ମାନବପ୍ରେମୀ ଆଦିତ୍ୟ ଦାଶଙ୍କ ମୃତ୍ୟୁ ମାମଲା: ସାନି ରିପୋର୍ଟ ଦାଖଲ ଲାଗି ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ ଅଫିସ, ୮।୧: ମାନବପ୍ରେମୀ ଆଦିତ୍ୟ ଦାଶଙ୍କ ମୃତ୍ୟୁ ମାମଲାର ଶୁଣାଣି ଗୁରୁବାର ହାଇକୋର୍ଟରେ ହୋଇଥିଲା। ଏହି ଘଟଣାରେ କ୍ରାଇମ୍‌ବ୍ରାଞ୍ଚ୍‌ ପକ୍ଷରୁ ହାଇକୋର୍ଟରେ ପୂର୍ଣ୍ଣାଙ୍ଗ ରିପୋର୍ଟ ଦାଖଲ କରାଯାଇଥିଲା। ତେବେ ଏହି ରିପୋର୍ଟକୁ ନେଇ ଆବେଦନକାରୀଙ୍କ ଓକିଲ କେତେକ ପ୍ରଶ୍ନ ଉଠାଇଥିଲେ। ଏଥିରେ ଦିଆଯାଇଥିବା ବ୍ୟବଚ୍ଛେଦ ରିପୋର୍ଟ ସ୍ପଷ୍ଟ ଦେଖାଯାଉ ନ ଥିବାରୁ ଆଉ ଏକ ରିପୋର୍ଟ ଦାଖଲ ଲାଗି କୁହାଯାଇଥିଲା। ଆଦିତ୍ୟଙ୍କ ସ୍ତ୍ରୀ ବିଦ୍ୟାଶ୍ରୀଙ୍କ ପକ୍ଷରୁ ରୁଜୁ ହୋଇଥିବା ଏହି ମାମଲାର ଶୁଣାଣି ହାଇକୋର୍ଟ ବିଚାରପତି ଜଷ୍ଟିସ୍‌ ବିଶ୍ୱଜିତ୍‌ ମହାନ୍ତିଙ୍କ ଖଣ୍ଡପୀଠରେ ହୋଇଥିଲା। ଆସନ୍ତା ୨୧ରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ ହୋଇଛି। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ବ୍ୟୋମକେଶ ତ୍ରିପାଠୀ ମାମଲା ପରିଚାଳନା କରୁଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଧାରଣାକୁ ଆତ୍ମହତ୍ୟା କରିବାକୁ ଯାଇଥିଲେ, ମହିଳାଙ୍କୁ ଉଦ୍ଧାର କଲେ…

ଛେଣ୍ଡିପଦା,୨୫ା୧୨ (ଅଜିତ ଧଳ)- ଅନୁଗୋଳ ଜିଲା ଜରପଡ଼ା ଥାନା ଦେଇ ଯାଇଥିବା ଅନୁଗୋଳ-ସମ୍ବଲପୁର ରେଳ ଧାରଣାକୁ ଯାଇ ଆତ୍ମହତ୍ୟା ଉଦ୍ୟମ କରୁଥିବା ଜଣେ ମହିଳାଙ୍କୁ କେତେଜଣ...

ସ୍ବାମୀଙ୍କ ଅନ୍ୟତ୍ର ବିବାହ ଉଦ୍ୟମ: ଘର ଆଗରେ ପୁଅ ସହ ଧାରଣାରେ ବସିଲେ ସ୍ତ୍ରୀ’

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଳକ ବାସୁଦେବପୁର ଗ୍ରାମର ପି.ଶ୍ରୀୟା ରେଡ୍ଡୀଙ୍କ ସ୍ଵାମୀ ପି.ଶିବରାମ ପାତ୍ର ବିବାହର ୭ ବର୍ଷ ପରେ ପ୍ରତାରଣା କରି ଦ୍ୱିତୀୟ...

ଅନ୍ତର୍ଜାତୀୟ ସୁନ୍ଦରୀ ପ୍ରତିଯୋଗିତାରେ ଚମକିବେ କୋରାପୁଟ ଝିଅ ଅନୁଶ୍ରୀ

କୋରାପୁଟ,୨୫।୧୨(ଅମିତାଭ ବେହେରା): କୋରାପୁଟ ଭଳି ଏକ ଆଦିବାସୀ ପଛୁଆ ଜିଲାର ଝିଅ ରାଜସ୍ଥାନର ଜୟପୁରରେ ଅନୁଷ୍ଠିତ ହୋଇଥିବା ବିୟୁଟି କଣ୍ଟେଷ୍ଟରେ ଓଡ଼ିଶା ପାଇଁ ପ୍ରତିନିଧିତ୍ବ କରି...

ଅଢେଇ ବର୍ଷର ବିଷ୍ମୟ ବାଳକ: ପ୍ରାଞ୍ଜଳ ଭାବେ କହୁଛନ୍ତି ମନ୍ତ୍ରପାଠ ଓ ଦେଶ ବିଦେଶ କଥା

କେନ୍ଦୁଝର,୨୫।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ବୟସ ମାତ୍ର ଅଢେଇ ବର୍ଷ। ମନ୍ତ୍ରପାଠ, ସାଧାରଣ ଜ୍ଞାନ ହେଉ ଅବା ଦେଶର ଜାତୀୟ ପ୍ରତୀକ କିମ୍ବା ବିଶିଷ୍ଟ ବ୍ୟକ୍ତି...

ଦାଉ ସାଧିଛି ଅଦିନିଆ ବର୍ଷା: କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ତହସିଲଦାର

ଗଞ୍ଜାମ, ୨୫।୧୨(ବିଦ୍ୟାଧର ସାହୁ): ଗତ କିଛି ଦିନ ଧରି ଲଘୁଚାପ ଜନିତ ବର୍ଷା ଲାଗି ରହିଛି। ପାଚିଲା ଧାନ ଅମଳ କରି ଘରକୁ ଆଣିବା ସମୟରେ...

ଲାଗି ରହିଛି ଲଘୁଚାପଜନିତ ଲଗାଣ ବର୍ଷା: ବିଲ ଓ ମଣ୍ଡିରେ ଭିଜିଲା ଧାନ

କୋକସରା,୨୫।୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲାରେ ଲଘୁଚାପଜନିତ ବର୍ଷା ମଙ୍ଗଳବାର ରାତିରୁ ଲଗାଣ ବର୍ଷା ଲାଗି ରହିଛି। ବ୍ଲକରେ ମଙ୍ଗଳବାର ରାତିରୁ ବୁଧବାର ସକାଳ...

ବର୍ଷାକୁ ଖାତିର ନ କରି ପ୍ରଭୁ ଯୀଶୁଙ୍କ ପାଇଁ କଲେ ପ୍ରାର୍ଥନା

ବାଲିଗୁଡା,୨୫।୧୨: (ସଞ୍ଜୟ କୁମାର ପାଣିଗ୍ରାହୀ): ଆଜି ସାରା ବିଶ୍ୱ ପାଳନ କରୁଛି ବଡ଼ଦିନ। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡର ପ୍ରତ୍ୟେକ ବ୍ଲକ ଅଞ୍ଚଳର...

ସାଧାରଣ ଲୋକଙ୍କ ପାଖରେ ସ୍ବଚ୍ଛ ପ୍ରଶାସନ ପହଞ୍ଚାଇବା ସରକାରଙ୍କ ପ୍ରାଥମିକତା: କନକ ବର୍ଦ୍ଧନ ସିଂଦେଓ

ବଲାଙ୍ଗୀର, ୨୫।୧୨: (ସୁନିଲ କୁମାର ମହାନ୍ତି): ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ଅବସରରେ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ଅଡିଟୋରିୟମରେ ଜିଲାସ୍ତରୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri