Categories: ଜାତୀୟ

ଅପରାହ୍ନ ୪ଟାରେ ବସିବ କେନ୍ଦ୍ର କ୍ୟାବିନେଟ ବୈଠକ

ନୂଆଦିଲ୍ଲୀ, ୧୫।୨: ଆଜି ବସିବ କେନ୍ଦ୍ର କ୍ୟାବିନେଟ ବୈଠକ । ଅପରାହ୍ନ ୪ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟର ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ଆଜିର ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହୋଇପାରେ। ଦେଶରେ କରୋନାର ଓମିକ୍ରନ ଭାରିଆଣ୍ଟ ସଂକ୍ରମଣ ମଧ୍ୟରେ ଜାନୁୟାରୀ ମାସରେ ଶେଷ କ୍ୟାବିନେଟ ବୈଠକ ବସିଥିଲା ।

Share