ରାଗରେ ନିଆଁବାଣ ହୋଇଗଲେ ମୁଖ୍ୟମନ୍ତ୍ରୀ: ଶେଷରେ ଚାଲିକି ଗଲେ…

କଟକ,୧୬।୧୧: ବାଲିଯାତ୍ରା ଉଦ୍‌ଘାଟନୀ କାର୍ଯ୍ୟକ୍ରମ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଓ ଅନ୍ୟ ଅତିଥି ସିଲ୍‌ଭର୍‌ ସିଟି ବୋଟ୍‌ କ୍ଲବ୍‌ରୁ ବୋଇତ ଯୋଗେ ଗଡ଼ଗଡିଆ ଘାଟରେ ପହଞ୍ଚିଥିଲେ। ସେଠାରୁ ଅତିଥିଙ୍କୁ ଦକ୍ଷିଣ ଏସିୟ ପାଭିଲିୟନ ସମେତ ଓର୍‌ମାସ୍‌ ଓ ଗଣକବି ବୈଷ୍ଣବ ପାଣି ମଞ୍ଚକୁ ନେବା ପାଇଁ ବ୍ୟାଟିରି ଚାଳିତ ଗାଡି ବ୍ୟବସ୍ଥା କରାଯାଇଥିଲା। ହେଲେ ଗାଡିରେ ଅତିଥିଙ୍କ ସଂଖ୍ୟା ଆବଶ୍ୟକଠାରୁ ଥିବାରୁ ଅସନ୍ତୋଷ ହୋଇ ବ୍ୟାଟେରୀ ଚାଳିତ ଗାଡ଼ିରୁ ମୁଖ୍ୟମନ୍ତ୍ରୀ ଓହ୍ଲାଇ ଦକ୍ଷିଣ ଏସିୟ ପାଭିଲିୟନ ପର୍ଯ୍ୟନ୍ତ ଚାଲିକି ଯାଇଥିଲେ। ପରେ ସେଠାରୁ ମଞ୍ଚ ପର୍ଯ୍ୟନ୍ତ ଗାଡିରେ ଯାଇଥିଲେ। ମଞ୍ଚରେ ମୁଖ୍ୟମନ୍ତ୍ରୀ କଟକର ପ୍ରସିଦ୍ଧ ଦହିବରା ବିଷୟରେ କହିଥିଲେ। କଟକ ଆସି ଦହିବରା ନ ଖାଇଲେ ମଜା ଆସିବ ନାହିଁ। କିନ୍ତୁ ଦହିବରା ବ୍ୟବସ୍ଥା କରାଯାଇ ନ ଥିବା ଓ ଦହିବରା ଖାଇବାର ସୁଯୋଗ ନ ମିଳିବାରୁ ସାମାନ୍ୟ ଅସନ୍ତୋଷ ପ୍ରକାଶ କରିଥିଲେ ମୁଖ୍ୟମନ୍ତ୍ରୀ ମାଝୀ। ପୂର୍ବରୁ ଯେବେ କଟକ ଆସିଛନ୍ତି ସେବେ ଦହିବରାର ମଜା ଚାଖିଥିବା ମୁଖ୍ୟମନ୍ତ୍ରୀ ମାଝୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଜଣା ଗାଡ଼ି ଧକ୍କାରେ ଜଣଙ୍କ ଜୀବନ ଗଲା: ଜାତୀୟ ରାଜପଥ ଅବରୋଧ କଲେ ଲୋକେ

ବୌଦ୍ଧ,୧୬।୧୧(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ଖୋର୍ଦ୍ଧା ବଲାଙ୍ଗୀର ୫୭ତମ ଜାତୀୟ ରାଜପଥର ସରସରା ନିକଟରେ ଅଜଣା ଗାଡ଼ି ଧକ୍କାରେ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ...

ରାସ୍ତାରେ ବଡ଼ ଖାଲ: ଯାନବାହନ ଚଳାଚଳ ବାଧାପ୍ରାପ୍ତ

ରାଇକିଆ,୧୬।୧୧(ପ୍ରଦୀପ ବେହେରା):କନ୍ଧମାଳ ଜିଲା ରାଇକିଆ ମୁଖ୍ୟ ରାସ୍ତାରେ ବିଭିନ୍ନ ସ୍ଥାନରେ ଗର୍ତ୍ତ ସୃଷ୍ଟି ହୋଇଛି। ଦୀର୍ଘ ଦିନ ହେଲା ଏଭଳି ପରିସ୍ଥିତି ସୃଷ୍ଟି ହୋଇଥିଲେ ମଧ୍ୟ...

‘ଯମୁନା’ ପାଇଁ ଯନ୍ତା ପ୍ରସ୍ତୁତ

ବାରିପଦା,୧୬ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କୋର୍‌ ଅଞ୍ଚଳରେ ଘୂରିବୁଲୁଥିବା ମହାବଳ ବାଘୁଣୀ ‘ଯମୁନା’ ଚିନ୍ତାର କାରଣ ପାଲଟିଛି। କୋର୍‌ ଅଞ୍ଚଳ...

କନ୍ୟାକୁମାରୀ-ଦିବ୍ରୁଗଡ଼ ଏକ୍ସପ୍ରେସରେ ନିଆଁ

ଭଦ୍ରକ, ୧୬।୧୧(ସନାତନ ରାଉତ): କନ୍ୟାକୁମାରୀ-ଦିବ୍ରୁଗଡ଼ ବିବେକ ଏକ୍ସପ୍ରେସରେ ନିଆଁ ଲାଗିଥିଲା।  ବ୍ରେକ ବାଇଣ୍ଡିଙ୍ଗରୁ ନିଆଁ ଲାଗିଥିବା ରେଳବାଇ ସୂତ୍ରରୁ ଜଣାପଡିଛି। ଭଦ୍ରକ ଚରମ୍ପା ଷ୍ଟେଶନରୁ କିଛି...

ଖସୁଛି ପାରଦ, ଥରାଇବ ଶୀତ

ଭୁବନେଶ୍ୱର,୧୬ା୧୧(ଅନୁରାଧା ମହାରଣା):ଗତ କିଛିଦିନ ଧରି ସାରା ରାଜ୍ୟରେ ପାଗ ପ୍ରାୟତଃ ଶୁଖିଲା ରହୁଥିବାବେଳେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ଖସିଛି। ଅନ୍ୟଜିଲାଗୁଡ଼ିରେ ତାପମାତ୍ରାରେ...

ଦିଲ୍ଲୀରେ ବଢୁଛି କନ୍ଧମାଳ ତେନ୍ତୁଳିର କ୍ରେଜ୍‌: ଏତିକି ଟଙ୍କାରେ ହେଉଛି ବିକ୍ରି

ଦାରିଙ୍ଗବାଡି, ୧୬।୧୦(ଅରୁଣ ସାହୁ): ଦିଲ୍ଲୀ ପ୍ରଗତି ମୈଦାନରେ ଚାଲିଥିବା ବାଣିଜ୍ୟ ମେଳାରେ ଓଡିଶାରୁ ପ୍ରାୟ ୪୦ଟି ଷ୍ଟଲ ପଡିଛି। ସେଥିମଧ୍ୟରେ ମିଶନ ଶକ୍ତି ପକ୍ଷରୁ ପାରମ୍ପରିକ...

ଦାରିଙ୍ଗବାଡିରେ ତାପମାତ୍ରା କମିଲା, ସର୍ବନିମ୍ନ ୧୨.୫ ଡିଗ୍ରୀ

ଦାରିଙ୍ଗବାଡି, ୧୬।୧୦ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରୁ ତାପମାତ୍ରା ହ୍ରାସ ଘଟିଛି। ଶନିବାର ସକାଳ ୮ଟା ସୁଦ୍ଧା ସର୍ବନିମ୍ନ ତାପମାତ୍ରା...

ପେସା ଆଇନ କ’ଣ? ଯାହାକୁ ନେଇ ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୬ା୧୧ (ଅନିଲ ଦାସ):ପଞ୍ଚାୟତ ଏକ୍ସଟେନଶନ ଟୁ ସିଡ୍ୟୁଲ ଏରିଆଜ୍‌ (ପେସା) ଆଇନ ଲାଗୁ ହେବା ପୂର୍ବରୁ ଲୋକଙ୍କ ମତ ନିଆଯିବ। ଏଥିସହିତ ରାଜ୍ୟ ସରକାର ସଚେତନତା...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri