ବାଇକ୍‌କୁ ଧକ୍କା ଦେଇ ରାସ୍ତାରେ ଜଳିଗଲା ବସ୍‌, ଜଣଙ୍କ ଜୀବନ ଗଲା

ଯାଜପୁର,୧୪ା୧୦(ହର୍ଷବର୍ଦ୍ଧନ ବେହେରା): ଯାଜପୁରର ଏନ୍‌ଏଚ୍‌ ୧୬ ଛତିଆ ନିକଟରେ ଏକ ବାଇକ୍‌କୁ ଧକ୍କା ଦେଇ ବସ୍‌ଟି ଜଳିଯାଇଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୨ ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି।

ଚକାଡୋଳା ନାମକ ବସ୍‌ଟି ବାରିପଦାରୁ ଭୁବନେଶ୍ବର ଅଭିମୁଖେ ଆସୁଥିବାବେଳେ ଏହି ଅଘଟଣ ଘଟିଛି। ବସ୍‌ରେ ଥିବା ଅନ୍ୟ ଯାତ୍ରୀଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି।

ଏନ୍‌ଏଚ୍‌ ୧୬ରେ କିଛି ଲୋକ ଜବରଦଖଲ କରି ଦୋକାନ ଦେଇଥିବାରୁ ଅନେକ ସମୟରେ ଏପରି ଦୁର୍ଘଟଣା ଘଟି ଜନଜୀବନ ହାନି ହେଉଛି। ବାରମ୍ବାର ଉଚ୍ଛେଦ କରାଯାଉଥିଲେ ହେଁ ସେମାନେ ପୁଣି ରାସ୍ତାକୁ କବ୍‌ଜା କରି ଦୋକାନ ଦେଉଛନ୍ତି। ଫଳରେ ରାସ୍ତା ସଂକୁଚିତ ହୋଇ ଦୁର୍ଘଟଣା ଘଟୁଛି ବୋଲି ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେୱାଇସି ଆଳରେ ଦାଦନ ଶ୍ରମିକଠାରୁ ୧ ହଜାର, ଯୋଗାଣ ବିଭାଗ ନିରବଦ୍ରଷ୍ଟା

ମହାକାଳପଡ଼ା୧୭ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲାର ଅନେକ ଶ୍ରମିକ ଦାଦନ ଖଟିବାକୁ ରାଜ୍ୟ ବାହାରେ ରହିଛନ୍ତି, ବିଶେଷ କରି ହାଇଦ୍ରାବାଦ , ଚେନ୍ନାଇ , ଗୁଜରାଟ...

ଜେଲ୍‌ ଯିବୁ ପଛେ ପୂର୍ବତନ ପ୍ରଧାନଶିକ୍ଷକଙ୍କୁ ବିଦ୍ୟାଳୟରେ ପୂରାଇ ଦେବୁନି, ୪ ଦିନ ହେଲା ଚାଲିଛି ଧାରଣା

କେସିଙ୍ଗା,୧୭ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବାଲସିସ୍ଥିତ ଜବାହର ଉଚ୍ଚ ବିଦ୍ୟାପୀଠ ବାଲସି (କ)ର ପୂର୍ବତନ ପ୍ରଧାନଶିକ୍ଷକ ବଂଶୀଧର ରାଉତଙ୍କୁ ଶିକ୍ଷା କମିଟି ଜିଦ୍‌...

ମାଲବାହୀ ଗାଡ଼ି ଧକ୍କାରେ ଶନି ମନ୍ଦିର ଚୁରମାର୍

ବଲାଙ୍ଗୀର,୧୭ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଲୋକନାଥ ମନ୍ଦିର ସମ୍ମୁଖ ୨୬ ନମ୍ବର ଜାତୀୟ ରାଜପଥ କଡ଼ରେ ଥିବା ଶ୍ରୀ ଶନିଦେବ ମନ୍ଦିର ଏକ କମ୍ପାନୀ...

ଡବଲ ଇଞ୍ଜିନ ସରକାରକୁ ନେଇ ଏମିତି କହିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଚଣ୍ଡିଗଡ଼/ଭୁବନେଶ୍ୱର,୧୭ା୧୦: ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗୁରୁବାର ହରିୟାଣାରେ ପହଞ୍ଚିଛନ୍ତି। ଆଜି ହରିୟାଣା ମୁଖ୍ୟମନ୍ତ୍ରୀଙ୍କ ଶପଥଗ୍ରହଣ ଉତ୍ସବରେ ଯୋଗ ଦେବା ପାଇଁ ସେ ଚଣ୍ଡିଗଡ଼ରେ ପହଞ୍ଚିଛନ୍ତି।...

ତୁଡୁକିବାଡ଼ିରେ ଧୂମ୍‌ଧାମରେ ଚାଲିଛି ମା’ ଗଜଲକ୍ଷ୍ମୀଙ୍କ ପୂଜା, ଲାଗିଛି ଶ୍ରଦ୍ଧାଳୁଙ୍କ ଭିଡ଼

ଦାରିଙ୍ଗବାଡ଼ି,୧୭ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗଜଲକ୍ଷ୍ମୀ ପୂଜା ପାଇଁ ଉତ୍ସବମୁଖର ହୋଇଛି। ଦାରିଙ୍ଗବାଡ଼ି ଚାରିଛକ ଓ ତୁଡୁକିବାଠାରେ ଅସ୍ଥାୟୀ ମଣ୍ଡପକୁ ସୁସଜ୍ଜିତ କରାଯିବା ସହ...

ପୁରୀରେ ଆନ୍ଦୋଳନକୁ ଓହ୍ଲାଇଲେ ହବିଷ୍ୟାଳୀ, ରାସ୍ତାରେ…

ପୁରୀ,୧୭।୧୦: ଆଜିଠାରୁ ଆରମ୍ଭ ହେଉଛି କାର୍ତ୍ତିକ ବ୍ରତ। କାର୍ତ୍ତିକରେ ପୁଣ୍ୟ ଅର୍ଜନ ପାଇଁ ପୁରୀରେ ଭିଡ ଲଗାଇଛନ୍ତି ଭକ୍ତ। ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର। ସେପଟେ...

ବିରୋଧୀ ଦଳରେ ଯେଉଁ ମଜା ଶାସକ ଦଳରେ ନାହିଁ

ଜଗତ୍‌ସିଂହପୁର, ୧୭ା୧୦(ପ୍ରମୋଦ କୁମାର ନାୟକ): ବିରୋଧୀ ଦଳରେ ରହିଲେ ଯେଉଁ ମଜା ଅଛି, ତାହା ଶାସକ ଦଳରେ ନାହିଁ। ଦୀର୍ଘ ୧୦ ବର୍ଷ ଭିତରେ ମୁଁ...

୩ କଂଗ୍ରେସ ନେତାଙ୍କ ନାଁରେ ମାମଲା

ଭୁବନେଶ୍ୱର,୧୭ା୧୦ (ସତ୍ୟଜିତ୍‌ ରାଉତ): ୨୦୨୪ ନିର୍ବାଚନ ବେଳେ ପ୍ରଚାର ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସକୁ ଏଲ୍‌ଇଡି ଟିଭି ଓ ଗାଡ଼ି ଯୋଗାଇ ଜଣେ ବ୍ୟବସାୟୀ ୧.୪୨...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri