ରକ୍ଷାବନ୍ଧନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୮: ଆଜି ହେଉଛି ପବିତ୍ର ରକ୍ଷାବନ୍ଧନ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆରେ ରାଖୀ ପୂର୍ଣ୍ଣିମା ଓ ଶ୍ରୀ ବଳଭଦ୍ରଙ୍କ ଜନ୍ମ ଦିନରେ ଅନେକ ଅନେକ ଶୁଭେଚ୍ଛା। ରକ୍ଷା ସୂତ୍ର ସମସ୍ତଙ୍କ ଜୀବନକୁ ମଙ୍ଗଳମୟ ସହ ସମ୍ପର୍କକୁ ଆହୁରି ନିବିଡ଼ କରୁ ବୋଲି ଲେଖିଛନ୍ତି।

ଭଉଣୀର ସୁରକ୍ଷା ପାଇଁ ଭାଇ ସବୁବେଳେ ତା’ସହ ରହିଥାଏ। ଆଉ ଭଉଣୀ ମଧ୍ୟ ସବୁବେଳେ ଭାଇର ଶୁଭ ମନାସିଥାଏ। ଭାଇ ଓ ଭଉଣୀର ଏହି ମଧୁର ସମ୍ପର୍କକୁ ଆହୁରି ମଜଭୁତ କରିଥାଏ ରାଖୀ। ଭାଇ ମନରେ ଭଉଣୀ ପ୍ରତି ଥିବା ପ୍ରତିବଦ୍ଧତା ଆହୁରି ବଢ଼ିଯାଏ। ପବିତ୍ର ରାଖୀପୂର୍ଣ୍ଣିମାରେ ସ୍ନେହ, ମମତା ଆଉ ସମ୍ପର୍କର ଏହି ଡୋରି ଆହୁରି ମଜଭୁତ ହେଉ ବୋଲି ସେ କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ଯୋଗ ଦେଲେ  ନୂତନ  ବିଡିଓ  ପ୍ରୀତିରଞ୍ଜନ ରଥ  

ଦାରିଙ୍ଗବାଡି,୨୫।୧୦ (ଅରୁଣ ସାହୁ ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକରେ ନୂତନ ବିଡିଓ ଭାବେ ଶୁକ୍ରବାର ପ୍ରୀତିରଞ୍ଜନ ରଥ ଦାୟିତ୍ୱ ଗ୍ରହଣ କରିଛନ୍ତ। ସେ ନବରଙ୍ଗପୁର...

ଟଳିନି ବିପଦ: ଆହୁରି ୨ ଦିନ ନିର୍ଧୁମ ଛେଚିବ

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା):  ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ଦାନା ସ୍ଥଳଭାଗ ଛୁଇଁବା ପରେ କ୍ରମଶଃ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇଛି। ତେବେ ଏହାର...

ବାତ୍ୟା ପରେ ବାତିଲ୍‌ ହୋଇଥିବା ଟ୍ରେନ୍‌….

ଭୁବନେଶ୍ୱର,୨୫ା୧୦(ଅନୁରାଧା ମହାରଣା)- ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ଭଦ୍ରକ-ଧାମରା, କଟକ-ପାରାଦୀପ, ହରିଦାସପୁର-ପାରାଦୀପ, ଯଖପୁରା-କେନ୍ଦୁଝର, କଟକ-ତାଳଚେର ଏବଂ ଖୋର୍ଦ୍ଧା ରୋଡ଼-ଭଦ୍ରକ ରେଳ ସେକ୍ସନ ଗୁଡିକରେ ପାଣିପାଗ ବିଜ୍ଞାନ...

୧୫ବର୍ଷ ପରେ ହଠାତ୍ ବାଜିଲା ଏମର୍ଜେନ୍ସି ସାଇରନ୍‌: ବ୍ଲେଡ୍‌ରେ ଜେଲର ଓ ୱାର୍ଡରଙ୍କ ହାତ କାଟି ଦେଲେ କଏଦୀ

ଭୁବନେଶ୍ୱର,୨୫ା୧୦(ସତ୍ୟଜିତ୍‌ ରାଉତ): ଗ୍ୟାଙ୍ଗ୍‌ଓ୍ବାର, କଏଦୀଙ୍କୁ ମାଡ଼ ଓ ନିଶା କାରବାରକୁ ନେଇ ଚର୍ଚ୍ଚାରେ ରହୁଥିବା ଭୁବନେଶ୍ୱରସ୍ଥିତ ଝାରପଡ଼ା ସ୍ବତନ୍ତ୍ର ଜେଲରେ ଶୁକ୍ରବାର ଏକ ଅଭାବନୀୟ ଘଟଣା...

ବିଜେଡିକୁ ଝଟ୍‌କା ପରେ ଝଟ୍‌କା: ଗାଦିଚ୍ୟୁତ ହେଲେ… 

ଭୁବନେଶ୍ୱର,୨୫।୧୦: ବିଜେଡିକୁ ଝଟ୍‌କା ପରେ ଝଟ୍‌କା। ଚଳିତ ନିର୍ବାଚନ  ହାରିବା ପରେ ବିଜେଡିକୁ ଗୋଟିଏ ପରେ ଗୋଟିଏ ଝଟକା ଲାଗି ଚାଲିଛି । ଦଳର ବରିଷ୍ଠ...

ଶନିବାର, ରବିବାର ସରକାରୀ ଛୁଟି ବାତିଲ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୨୫ା୧୦(ଅନିଲ ଦାସ): ବାତ୍ୟା ‘ଦାନା’ ଯୋଗୁ କ୍ଷତିଗ୍ରସ୍ତ ଅଞ୍ଚଳରେ ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଶନିବାର ଓ ରବିବାର ୨ଦିନ...

୨୦ ଟଙ୍କାରେ ଦହିବରା ଖାଇଦେବାରୁ ଝିଅକୁ ପିଟିପିଟି ମାରିଦେଲା ମାଆ

ଫତେଗଡ,୨୫।୧୦: ୨୦ ଟଙ୍କାରେ ଦହିବରା ଖାଇଦେବାରୁ ଝିଅକୁ ପିଟିପିଟି ମାରିଦେଲା ମାଆ। ଏପରି ବୀଭତ୍ସ ହତ୍ୟାକାଣ୍ଡ ନୟାଗଡ ଜିଲା ଫତେଗଡ ଥାନା ଅଞ୍ଚଳରେ ଘଟିଛି। ଏନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri