ରାଗରେ ନିଆଁବାଣ ହୋଇଗଲେ ମୁଖ୍ୟମନ୍ତ୍ରୀ: ଶେଷରେ ଚାଲିକି ଗଲେ…

କଟକ,୧୬।୧୧: ବାଲିଯାତ୍ରା ଉଦ୍‌ଘାଟନୀ କାର୍ଯ୍ୟକ୍ରମ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଓ ଅନ୍ୟ ଅତିଥି ସିଲ୍‌ଭର୍‌ ସିଟି ବୋଟ୍‌ କ୍ଲବ୍‌ରୁ ବୋଇତ ଯୋଗେ ଗଡ଼ଗଡିଆ ଘାଟରେ ପହଞ୍ଚିଥିଲେ। ସେଠାରୁ ଅତିଥିଙ୍କୁ ଦକ୍ଷିଣ ଏସିୟ ପାଭିଲିୟନ ସମେତ ଓର୍‌ମାସ୍‌ ଓ ଗଣକବି ବୈଷ୍ଣବ ପାଣି ମଞ୍ଚକୁ ନେବା ପାଇଁ ବ୍ୟାଟିରି ଚାଳିତ ଗାଡି ବ୍ୟବସ୍ଥା କରାଯାଇଥିଲା। ହେଲେ ଗାଡିରେ ଅତିଥିଙ୍କ ସଂଖ୍ୟା ଆବଶ୍ୟକଠାରୁ ଥିବାରୁ ଅସନ୍ତୋଷ ହୋଇ ବ୍ୟାଟେରୀ ଚାଳିତ ଗାଡ଼ିରୁ ମୁଖ୍ୟମନ୍ତ୍ରୀ ଓହ୍ଲାଇ ଦକ୍ଷିଣ ଏସିୟ ପାଭିଲିୟନ ପର୍ଯ୍ୟନ୍ତ ଚାଲିକି ଯାଇଥିଲେ। ପରେ ସେଠାରୁ ମଞ୍ଚ ପର୍ଯ୍ୟନ୍ତ ଗାଡିରେ ଯାଇଥିଲେ। ମଞ୍ଚରେ ମୁଖ୍ୟମନ୍ତ୍ରୀ କଟକର ପ୍ରସିଦ୍ଧ ଦହିବରା ବିଷୟରେ କହିଥିଲେ। କଟକ ଆସି ଦହିବରା ନ ଖାଇଲେ ମଜା ଆସିବ ନାହିଁ। କିନ୍ତୁ ଦହିବରା ବ୍ୟବସ୍ଥା କରାଯାଇ ନ ଥିବା ଓ ଦହିବରା ଖାଇବାର ସୁଯୋଗ ନ ମିଳିବାରୁ ସାମାନ୍ୟ ଅସନ୍ତୋଷ ପ୍ରକାଶ କରିଥିଲେ ମୁଖ୍ୟମନ୍ତ୍ରୀ ମାଝୀ। ପୂର୍ବରୁ ଯେବେ କଟକ ଆସିଛନ୍ତି ସେବେ ଦହିବରାର ମଜା ଚାଖିଥିବା ମୁଖ୍ୟମନ୍ତ୍ରୀ ମାଝୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମରାମତି କାମ ଶେଷ: ଟ୍ରାକ୍‌ରେ ଗଡ଼ିଲା ଟ୍ରେନ୍‌

କଟକ,୩୧।୩: ବେଙ୍ଗାଲୁରୁରୁ କାମାକ୍ଷା ଅଭିମୁଖେ ଯାଉଥିବା କାମାକ୍ଷା ଏକ୍ସପ୍ରେସ୍‌ କଟକ ଜିଲା ମଙ୍ଗୁଳି-ଚୌଦ୍ୱାର ପାସେଞ୍ଜର ହଲ୍ଟ ନିକଟରେ ରବିବାର ଲାଇନ୍‌ଚ୍ୟୁତ ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଟ୍ରେନ୍‌ର...

Subhadra Scheme: ଆଜି ସୁଭଦ୍ରା ଆବେଦନର ଶେଷ ତାରିଖ, ଏକାଥରକେ ପାଇବେ ୧୫ ହଜାର, ଶୀଘ୍ର…

ଭୁବନେଶ୍ୱର,୩୧।୩: ସୁଭଦ୍ରା ଯୋଜନା ପାଇଁ ଆବେଦନ କରି ନାହାନ୍ତି କି? ତେବେ ଏହି ଖବରଟି ଆପଣଙ୍କ ଲାଗି ଗୁରୁତ୍ୱପୂର୍ଣ୍ଣ। କାରଣ ନୂଆ ଆବେଦନକାରୀଙ୍କ ଲାଗି ସୋମବାର...

ତଳେ ବସି ରହିଛି ମୃତଦେହ, ବେକରେ ଲାଗିଛି ରଶି; ହତ୍ୟା ଅଭିଯୋଗ ଆଣିଲେ ପରିବାର

ନୀଳଗିରି,୩୧।୩(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧୀନ ସଜନାଗଡ ହସ୍ପିଟାଲ ନିକଟସ୍ଥ ତିନିକୋଶିଆ ଜଙ୍ଗଲରୁ ଝୁଲନ୍ତା ଅବସ୍ଥାରେ ଜଣେ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ...

ଦଣ୍ଡନାଚରେ ଅଘଟଣ: ଯୁବକଙ୍କୁ ଛୁରୀ ଭୁସି ହତ୍ୟା କଲେ ବାପାପୁଅ

ବ୍ରହ୍ମପୁର,୩୧।୩(ସୁବାସ ଚନ୍ଦ୍ର ପାଢ଼ୀ): ଦିନକୁ ଦିନ ଗଞ୍ଜାମ ଜିଲା ଅଶାନ୍ତ ହେବାରେ ଲାଗିଛି। ୪୮ ଘଣ୍ଟା ମଧ୍ୟରେ ଜିଲାରେ ତିନୋଟି ମୁଣ୍ଡ ଗଡିଛି। ଗତ ଶୁକ୍ରବାର...

ପରିତ୍ୟକ୍ତ ଅବସ୍ଥାରେ ସିମନବାଡ଼ି ଯାତ୍ରୀ ବିଶ୍ରାମାଗାର, ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଯାତ୍ରୀ; ରୂପାନ୍ତର ଲାଗି ଉଠୁଛି ଦାବି

ଦାରିଙ୍ଗବାଡି, ୩୧। (ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ଅନ୍ୟତମ ମୁଖ୍ୟ ବଜାର ଭାବେ ପରିଚିତ ସିମନବାଡି ଛକରେ ଥିବା ଯାତ୍ରୀ ବିଶ୍ରାମାଗାର ଏବେ ପରିତ୍ୟକ୍ତ...

କେନ୍ଦୁଝର ମାଟିର ପୁଅ ଶହୀଦ ରାଜକିଶୋର ମୁଣ୍ଡାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର/କେନ୍ଦୁଝର,୩୧।୩: କେନ୍ଦୁଝରର ଶହୀଦ ଯବାନ ରାଜକିଶୋର ମୁଣ୍ତାଙ୍କ ମରଶରୀର ସୋମବାର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛି। ଏଠାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ତେବେ...

ସରିଲା ରେଲଓ୍ବେ ଟ୍ରାକ୍‌ ମରାମତି କାମ, ଖୁବ୍‌ଶୀଘ୍ର ଚାଲିବ ଟ୍ରେନ୍‌

ଚୌଦ୍ୱାର,୩୧।୩:କଟକ ଜିଲା ମଙ୍ଗୁଳି-ଚୌଦ୍ୱାର ପାସେଞ୍ଜର ହଲ୍ଟ ନିକଟରେ ଟ୍ରେନ୍‌ ଦୁର୍ଘଟଣା ଘଟଣାରେ ସୋମବାର ନୂଆ ଅପ୍‌ଡେଟ୍‌ ସାମ୍ନାକୁ ଆସିଛି। ସକାଳ ୭.୧୫ ସୁଦ୍ଧାରେଲଓ୍ବେ ଟ୍ରାକ୍‌ ମରାମତି...

ହାଇଓ୍ବାକୁ ପିଟିଲା ଟ୍ରଲର୍‌; ଚାଲିଗଲା ଡ୍ରାଇଭରଙ୍କ ଜୀବନ

ଆନନ୍ଦପୁର,୩୧।୩(ସୁଶାନ୍ତ କୁମାର ସାହୁ ): ଜାତୀୟ ରାଜପଥ ୨୦ ନମ୍ବର ଘସିପୁରା ଥାନା ଶୈଲଙ୍ଗ ବିଜି ମୋଟର ନିକଟରେ ଘଟିଛି ମର୍ମନ୍ତୁଦ ଦୁର୍ଘଟଣା। ସୋମବାର ଭୋର...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image