ପୂର୍ବତନ ମନ୍ତ୍ରୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫ା୭: ପୁରୀ ଜିଲା କାକଟପୁର ନିର୍ବାଚନ ମଣ୍ଡଳୀର ପୂର୍ଵତନ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ର ନାଥ ନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶୋକ ପ୍ରକାଶ କରିଛନ୍ତି।

ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରି କହିଛନ୍ତି, ସ୍ବର୍ଗତ ନାୟକ ଜଣେ ଜନପ୍ରିୟ ଏବଂ ଦକ୍ଷ ରାଜନେତା ଥିଲେ। ଓଡ଼ିଶାର ଉନ୍ନତି ପାଇଁ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିଲା। ତାଙ୍କର ପରଲୋକ ରାଜ୍ୟ ପାଇଁ ଏକ ବଡ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ସୂଚନାଯୋଗ୍ୟ, ଦୀର୍ଘଦିନ ହେଲା ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିବା ସୁରେନ୍ଦ୍ରନାଥଙ୍କର ଗୁରୁବାର ବିଳମ୍ବିତ ରାତିରେ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୩ ବର୍ଷ ହୋଇଥିଲା। ଭୁବନେଶ୍ୱରସ୍ଥିତ ବାସଭବନରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ସୁରେନ୍ଦ୍ରନାଥ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ଘନିଷ୍ଠ ସହଯୋଗୀ ଥିଲେ । କାକଟପୁରରୁ ସେ ୭ ଥର ବିଧାୟକ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ବର୍ଷାପବନ: ଭାଙ୍ଗିଲା ୩୦ ଫୁଟ ଉଚ୍ଚର ତୋରଣ

ଭୁବନେଶ୍ୱର,୬।୧୦: ଆଗକୁ ଦୁର୍ଗା ପୂଜା। ଏନେଇ ଚଳଚଞ୍ଚଳ ହୋଇଉଠିଛି ରାଜଧାନୀ ଭୁବନେଶ୍ୱର। ବିଭିନ୍ନ ଦୁର୍ଗାପୂଜା କମିଟି ପକ୍ଷରୁ ସାଜସଜାକୁ ଗୁରୁତ୍ୱ ଦିଆଯାଉଛି। ଏହି ପରିପ୍ରେକ୍ଷୀରେ ରବିବାର...

ରାଉରକେଲାରୁ ୨୦ଲକ୍ଷ ଟଙ୍କାରେ ବାଣ ଜବତ

ରାଉରକେଲା,୬।୧୦: ଆଗକୁ ଆଲୋକର ପର୍ବ ଦୀପାବଳି। ଏନେଇ ବେଆଇନ ବାଣ ଗୋଦାମଗୁଡିକ ଖେଳିବା ଆରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ସୁନ୍ଦରଗଡ଼ ଜିଲା ପ୍ଲାଣ୍ଟ ସାଇଟ ଥାନା...

PGT ନିଯୁକ୍ତି ଲିଖିତ ପରୀକ୍ଷା ବାତିଲ୍‌: ଜାଣନ୍ତୁ ପୁଣି କେବେ ହେବ

କଟକ,୬।୧୦: ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ଆୟୋଜିତ ପିଜିଟି ନିଯୁକ୍ତିକୁ ନେଇ ୩ଟି ବର୍ଗର ଲିଖିତ ପରୀକ୍ଷା ବାତିଲ୍‌ କରାଯାଇଛି। ରବିବାର ଏହି ପରୀକ୍ଷାଗୁଡିକ ହେବାକୁ...

ପୁଣି ପ୍ରଶ୍ନପତ୍ର ଲିକ୍‌ : OSSC ପରୀକ୍ଷା ପୂର୍ବରୁ ପ୍ରଶ୍ନପତ୍ର ପ୍ୟାକେଟ୍‌…

ଭୁବନେଶ୍ୱର,୬।୧୦: OSSC ପରିଚାଳିତ ଷ୍ଟାଟିଷ୍ଟିକାଲ ଆସିଷ୍ଟାଣ୍ଟ ପରୀକ୍ଷାରେ ତ୍ରୁଟି ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ଆସିଛି ବାଲେଶ୍ବରର ଗୋପାଳ ଗାଁ ପରୀକ୍ଷା କେନ୍ଦ୍ରରୁ। ଏଭଳି ଏକ...

ସହରରେ ଚାଞ୍ଚଲ୍ୟ: ମନୋରମାଙ୍କ ହତ୍ୟାକାରୀ ହାରିଦେଲେ ଜୀବନ

କେନ୍ଦୁଝର,୬ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ମୁଖ୍ୟାଳୟରେ ଶଙ୍କରଗଳି ପବିତ୍ରଡିହାରେ ଗତ ୪ ତାରିଖରେ ଜଣେ ୨୦ ବର୍ଷୀୟା ଯୁବତୀ ମନୋରମା ବେହେରା ହତ୍ୟାକାଣ୍ଡର ଅଭିଯୁକ୍ତ...

ସୁଭଦ୍ରା ଟଙ୍କା ୯ରେ ଆସିବ କି ନାହିଁ? ସହଜରେ ଏମିତି କରନ୍ତୁ ଚେକ୍‌…

ଭୁବନେଶ୍ୱର,୬।୧୦: ଆଉ ମାତ୍ର ୩ ଦିନ ବାକି । ହିତାଧିକାରୀଙ୍କ ଖାତାକୁ ଆସିବ ସୁଭଦ୍ରା ଟଙ୍କା । ସୁଭଦ୍ରାର ପ୍ରଥମ ପର୍ଯ୍ୟାୟର ଦ୍ୱିତୀୟ କିସ୍ତିରେ ରାଜ୍ୟର...

ପାର୍ବଣରେ ୧୦୦ ଟପିଲାଟମାଟୋ ଦର

ଭୁବନେଶ୍ୱର,୬।୧୦: ପରିବା ଦରରେ ନିଆଁ ଲାଗିଛି। ମାର୍କେଟକୁ ଗଲେ ୫୦୦ ଟଙ୍କାରେ ମଧ୍ୟ ବ୍ୟାଗ୍‌ ପୁରୁନି। ସବୁ ପରିବା ଦର ହୁହୁ ହୋଇ ବଢ଼ି ଚାଲିଥିବା...

କେସିଙ୍ଗା ବ୍ଲକ ଅଧ୍ୟକ୍ଷଙ୍କ ନାମରେ ଅନାସ୍ଥା ପ୍ରସ୍ତାବ

କେସିଙ୍ଗା,୬ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧ୍ୟକ୍ଷଙ୍କ ମନମୁଖୀ କାର୍ଯ୍ୟ, ମିଥ୍ୟା ବିଲ୍‌, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ଦୁର୍ନୀତିକୁ ନେଇ ବ୍ଲକ ଅଧ୍ୟକ୍ଷଙ୍କ ନାମରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri