Posted inଫୁରସତ

ଏଣ୍ଡୁଅକୁ ମାରି ଖାଇବାକୁ ଆସୁଥିଲା ବିଲେଇ, ପାଇଲା ପାନେ

ବର୍ତ୍ତମାନ ସମୟରେ ଲୋକେ ସୋସିଆଲ ମିଡିଆରେ ଅଧିକ ସକ୍ରିୟ ରହୁଛନ୍ତି। ଏହି ସମୟରେ ମଧ୍ୟ ସୋସିଆଲ ମିଡିଆର ଚାହିଦା ବଢ଼ିଥିବା ବେଳେ ଭାଇରାଲ ହେଉଥିବା ଫଟୋ ଓ ଭିଡିଓକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର ଧରୁଛି। ବର୍ତ୍ତମାନ ସେଭଳି ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଭିଡିଓରେ
ଏକ ଏଣ୍ଡୁଅକୁ ବିଲେଇ ମାରି ଖାଇବାକୁ ଆସୁଥିବା ବେଳେ ଏଣ୍ଡୁଅ ବିଲେଇକୁ ଲାଞ୍ଜରେ ପିଟି ଦେଇ, ପନେ ଦେଇଛି।
ଏହି ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। କ୍ୟାପ୍‌ଶନ୍‌ରେ ସେ ଲେଖିଛନ୍ତି ଯେ, ସ୍ଲାପ ଅଫ୍ ୨୦୨୦। ଏହି ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।

 


Enter your email to get our daily news in your inbox.

All Right Reserved By Dharitri.Com

୨ ନାବାଳକଙ୍କୁ ଇଲେକ୍ଟ୍ରି ଖୁଣ୍ଟରେ ବାନ୍ଧି ସିଗାରେଟ୍‌ ଚେଙ୍କ ସହ ପରିସ୍ରା ପିଆଇଲେ ଦୁର୍ବୃତ୍ତ

ବଳଙ୍ଗା,୨୦ା୪: ପୁରୀ ଜିଲା ବଳଙ୍ଗା ଥାନା କୋଟକୋସାଙ୍ଗରେ ଏକ ଅମାନବୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଦୁଇ ନାବାଳକଙ୍କୁ ଦିଆଯାଇଥିବା ନିର୍ଯାତନା ସୀମା ଟପିଛି। ଦୁର୍ବୃତ୍ତମାନେ ଦୁଇ...

ବିବାହିତା ମହିଳାଙ୍କୁ ପ୍ରେମ ପରେ ପ୍ରତାରଣା: କଲେଜ ଅଧ୍ୟକ୍ଷଙ୍କୁ ବାନ୍ଧିଲା ପୋଲିସ

କୁଚିଣ୍ଡା,୨୦ା୪(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ମହୁଲପାଲି ଥାନା ଅଞ୍ଚଳର ଜନୈକା ବିବାହିତା ମହିଳାଙ୍କ ସହ ଶାରୀରିକ ସମ୍ପର୍କ ରଖି ଶେଷରେ ତାଙ୍କୁ ପ୍ରତାରଣା କରିବା ଅଭିଯୋଗରେ...

୨ କ୍ୟାବିନ୍‌ ଉପରେ ମାଡ଼ିଗଲା ଯାତ୍ରାପାର୍ଟି ଟ୍ରକ୍‌, ବାଇକ୍‌କୁ ନେଲା ଘୋଷାଡ଼ି

କେନ୍ଦ୍ରାପଡ଼ା,୨୦ା୪(ଜଗନ୍ନାଥ ଧଳ): ସଦର ଥାନା ଅନ୍ତର୍ଗତ ଦୁହୁରିଆ ଛକରେ ପଟ୍ଟାମୁଣ୍ଡାଇ ଆଡୁ ଆସୁଥିବା ପୃଥ୍ବୀରାଜ ଯାତ୍ରା ପାର୍ଟିର ଏକ ଟ୍ରକ ଭାରସାମ୍ୟ ହରାଇ ଜିଲା ଶିକ୍ଷାଅଧିକାରୀ୍‌ଙ୍କ...

ନାବାଳିକାଙ୍କୁ ଗଣବଳାତ୍କାର: ରକ୍ତାକ୍ତ ଅବସ୍ଥାରେ ଫିଙ୍ଗି ଦେଇ ଫେରାର ହୋଇଗଲେ ନରରୂପୀ ୩ ରାକ୍ଷସ

ଢେଙ୍କାନାଳ,୨୦ା୪(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ଥାନା ସରସିଙ୍ଗି ଗ୍ରାମରେ ଜଣେ ୭ ବର୍ଷର ଶିଶୁକନ୍ୟାକୁ ୩ ଜଣ ଗଣବଳତ୍କାର କରିଥିବା ଅଭିଯୋଗ ହୋଇଛି। ଘଟଣା...

କ’ଣ ସତରେ ମଣିଷର ପ୍ରାଇଭେଟ ପାର୍ଟ ହୋଇଯାଏ ହାଡ? ଏହି ଘଟଣା ଜାଣିଲେ ସହଜରେ ବିଶ୍ୱାସ କରିବେନି

ଆପଣ ଚିକିତ୍ସା ବିଜ୍ଞାନରେ ଅନେକ ଅଜବ ଘଟଣା ଶୁଣିଥିବେ। କିଛି ଲୋକଙ୍କର ଏପରି ବିରଳ ରୋଗ ଅଛି ଯେ ଡାକ୍ତର ମଧ୍ୟ ସେଗୁଡ଼ିକ ବିଷୟରେ ଜାଣି...

Oldest Penguin: ସବୁଠୁ ବୟସ୍କ ପେଙ୍ଗୁଇନ୍‌

ଲଣ୍ଡନ: ବେଳେବେଳେ ଅନେକ ପ୍ରାଣୀ ସେମାନଙ୍କର ସାଧାରଣ ଜୀବନକାଳଠାରୁ ଅଧିକ ସମୟ ପର୍ଯ୍ୟନ୍ତ ବଞ୍ଚତ୍ରହି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥାନ୍ତି। ଏହିପରି ଏକ ପ୍ରାଣୀ ନିକଟରେ ଚର୍ଚ୍ଚାରେ...

ବାରାହା ମାଂସ ଜବତ: ୩ ଗିରଫ

ନୂଆପଡ଼ା, ୨୦।୪ (ମକାରୁ ବେମାଲ): ଖଡ଼ିଆଳ ବନଖଣ୍ଡ ଅଧିକାରୀ ଅଜିଜ ଖାନଙ୍କ ନିର୍ଦ୍ଦେଶ କ୍ରମେ କୋମନା ବନାଞ୍ଚଳ ଅଧିକାରୀ ଚଢ଼ଉ କରି ବାରହା ଶିକାର ଅଭିଯୋଗରେ...

ଅଛନ୍ତି ଏଲିୟନ୍‌! ମିଳିଲା ସଙ୍କେତ

ଲଣ୍ଡନ, ୨୦।୪: ଭାରତୀୟ-ବ୍ରିଟିଶ ଜ୍ୟୋତିର୍ବିଜ୍ଞାନୀ ଡକ୍ଟର ନିକ୍କୁ ମଧୁସୂଦନ ଏବଂ କେମ୍ବ୍ରିଜ୍‌ ବିଶ୍ୱବିଦ୍ୟାଳୟରେ ତାଙ୍କ ଟିମ୍‌ ପକ୍ଷରୁ କେ୨-୧୮ବି ନାମକ ଏକ ଦୂରବର୍ତ୍ତୀ ଗ୍ରହରେ ଏଲିୟନ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image