ଆଜିଠୁ ୨ ଦିନିଆ ନୂଆଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୧୦(ସୁନିତ୍‌ ମିଶ୍ର):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାରଠାରୁ ୨ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଉଛନ୍ତି। ଦିଲ୍ଲୀଠାରେ ହେବାକୁ ଥିବା ନିବେଶକ ସମ୍ମିଳନୀରେ ସେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ଆସନ୍ତା ୩ ତାରିଖରେ ଏକ ଘରୋଇ ହୋଟେଲରେ ଏହି ସମ୍ମିଳନୀ ହେବ। ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ‘ଉତ୍କର୍ଷ ୨୦୨୫’ର ପ୍ରାକ୍‌ ପ୍ରସ୍ତୁତି ପାଇଁ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତ କରୁଛନ୍ତି। ତାଙ୍କ ସହ ଶିଳ୍ପମନ୍ତ୍ରୀ ସମ୍ପଦ ସ୍ବାଇଁ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଏବଂ ଶିଳ୍ପ ବିଭାଗର ବରିଷ୍ଠ ପଦାଧିକାରୀମାନେ ଗସ୍ତ କରିବେ। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଦେଶର ଆମ୍ବାସାଡର, ହାଇ କମିଶନର, ଟ୍ରେଡ୍‌ କମିଶନର, କନ୍‌ସୁଲେଟ୍‌ ଜେନେରାଲଙ୍କ ସହ ଆଲୋଚନା ହେବ। ବିଭିନ୍ନ ଶିଳ୍ପପତିଙ୍କ ସହ ଓ୍ବାନ୍‌ ଟୁ ଓ୍ବାନ୍‌ ଆଲୋଚନା ହେବା କାର୍ଯ୍ୟକ୍ରମ ମଧ୍ୟ ରହିଛି। ଶେଷରେ ଏକ ରୋଡ୍‌ ଶୋ ଆୟୋଜନ ହେବ। ଆସନ୍ତା ଜାନୁଆରୀ ୨୮ ଏବଂ ୨୯ରେ ମେକ୍‌ ଇନ୍‌ ଓଡ଼ିଶା କାର୍ଯ୍ୟକ୍ରମ ଆୟୋଜନ ହେବ। ତେଣୁ ଏହା ପୂର୍ବରୁ ରାଜ୍ୟକୁ ନିବେଶ ଆଣିବାକୁ ନିବେଶକଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରିବେ। ତେବେ ମୁଖ୍ୟମନ୍ତ୍ରୀଙ୍କ ୨ଦିନିଆ ଝାଡ଼ଖଣ୍ଡ ଗସ୍ତ କାର୍ଯ୍ୟକ୍ରମ ଶେଷ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ି ଆସୁଛି ଝଡ଼ବର୍ଷା, ଏଇ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୦ା୩(ଅନୁରାଧା ମହାରଣା): ରାଜ୍ୟରେ ଗତ କିଛିଦିନ ପ୍ରବଳ ଖରା ଓ ଗୁଳୁଗୁଳି ଅନୁଭୂତ ହେଉଥିବାବେଳେ କାଳବୈଶାଖୀ ପ୍ରଭାବରେ ଗୁରୁବାରଠାରୁ ତାପମାତ୍ରା କିଛି ପରିମାଣରେ ହ୍ରାସ ପାଇପାରେ।...

ଶାହାଙ୍କ ଓଡ଼ିଶା ଗସ୍ତ ୩ୟ ଥର ବାତିଲ

ଭୁବନେଶ୍ୱର,୨୦ା୩(ରବିନାରାୟଣ ଜେନା): ଭାଜପାର ଚାଣକ୍ୟ ତଥା କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲକୁ ନେଇ ରାଜ୍ୟ ରାଜନୀତି ଏବେ ଜୋର୍‌ ଧରିଛି।...

୫୮ ନୂଆ ଶୀତଳଭଣ୍ଡାର

ଓଡ଼ିଶାରେ ଆବଶ୍ୟକ ଶୀତଳଭଣ୍ଡାର ନ ଥିବାରୁ ଚାଷୀମାନେ ଉତ୍ପାଦିତ ସାମଗ୍ରୀ ସଂରକ୍ଷଣ କରିପାରୁନାହାନ୍ତି। ଏଥିଯୋଗୁ ସେସବୁକୁ କମ୍‌ ଦାମରେ ବିକ୍ରି କରିବାକୁ ବାଧ୍ୟ ହେଉଛନ୍ତି। ଅଭାବୀ...

ୟୁଟ୍ୟୁବର ତପି ମିଶ୍ର ଗିରଫ

ଭୁବନେଶ୍ୱର,୧୯ା୩: ୟୁଟ୍ୟୁବର ସରୋଜ ମିଶ୍ର(ତପି)ଙ୍କୁ ବୁଧବାର ଗିରଫ କରିଛି ପୋଲିସ। ତପି ସବୁବେଳେ ସୋସିଆଲ ମିଡିଆରେ ଆପତ୍ତିଜନକ ମନ୍ତବ୍ୟ ଦେଉଥିଲେ। ଏନେଇ ଅଭିଯୋଗ ହେବାରୁ ଇନ୍‌ଫୋସିଟି...

କୋରାପୁଟରେ ଫିଲ୍ମ ଶୁଟିଂ ପରେ ଫେରିଲେ ଏସ୍‌ଏସ୍‌ଏମ୍‌ବି-୨୯ ଟିମ୍‌

କୋରାପୁଟ,୧୯ା୩(ଅମିତାଭ ବେହେରା): ଦୀର୍ଘ ୧୫ଦିନ ରହଣି ପରେ କୋରାପୁଟରୁ ଫେରିଗଲେ ସାଉଥ ନିର୍ଦ୍ଦେଶକ ଏସ୍‌ ଏସ୍‌ ରାଜାମୌଲି। ଅଭିନେତା ମହେଶ ବାବୁ ଓ ବଲିଉଡ୍‌ର ଦେଶୀ...

ଏହି ଜିଲାରେ ପ୍ରତିଷ୍ଠା ହେବ ଆୟୁର୍ବେଦିକ ମେଡିକାଲ କଲେଜ

ଭୁବନେଶ୍ୱର, ୧୯।୩: ଓଡ଼ିଶାର ମୟୂରଭଞ୍ଜ ଜିଲାରେ ରାଜ୍ୟ ସରକାର ଏକ ଆୟୁର୍ବେଦିକ ମେଡିକାଲ କଲେଜ ସ୍ଥାପନ କରିବେ। ବୁଧବାର ବିଧାନସଭାରେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏହା...

ଗୋପବନ୍ଧୁ ସାମ୍ବାଦିକ ବୀମା ଯୋଜନାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କହିଲେ ଏକୀକୃତ ବୀମା ଯୋଜନାରେ..

ଭୁବନେଶ୍ୱର,୧୯ା୩: ଗୋପବନ୍ଧୁ ସାମ୍ବାଦିକ ବୀମା ଯୋଜନାରେ ସମ୍ପ୍ରତି ଆବେଦନ କରିଥିବା ସାମ୍ବାଦିକମାନଙ୍କୁ ସ୍ବାସ୍ଥ୍ୟ କାର୍ଡ ପ୍ରଦାନ କରା ନ ଯିବା ନେଇ ଚିନ୍ତାର ସମାଧାନ କରି...

ବିନା ଟିକେଟ୍‌ରେ ଯାତ୍ରା କରୁଥିଲେ ୫୯ ଜଣ, ଧରା ପଡ଼ିବା ପରେ ୧୭୨୨୫ ଟଙ୍କା ହେଲା ଆଦାୟ

ନିରାକାରପୁର,୧୯ା୩(ମାନସ ଚନ୍ଦ୍ର ପଟ୍ଟନାୟକ): ବିନା ଟିକେଟ୍‌ରେ ଟ୍ରେନରେ ଯାତାୟାତ କରୁଥିବା ଯାତ୍ରୀଙ୍କୁ ସଚେତନ କରିବା ସହ ଷ୍ଟେଶନରେ ବାଣିଜ୍ୟ ଅଭିବୃଦ୍ଧି ନିମନ୍ତେ ବୁଧବାର ଖୋର୍ଦ୍ଧା ରେଳ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image