯାଉଥିଲା। ଏହି ସମୟରେ ଉକ୍ତ ପଞ୍ଚାୟତ ସୁଲୁମାହା ଘାଟିରେ ହଠାତ ହାଇଓ୍ବା୍‌ର ବ୍ରେକ୍‌ଫେଲ୍‌ ହୋଇଯାଇଥିଲା। ଘାଟିଟି ପ୍ରାୟ ୫ଶହ ମିଟର ଲମ୍ବ ହୋଇଥିବା ବେଳେ ୩ ଶହ ମିଟର ଘାଟି ଉଠି ସାରିଥିଲା। ହଠାତ୍‌ ଏଭଳି ବ୍ରେକ୍‌ ଫେଲ ଯୋଗୁ ହାଇଓ୍ବାଟି ତଳକୁ ଖସିବା ଆରମ୍ଭ କରିଥିଲା। ସୌଭାଗ୍ୟ ବଶତଃ ସେହି ସମୟରେ କୌଣସି ଗାଡ଼ି ସେହି ଘାଟିରେ ନ ଥିବାର ସୁଯୋଗ ନେଇ ଚାଳକ ତାଙ୍କ ଡାହାଣ ସାଇଡ୍‌ ମିରର ଦେଖି ରାସ୍ତାର ଓ୍ବାଲକୁ ଧକ୍କା ଦେଇଥିଲେ। ହାଇଓ୍ବାଟି ତଳେ ଥିବା ଡ୍ରେନ୍‌ରେ ଚକାଗୁଡ଼ିକ ଜାମ ହେବା ସହ ଓ୍ବାଲ ସାହାଯ୍ୟରେ ଅଟକି ରହିଯାଇଥିଲା। ଫଳରେ ବଡ଼ ବିପଦରୁ ରକ୍ଷା ପାଇଗଲା ବୋଲି ଚାଳକ ଅଶ୍ୱିନ ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କନ୍ଧମାଳର ଟୁଇଟର ମ୍ୟାନ ହେଲେ ସମ୍ମାନିତ

ଜି.ଉଦୟଗିରି,୧୨ା୪(ଚିନ୍ମୟ କୁମାର ସେଠୀ)-ଓଡ଼ିଶାର ଏକ ସାମାଜିକ ସଂଗଠନ ଆସୋସିଏଶନ ଅଫ ଟୁଇଟର ଆକ୍ଟିଭିଷ୍ଟ (ଏଟିଏ) ତରଫରୁ ପୁରୀଠାରେ ଚତୁର୍ଥ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଉକ୍ତ...

କୋଇଲା ବୋଝେଇ ଟ୍ରେନରେ ଲାଗିଲା ନିଆଁ

ଖଲ୍ଲିକୋଟ,୧୨।୪,(ପ୍ରଶାନ୍ତ କୁମାର ମିଶ୍ର): ବାଲୁଗାଁ ଷ୍ଟେଶନରେ ଶନିବାର ମଧ୍ୟାହ୍ନରେ ଏକ କୋଇଲା ବୋଝେଇ ଟ୍ରେନରେ ନିଆଁ ଲାଗି ଯାଇଥିଲା। ଟ୍ରେନଟି ପଲାସାରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା...

ପୁଣି ଦାଦନ ଦୁଃଖ, ସୁରଟରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ଖଲ୍ଲିକୋଟ,୧୨ା୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ କେଶପୁର ପାଟଣା ସାହିର ମୂଳିଆ ସାହୁଙ୍କ ପୁଅ ସୁରଥ ସାହୁ (୪୨) କାମ କରିବା...

ଚିକିତ୍ସା ସମୟରେ ଅଜଣା ବ୍ୟକ୍ତିଙ୍କ ମୃତ୍ୟୁ, ଚିହ୍ନଟ ପାଇଁ ସୁଙ୍କି ପୋଲିସ ପଠାଇଲା ଜିଲା ମେଡ଼ିକାଲ କଲେଜ

ପଟ୍ଟାଙ୍ଗି,୧୨।୪,(ଶରତ କୁମାର ଧଳ): କୋରାପୁଟ ଜିଲା ସୁଙ୍କି ଥାନା ଅନ୍ତର୍ଗତ ସ୍ବାସ୍ଥ୍ୟ କେନ୍ଦ୍ର ନିକଟରେ ରହିଥିବା ବରଗଛ ମୂଳେ ଅଚେତ ଅବସ୍ଥାରେ ପଡି ରହିଥିବା ଜଣେ...

ଦିନିକିଆ କ୍ରିକେଟରେ ଆଇସିସି କରିପାରେ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧୨ା୪: ଦିନିକିଆ କ୍ରିକେଟ ବ୍ୟାଟରଙ୍କୁ ଅତ୍ୟଧିକ ସୁହାଉଥିବାରୁ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ୫୦ ଓଭରିଆ ଫର୍ମାଟରେ ଦୁଇ ନୂଆ ବଲର ବ୍ୟବହାର ନିୟମରେ ପରିବର୍ତ୍ତନ...

ଅଚାନକ ଦେଓମାଳି ଗସ୍ତ କରି ପରିବେଶ ସ୍ବଚ୍ଛତା ନେଇ ତଦାରଖ କଲେ ଜିଲାପାଳ-ଆରକ୍ଷୀ ଅଧିକ୍ଷକ

ପଟ୍ଟାଙ୍ଗି,୧୨।୪,(ଶରତ କୁମାର ଧଳ): କୋରାପୁଟ ଜିଲା ତଥା ରାଜ୍ୟର ପରିଚୟ ଭାବେ ପରିଚିତ ସର୍ବବୃହତ ପର୍ବତ ତଥା ପର୍ଯ୍ୟଟନ ସ୍ଥଳୀ ଦେଓମାଳି କିପରି ସୁରକ୍ଷିତ ରହିବା...

ଯନ୍ତ୍ରୀଙ୍କ ପୈତୃକ ବାସଭବନରେ ଭିଜିଲାନ୍ସ ଚଢାଉ

ଆସିକା, ୧୨ା୪ (ସୁରେନ୍ଦ୍ର ନାଥ ସାହୁ) : ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକର କାର୍ଯ୍ୟନିର୍ବାହୀ ସହକାରୀ ଯନ୍ତ୍ରୀ ପବିତ୍ର ମୋହନ ପାଣିଗ୍ରାହୀଙ୍କ ଆସିକା ତାଲୁକାରୋଡ଼ସ୍ଥିତ ପୈତୃକ...

ବେଆଇନ ନିଶା କାରବାର ନେଇ କାଉନ୍‌ସିଲରଙ୍କ ଅଭିଯୋଗ, ଅବକାରୀ ବିଭାଗ- ଗଞ୍ଜାମ ପୋଲିସର ଚଢ଼ାଉ

ଗଞ୍ଜାମ,୧୨।୪(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ନିଶା କାରବାର ବୃଦ୍ଧି ପାଇଥିବା ନେଇ ସ୍ଥାନୀୟ କିଛି କାଉନ୍‌ସିଲର ଶୁକ୍ରବାର ସାରେ ଗଞ୍ଜାମ ଥାନାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image