ଅଭିନେତା ପିଣ୍ଟୁ ନନ୍ଦଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୩(ବ୍ୟୁରୋ): ଓଲିଉଡ୍‌ ଅଭିନେତା ପିଣ୍ଟୁ ନନ୍ଦଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ଲୋକପ୍ରିୟ ଅଭିନେତା ପିଣ୍ଟୁ ନନ୍ଦଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ’। ‘ନିଖୁଣ ଅଭିନୟ ଦ୍ୱାରା ଚଳଚ୍ଚିତ୍ର, ଧାରାବାହିକରେ ଛାପ ଛାଡ଼ି ଦର୍ଶକଙ୍କ ହୃଦୟରେ ପିଣ୍ଟୁ ନନ୍ଦ ସର୍ବଦା ସ୍ମରଣୀୟ ହୋଇ ରହିବେ। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ।

 


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ୟ ଦେଶ ଦେଇ ପ୍ରତିବର୍ଷ ପାକିସ୍ତାନ ପହଞ୍ଚୁଛି ୧୦ ବିଲିୟନ ଡଲାର ମୂଲ୍ୟର ଭାରତୀୟ ସାମଗ୍ରୀ: ରିପୋର୍ଟ

ନୂଆଦିଲ୍ଲୀ,୨୭ା୪: ଭାରତ ଓ ପାକିସ୍ତାନ ମଧ୍ୟରେ ସିଧାସଳଖ ବାଣିଜ୍ୟ ସମ୍ପର୍କ ନଥିଲେ ମଧ୍ୟ, ତୃତୀୟ ଦେଶ ମାଧ୍ୟମରେ ପ୍ରତିବର୍ଷ ପ୍ରାୟ ୧୦ ବିଲିୟନ ଡଲାର ମୂଲ୍ୟର...

୪ ବର୍ଷର ଶିଶୁ କନ୍ୟାଙ୍କୁ  ଚକଲେଟ ଓ ଚିପ୍ସ ଦେଇ  ନିର୍ମାଣାଧୀନ ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ବଳାତ୍କାର କରି ହତ୍ୟା କରିଥିଲେ ମାମୁ:  ବାନ୍ଧିଲା ପୋଲିସ 

ଦିଗପହଣ୍ଡି, ଛତ୍ରପୁର,୨୭।୪(ଅଶେଷ ନାଥ ମିଶ୍ର/ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ଲଜ୍ଜ୍ୟାଜନକ ହୃଦୟବିଦାରକ ଘଟଣା ଘଟିଛି। ଶୁକ୍ରବାର ସନ୍ଧ୍ୟାରୁ ନିଖୋଜ ଥିବା...

ଢ଼ାବାରେ ପୋଲିସ ଚଢ଼ାଉ: ଜଣେ ଗିରଫ

ଧର୍ମଗଡ,୨୬।୪(ଘାସିରାମ ଜଗତ): ବେଆଇନ ମଦ କାରବାର ଉପରେ ଅଙ୍କୁଶ ଲଗାଇବା ଲାଗି ଧର୍ମଗଡ ଥାନାରେ ନୂତନ ଭାବେ ଯୋଗ ଦେଇଥିବା ଥାନା ଅଧିକାରୀ ପ୍ରଶାନ୍ତ କୁମାର...

ଭୁବନେଶ୍ୱର ବିମାନବନ୍ଦରରେ ୧୨ ଘଣ୍ଟାରୁ ଅଧିକ ସମୟ ଅଟକି ରହିବା ପରେ କ୍ରୁଦ୍ଧ ଯାତ୍ରୀଙ୍କ ହଙ୍ଗାମା

ଭୁବନେଶ୍ୱର,୨୭ା୪: ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରରେ ଯାତ୍ରୀମାନେ ଅଟକି ରହିବା କାରଣରୁ ଉତ୍ତେଜନା ସୃଷ୍ଟି ହୋଇଛି। ୧୨ ଘଣ୍ଟାରୁ ଅଧିକ ସମୟ ବିତିଯାଇଥିଲେ ମଧ୍ୟ...

Video: ଭୁବନେଶ୍ୱରରେ ବ୍ୟବସାୟୀଙ୍କ ଘରେ ପଶି ସୁନା ଅଳଙ୍କାର, ନଗଦ ଟଙ୍କା ଲୁଟ୍; ସାମ୍ନାକୁ ଆସିଲା CCTV ଫୁଟେଜ୍

ଭୁବନେଶ୍ୱର,୨୭ା୪: କିଛି ଦିନର ନୀରବତା ପରେ ରାଜଧାନୀ ଭୁବନେଶ୍ୱରରେ ପୁନର୍ବାର ଏକ ବଡ଼ ଧରଣର ଲୁଟ୍ ଘଟଣା ଘଟିଛି। ଲୁଟେରାମାନେ ଜଣେ ବ୍ୟବସାୟୀଙ୍କ ଘରେ ପଶି...

‘ପାକିସ୍ତାନ ଆଣ୍ଠୁମାଡ଼ି ପଡ଼ିବ’: ପାହାଲଗାମ ଆକ୍ରମଣ ଉପରେ କେନ୍ଦ୍ରୀୟ ମନ୍ତ୍ରୀ ହରଦୀପ ପୁରୀଙ୍କ କଡ଼ା ପ୍ରତିକ୍ରିୟା

ନୂଆଦିଲ୍ଲୀ, ୨୭ା୪: ଜମ୍ମୁ ଓ କାଶ୍ମୀରର ପାହାଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ନେଇ କେନ୍ଦ୍ରୀୟ ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ହରଦୀପ ସିଂ ପୁରୀ...

କଲବଲ କରିବ ଖରାଗୁଳୁଗୁଳି, କାଳବୈଶାଖୀ: ମେ’ ୧ ପର୍ଯ୍ୟନ୍ତ ଏସବୁ ଜିଲାରେ

ଭୁବନେଶ୍ୱର,୨୭ା୪(ଅନୁରାଧା ମହାରଣା):  ରାଜ୍ୟରେ ଖରାଗୁଳଗୁଳି ସହ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳୁଛି। ରବିବାର ରାଜ୍ୟର ବିଭିନ୍ନ ଜିଲାରେ ଗ୍ରୀଷ୍ମ ଲହରି ନେଇ ୟେଲୋ ଓ୍ବାର୍ନିଂ ରହିଥିବାବେଳେ...

ଅବ୍ୟବସ୍ଥାରେ ଚାଲିଛି ଗଞ୍ଜାମ ବାଳିକା ବିଦ୍ୟାଳୟ: ଶ୍ରେଣୀଗୃହ ନାହିଁ, ୪ କୋଠରିରେ ପଢୁଛନ୍ତି ୩୮୫ଛାତ୍ରୀ

ଗଞ୍ଜାମ,୨୭ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କରଣ ସାହି ଷ୍ଟେସନ ରୋଡ଼ସ୍ଥିତ ବାଳିକା ଉଚ୍ଚ ବିଦ୍ୟାଳୟ ଅବ୍ୟବସ୍ଥାରେ ଚାଲିଛି। ୪୬ ବର୍ଷର ଏହି ପୁରାତନ ବିଦ୍ୟାଳୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image