ରାଜ୍ୟବାସୀଙ୍କୁ ଶାରଦୀୟ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨ା୧୦: ଶାରଦୀୟ ଦୁର୍ଗାପୂଜା ଅବସରରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ମା’ଙ୍କ ନିକଟରେ ରାଜ୍ୟବାସୀଙ୍କ ସୁଖ, ଶାନ୍ତି ଓ ସମୃଦ୍ଧି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ। ପାର୍ବଣର ଅମୃତ ଲଗ୍ନରେ ମା’ଙ୍କ ଆଶୀର୍ବାଦ ସମସ୍ତଙ୍କ ଜୀବନରେ ଶାନ୍ତି ଓ ଆନନ୍ଦ ଭରି ଦେଉ ବୋଲି ପ୍ରାର୍ଥନା କରୁଛି କହିଛନ୍ତି ମୁଖ୍ୟମନ୍ତ୍ରୀ।

ସୂଚନାଯୋଗ୍ୟ, ଆଜି ମଣ୍ଡପରେ ମା’ଙ୍କ ଅଷ୍ଟମୀ ପୂଜା ଚାଲିଥିବା ବେଳେ ପୀଠରେ ନବମୀ ପୂଜା କରାଯାଉଛି । ଦୁର୍ଗାପୂଜାକୁ ନେଇ ସାରା ରାଜ୍ୟରେ ଏକ ପ୍ରକାର ଭକ୍ତିମୟ ପରିବେଶ ସୃଷ୍ଟି ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମଶାଧୂପରୁ ଶ୍ୱାସରୁଦ୍ଧ ହୋଇ ମା’-ଝିଅ ସମେତ ୩ ଅସୁସ୍ଥ

ତିହିଡ଼ି,୨୭ା୧୦(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ କାଁପଡା ପଞ୍ଚାୟତ ଅଧୀନ ଦକ୍ଷିଣପାରି ଗ୍ରାମରେ ମଶାଧୂପରେ ଶ୍ୱାସରୁଦ୍ଧ ହୋଇ ମା-ଝିଅ ସମେତ ୩ଜଣ ଅସୁସ୍ଥ ହୋଇଛନ୍ତି।...

ଠେକୁଆ ଦେଖାଇବେ କହି ୭ବର୍ଷର କୁନି ଝିଅକୁ ବଳାତ୍କାର କଲେ ଜେଜେ ବୟସର  ବ୍ୟକ୍ତି: ମାଡ଼ି ବସିଲା ପୋଲିସ 

ଯାଜପୁର,୨୭।୧୦: ଯାଜପୁର ବରୀ-ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ୭ ବର୍ଷର ନାବାଳିକାଙ୍କୁ ବଳାତ୍କାରର ହୋଇଥିଲ। ଘଟଣାର ୪ ଦିନ ପରେ ଅଭିଯୁକ୍ତ କାଳିଆ ପରିଡାଙ୍କୁ ପୋଲିସ ଗିରଫ...

ରାଜଭବନରେ ପହଞ୍ଚିଲେ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା

ଭୁବନେଶ୍ୱର,୨୭ା୧୦: ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଓଡ଼ିଶା ଗସ୍ତରେ ଆସି ରବିବାର ରାଜଭବନରେ ପହଞ୍ଚିଛନ୍ତି। ଏଠାରେ ସେ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ...

ମଦ ପିଇବା ପାଇଁ ସ୍ତ୍ରୀଙ୍କୁ ଟଙ୍କା ମାଗିଲେ ସ୍ବାମୀ, ନ ଦେବାରୁ ନେଲେ ଏମିତି ପଦକ୍ଷେପ…

ତୁମୁଡ଼ିବନ୍ଧ,୨୭ା୧୦(ଦୀପକ କୁମାର ପରାସେଠ): ନୃଶଂସ ସ୍ବାମୀଙ୍କର ଅମାନୁଷିକ କାଣ୍ଡ। ମଦ୍ୟପାନ ପାଇଁ ସ୍ବାମୀ ଟଙ୍କା ମାଗିବା ପରେ ସ୍ତ୍ରୀ ଟଙ୍କା ନ ଦେବାରୁ ଛୁରିରେ ସ୍ତ୍ରୀଙ୍କ...

ପ୍ରଭୁଙ୍କୁ ସମର୍ପି ଦେଇଥିଲି ପ୍ରଥମ ଦରମା

ମୋ ଭଳି ଆର୍ଥତ୍କ ଅସ୍ବଚ୍ଛଳ ସଂଘର୍ଷରତ ନିମ୍ନ ମଧ୍ୟବିତ୍ତ ବର୍ଗର ସ୍ବପ୍ନୀଳ ଛାତ୍ରମାନେ ସବୁବେଳେ ଏକ ପ୍ରାପ୍ତି-ଅପ୍ରାପ୍ତିର ଆତଙ୍କିତ ସମୟ ଭିତରେ ଗତି କରନ୍ତି ଜଣେ...

ବାତ୍ୟା ଆଶ୍ରୟସ୍ଥଳ ଛାତରୁ ଖସି ୫ ବର୍ଷୀୟା ଝିଅଙ୍କ ମୃତ୍ୟୁ ଅଭିଯୋଗ

ଝରିଗାଁ,୨୭।୧୦(କିଶୋର ଚନ୍ଦ୍ର ମଣ୍ତଳ)ନବରଙ୍ଗପୁରରୁ ଭୁବନେଶ୍ୱର ଯାଇ କାମ କରୁଥିବା ଏକ ଦମ୍ପତିଙ୍କ ୫ ବର୍ଷୀୟା ଝିଅ ଶୁକ୍ରବାର ଏକ ବାତ୍ୟା ଆଶ୍ରୟସ୍ଥଳ ଛାତରୁ ଖସି ପ୍ରାଣ...

ଭୁବନେଶ୍ୱରରରେ ଲାଗିବ ଆଇପି କ୍ୟାମେରା

ଭୁବନେଶ୍ୱର,୨୭ା୧୦(ସୂର୍ଯ୍ୟକାନ୍ତ ବେହେରା): ରାଜଧାନୀର ବିଭିନ୍ନ ଆପାର୍ଟମେଣ୍ଟକୁ ଟାର୍ଗେଟ କରି ଲୁଟେରାମାନେ ଲୋକଙ୍କ ଟଙ୍କା ଓ ସୁନା ଗହଣା ନେଇ ଫେରାର ହୋଇଯାଉଛନ୍ତି। ଅତ୍ୟାଧୁନିକ କ୍ୟାମେରା ବ୍ୟବସ୍ଥା ନ...

ବିଜେଡି ବିଧାୟକଙ୍କୁ ଅଣଦେଖା: ଗଣେଶ୍ୱର

କେନ୍ଦ୍ରାପଡ଼ା,୨୭ା୧୦(ଜଗନ୍ନାଥ ଧଳ)ବାତ୍ୟା ‘ଦାନା’ ପ୍ରଭାବରେ କ୍ଷୟକ୍ଷତିର ଆକଳନ ଚାଲିଛି। ଏହି ସମୟରେ ଶାସକ ଓ ବିରୋଧୀ ଦଳର କଳି ଆରମ୍ଭ ହୋଇଛି। ବାତ୍ୟା ପରିଚାଳନାରେ ଶାସକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri