ଭାରତୀୟ ମହିଳା ହକି ଟିମ୍‌କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୮(ବ୍ୟୁରୋ): ଟୋକିଓ ଅଲିମ୍ପିକ୍ସରେ ସୋମବାର ଦମ୍‌ଦାର ପ୍ରଦର୍ଶନ କରି ଇତିହାସ ରଚିଛି ଭାରତୀୟ ହକି ଟିମ୍‌ । ଅଲିମ୍ପିକ୍ସରେ ସେମି ଫାଇନାଲରେ ପ୍ରବେଶ କରିବା ପରେ ମହିଳା ହକି ଟିମ୍‌କୁ ଚାରିଆଡୁ ଛୁଟୁଛି ଶୁଭେଚ୍ଛା ସୁଅ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭାରତୀୟ ମହିଳା ହକି ଟିମ୍‌କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି ଏହି ଶୁଭେଚ୍ଛା ଜଣାଇଛନ୍ତି । ସେ କହିଛନ୍ତି ଯେ, ‘ମହିଳା ହକି ଦଳ ଏହି ବିଜୟ ଅଭିଯାନ ବଜାୟ ରଖୁ। ଭାରତୀୟ ମହିଳା ହକି ଦଳ ଦେଶର ସମ୍ମାନ ବଜାୟ ରଖୁ।’

ସୂଚନାଯୋଗ୍ୟ, ଭାରତ ପ୍ରଥମଥର ପାଇଁ ଟୋକିଓ ଅଲିମ୍ପିକ୍ସରେ ସେମିଫାଇନାଲରେ ପ୍ରବେଶ କରିଛି। କ୍ୱାର୍ଟର ଫାଇନାଲରେ ଅଷ୍ଟ୍ରେଲିଆକୁ ୧-୦ରେ ହରାଇଛି ଭାରତ। ଭାରତ ପକ୍ଷରୁ ଗୁରଜିତ୍‌ କୌର ଗୋଲ୍‌ ଦେଇଛନ୍ତି। ମହିଳା ଟିମ୍‌ ତୃତୀୟ ଥର ପାଇଁ ଅଲିମ୍ପିକ୍ସରେ ପ୍ରବେଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଆକ୍ରମଣ ଅଭିଯୋଗ

ଯାଜପୁର,୨୦।୧୧: ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଆକ୍ରମଣ। ଯାଜପୁର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ସମର୍ଥକ ଆକ୍ରମଣ କରିଥିବା ଅଭିଯୋଗ କରିଛନ୍ତି ହିମାଂଶୁ। ଯାଜପୁର...

ଆଗକୁ ପ୍ରଥମାଷ୍ଟମୀ: ବଢୁଛି ରାଇକିଆ ହଳଦୀପତ୍ରର ଚାହିଦା, ୧୦ଟି ପତ୍ରକୁ…

ରାଇକିଆ,୨୦ା୧୧(ପ୍ରଦୀପ ବେହେରା): ଆଉ କିଛି ଦିନ ପରେ ପ୍ରଥମାଷ୍ଟମୀ। ଉପକୂଳ ଅଞ୍ଚଳଗୁଡ଼ିକରେ ସୁସ୍ବାଦୁ ପିଠା ପ୍ରସ୍ତୁତି ପାଇଁ ହଳଦୀପତ୍ରର ଆବଶ୍ୟକତା ରହୁଛି। ଏଥିପାଇଁ ହଳଦୀ ପତ୍ରର...

ଜନସାଧାରଣଙ୍କୁ ବନ୍ୟପ୍ରାଣୀ ପିସିସିଏଫଙ୍କ ଆହ୍ଵାନ, ‘ସଭ୍ୟ ସମାଜରେ ଏହାର କୌଣସି ସ୍ଥାନ ନାହିଁ’

ଭୁବନେଶ୍ୱର,୨୦।୧୧: ନୂଆପଡ଼ା ଜିଲାରେ କଲରାପତରିଆ ବାଘକୁ ଫାଶରେ ଧରି ରାନ୍ଧିଣ ଖାଇବା ଘଟଣା ସମଗ୍ର ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଶିକାରୀମାନେ ବାରହା ଧରିବାକୁ ଜାଲ...

ବହୁ ଚର୍ଚ୍ଚିତ ଘନା ଜଙ୍ଗଲରେ ଗଣବଳାତ୍କାର ମାମଲା: ୫ ବର୍ଷ ପରେ ପ୍ରକାଶ ପାଇଲା ରାୟ, ୬ ଅଭିଯୁକ୍ତଙ୍କୁ…

ଭବାନୀପାଟଣା/ଧର୍ମଗଡ଼,୨୦ା୧୧(ଉତ୍ତମ କୁମାର ଦାଶ/ଆକାଶ କୁମାର ଜଗତ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବନମାଳୀପୁରସ୍ଥିତ ଘନା ଜଙ୍ଗଲରେ ୫ ବର୍ଷ ତଳେ ହୋଇଥିବା ବହୁ ଚର୍ଚ୍ଚିତ...

ମହିଳା ଏସୀୟ ହକି: ଚାଇନାକୁ ୧-୦ ଗୋଲ୍‌ରେ ହରାଇ ଭାରତୀୟ ଦଳ ଚାମ୍ପିଅନ୍

ନୂଆଦିଲ୍ଲୀ,୨୦।୧୧: ବିହାରରେ ଅନୁଷ୍ଠିତ ମହିଳା ଏସିଆନ ଚାମ୍ପିୟନ୍ସ ଟ୍ରଫି ୨୦୨୪ରେ ଫାଇନାଲରେ ଚାଇନାକୁ ୧-୦ ଗୋଲ୍‌ରେ ହରାଇ ଭାରତୀୟ ଦଳ ବିଜୟୀ ହୋଇଛି। ମ୍ୟାଚର ଏକମାତ୍ର...

ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ରୀଙ୍କ ଫଟୋକୁ ବିକୃତ କରିବା ନେଇ ଥାନାର ଦ୍ୱାରସ୍ଥ ହେଲା ଭାଜପା

କେନ୍ଦୁଝର,୨୦ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଉପନିର୍ଦ୍ଦେଶକ,ଉଦ୍ୟାନ କୃଷିବିଭାଗ କାର୍ଯ୍ୟାଳୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଫୋଟଚିତ୍ରକୁ ବିକୃତ କରାଯାଇଥିବା ନେଇ...

ହାତୀ ଲଢ଼େଇ: କାଦୁଅରେ ପଶିଗଲା ଶୁଣ୍ଢ, ଆଉ ତା’ ପରେ…

ମୋରଡ଼ା,୨୦ା୧୧(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ତଥା ମୋରଡ଼ା ବ୍ଲକ ଅଧୀନ ଦୁର୍ଗାପୁର ସଂରକ୍ଷିତ ଜଙ୍ଗଲର ସୁନାହଜା ନିକଟରେ ଏକ ହାତୀ କାଦୁଅରେ ପଶିଯିବାରୁ...

ଦକ୍ଷିଣ ଆଫ୍ରିକାରେ ଦୁଇଟି ଶତକ ମାରି ର଼୍ୟାଙ୍କିଙ୍ଗରେ ୬୯ଟି ସ୍ଥାନ ଉପରକୁ ଉଠିଲେ ତିଳକ ବର୍ମା, ହାର୍ଦ୍ଦିକ ପାଣ୍ଡ୍ୟା ଏକ ନମ୍ବର

ନୂଆଦିଲ୍ଲୀ,୨୦।୧୧: ଦକ୍ଷିଣ ଆଫ୍ରିକା ଗସ୍ତରେ ଲଗାତାର ଦୁଇଟି ଅପରାଜିତ ଶତକ ହାସଲ କରିଥିବା ଯୁବ ବାମହାତୀ ବ୍ୟାଟର ତିଲକ ବର୍ମା ଟି -୨୦ ମାନ୍ୟତା ତାଲିକାରେ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri