ନନ୍ଦନକାନନକୁ ଆସିବ କେନ୍ଦ୍ରୀୟ ଚିଡ଼ିିଆଖାନା ଟିମ୍‌

ବାରଙ୍ଗ,୩୦ା୮(ଡି.ଏନ୍‌.ଏ.): ନନ୍ଦନକାନନ ମୂଲ୍ୟାଙ୍କନ ପାଇଁ କେନ୍ଦ୍ରୀୟ ଚିଡ଼ିଆଖାନା କର୍ତ୍ତୃପକ୍ଷଙ୍କ ସଦସ୍ୟ ଶ୍ରୀୟୁ ପ୍ରକାଶମ ଜଣିକିଆ କମିଟି ପରିଦର୍ଶନରେ ଆସିବେ। ପ୍ରାଣୀ ଉଦ୍ୟାନ ଠିକ୍‌ ପରିଚାଳନା ହେଉଛି କି ନାହିଁ ତାହା ଉପରେ ସୋମବାର ଓ ମଙ୍ଗଳବାର ଅନୁଧ୍ୟାନ କରିବେ। ଉଦ୍ଭିଦ ଉଦ୍ୟାନ (ବଟାନିକାଲ ଗାର୍ଡେନ), ଚନ୍ଦକା ଅଭୟାରଣ୍ୟ ପାଚେରି, ହାତୀ ଚଲାପଥ, ପ୍ରଜାପତି ଉଦ୍ୟାନ, କାଞ୍ଜିିଆହ୍ରଦ, ବଜ୍ରକାପ୍ତା, ଶାଗୁଣା ଓ କୁମ୍ଭୀର ପ୍ରଜନନ କେନ୍ଦ୍ର, ବାଘ ଓ ସିଂହ ଖୁଆଡ ସହ ୪ ସଫାରି, ରାସ୍ତା ଓ ସ୍ଥାନୀୟ ଅଞ୍ଚଳବାସୀଙ୍କ ସମସ୍ୟା ଉପରେ ଅନଧ୍ୟାନ କରି କେନ୍ଦ୍ର ଓ ରାଜ୍ୟ ବନ ବିଭାଗକୁ ରିପୋର୍ଟ କରିବେ ବୋଲି ନନ୍ଦନକାନନ ପରିଚାଳନା ଦାୟିତ୍ୱରେ ଥିବା ଏସିଏଫ୍‌ ଅମୂଲ୍ୟ କୁମାର ପରିଡା କହିଛନ୍ତି। ଏନେଇ ନନ୍ଦନକାନନ ପ୍ରାଣୀଉଦ୍ୟାନରେ ଏକ ପ୍ରସ୍ତୁତି ବୈଠକ ଅନଷ୍ଠିତ ହୋଇଯାଇଛି। ଏଥିରେ ନନ୍ଦନକାନନ ଓ ବଟାନିିକାଲ ଗାର୍ଡେନର ସମସ୍ତ ପଦାଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ ବିଭାଗର ବଡ଼ ଧରଣର ଚଢ଼ାଉ: ଧରାପଡ଼ିଲେ ବାଘ ଛାଲ ରାକେଟ୍‌

ଭୁବନେଶ୍ୱର,୨୩।୧୨: ବାଲେଶ୍ୱର ଏବଂ ମୟୂରଭଞ୍ଜ ଜିଲାରେ ସୋମବାର ବନ ବିଭାଗ ଏବଂ ସ୍ପେଶାଲ ସ୍କ୍ବାଡ୍‌ ପକ୍ଷରୁ ବଡ଼ ଧରଣର ଚଢ଼ାଉ କରାଯାଇଛି। ଚଢାଉ ବେଳେ ଅଧିକାରୀମାନେ...

ପ୍ରଥମଥର ଦାରିଙ୍ଗବାଡି ବୁଲିଲେ ଗଣଶିକ୍ଷା ମନ୍ତ୍ରୀ: ପର୍ଯ୍ୟଟନକ୍ଷେତ୍ରର ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି,୨୩।୧୨( ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ଦିନିକିଆ ଗସ୍ତରେ ସୋମବାର ଓଡିଶା ରାଜ୍ୟ ଗଣ ଶିକ୍ଷା ମନ୍ତ୍ରୀ ତଥା ଅନୁସୂଚିତ ଜାତି ଜନଜାତି ଉନ୍ନୟନ ସଂଖ୍ୟା...

ଉଜୁଡା ଫସଲ ଦେଖି ଧାନ କ୍ଷେତରେ ଟଳିପଡିଲେ ଚାଷୀ

ସାକ୍ଷୀଗୋପାଳ, ୨୩।୧୨(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଅଦିନିଆ ବର୍ଷା ପାଣିରେ ଧାନ ଫସଲ ପଡିଥିବା ଦେଖି ଜଣେ ଚାଷୀ ସୋମବାର ଧାନ କ୍ଷେତରେ ଟଳି ପଡ଼ିଛନ୍ତି।...

ଥାନା ଅଞ୍ଚଳରେ ସିରିଜ ଚୋରି: ବଢିଲା ପୋଲିସର ମୁଣ୍ଡବ୍ୟଥା

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା ଇଲାକାରେ ସିରିଜ ଚୋରି ପୋଲିସର ମୁଣ୍ଡବ୍ୟଥା ବଢାଇ ଦେଇଛି। ଦୁର୍ବୃତ୍ତମାନେ ଲଗାଣ ବର୍ଷା ଓ ଶୀତ ରାତିର ସୁଯୋଗ...

ଜିନ୍ନତକୁ ଟ୍ରାଙ୍କୁଲାଇଜ ପାଇଁ ଚାଲିଛି ଉଦ୍ୟମ

ଭୁବନେଶ୍ୱର,୨୩।୧୨: ଶିମିଳିପାଳରୁ ଖସି ପଳାଇଥିବା ବାଘୁଣୀ ଜିନ୍ନତକୁ ଓଡ଼ିଶା ଫେରାଇ ଆଣିବାକୁ ବନ ବିଭାଗ କସରତ ଆରମ୍ଭ କରିଦେଇଛି। ବାଘୁଣୀ ଜିନ୍ନତ ଏବେ ପଶ୍ଚିମବଙ୍ଗ ପୁରୁଲିଆରେ...

ଖବରକାଗଜ ବିତରକଙ୍କ ଉପରକୁ ଡେଇଁଲା ମାଙ୍କଡ଼: ଆଉ ତା’ପରେ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ସଦରମହାକୁମା ଛତ୍ରପୁରରେ ମାଙ୍କଡ଼ ମାନଙ୍କ ଉପଦ୍ରବ ବଢ଼ିବାରେ ଲାଗିଛି। ଜଣେ ଖବରକାଗଜ ବିତରକ ଏହାର ଏହାର ଶିକାର ହୋଇଛନ୍ତି।...

ଏଫଏକ୍ୟୁ ମାନ କୋହଳ ପାଇଁ ଉଠିଲା ଦାବି

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ଲଗାଣ ବର୍ଷା ହେତୁ ଖରିଫ ଧାନ ଫସଲ କ୍ଷୟକ୍ଷତିର ଭରଣା, ଧାନର ଏଫଏକ୍ୟୁ ମାନ କୋହଳ, ଟୋକେନ ଅବଧି ବର୍ଦ୍ଧିତ ଦାବି...

ଖୋଲିଲା ଧାନ ମଣ୍ଡି: ଶୁଭାରମ୍ଭ କଲେ ବିଧାୟକ

ପାଟଣା,୨୩।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକରେ ଖରିଫ ଋତୁରେ ଧାନ କ୍ରୟ କରିବା ପାଇଁ ପାଟଣା ବ୍ଲକ ଅଧିନରେ ଥିବା ୨ ଶାଖା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri