ରାଜ୍ୟବାସୀଙ୍କୁ ଇଦ୍‌ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧ା୭(ବ୍ୟୁରୋ): ଆଜି ହେଉଛି ପବିତ୍ର ଇଦ୍‌-ଉଜ୍‌-ଜୁହା। ଏହି ଅବସରରେ ସମସ୍ତ ମୁସଲମାନ ଭଉଣୀଭାଇଙ୍କୁ ଶୁଭେଚ୍ଛା ଜଣାଇବା ସହ ସମସ୍ତଙ୍କର ସୁଖ ସମୃଦ୍ଧି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
ସେ କହିଛନ୍ତି, ବର୍ତ୍ତମାନ ରାଜ୍ୟରୁ କରୋନା ସମ୍ପୂର୍ଣ୍ଣ ଭାବେ ଦୂର ହୋଇନାହିଁ। ତେଣୁ କୋଭିଡ୍‌ ନିୟମ ପାଳନ କରି ଘରେ ରହି ପରିବାର ସହ ଆନନ୍ଦର ପର୍ବକୁ ଉପଭୋଗ କରନ୍ତୁ।

Share