ଦିଦିଙ୍କୁ ଫୋନ୍‌ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩।୫(ବ୍ୟୁରୋ): ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ତୃଣମୂଳ କଂଗ୍ରେସର ବିପୁଳ ବିଜୟ ପରେ ମମତା ବାନାର୍ଜୀଙ୍କୁ ଫୋନ୍‌ କରି ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସୋମବାର ସକାଳେ ଦିଦିଙ୍କୁ ଫୋନ୍‌ କରିଥିଲେ ନବୀନ।

ମୋଟ୍‌ ୨୯୪ଟି ଆସନ ବିଶିଷ୍ଟ ପଶ୍ଚିମବଙ୍ଗ ବିଧାନସଭାରୁ ଟିଏମ୍‌ସି ୨୧୩ ଆସନରେ ବିଜୟ ଲାଭ କରିଛି। ମମତାଙ୍କ ଏହି ବିଜୟରେ ତାଙ୍କ ନିକଟକୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟୁଛି।

Share