ମମତାଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶାକୁ ଆଳୁ ଯୋଗାଣ ନେଇ କହିଲେ…

ଭୁବନେଶ୍ୱର,୧୧ା୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ ଶନିବାର ଫୋନ୍‌ରେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଓଡ଼ିଶାକୁ ଆଳୁ ଯୋଗାଣ ସ୍ବାଭାବିକ କରିବାକୁ ମୁଖ୍ୟମନ୍ତ୍ରୀ ମମତାଙ୍କୁ ଅନୁରୋଧ କରିଛନ୍ତି। ତେବେ ମୋହନଙ୍କ କଥା ରଖିଛନ୍ତି ଦିଦି। ସେ ପଦକ୍ଷେପ ନେବାକୁ ପ୍ରତିଶ୍ରୁତି ଦେଇଥିବା ଜଣାପଡ଼ିଛି।

ମୁଖ୍ୟମନ୍ତ୍ରୀ କହିଲେ, ଦିଲ୍ଲୀରେ ଆପଣଙ୍କ ସହ ଆଲୋଚନା ହେବା ପରେ ଓଡ଼ିଶାକୁ ଆଳୁ ଯୋଗାଣ ସ୍ଵାଭାବିକ ହୋଇଥିଲା । ମାତ୍ର କିଛିଦିନ ପରେ ପୁଣି ଆଳୁ ଯୋଗାଣରେ ସମସ୍ୟା ସୃଷ୍ଟି ହୋଇଛି। ତେଣୁ ଏଥି ପ୍ରତି ଧ୍ୟାନ ଦେଇ ସମସ୍ୟା ଦୂର କରିବାକୁ ପଦକ୍ଷେପ ନେବା ପାଇଁ ଅନୁରୋଧ।


Enter your email to get our daily news in your inbox.

All Right Reserved By Dharitri.Com

ଶନିବାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଆତିଶୀ

ନୂଆଦିଲ୍ଲୀ,୨୦ା୯ : ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ନେତ୍ରୀ ଆତିଶୀ ଶନିବାର ଅପରାହ୍ନ ୪ଟା ୩୦ ମିନିଟ୍‌ରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ତାଙ୍କ...

ତିରୁପତି ଲଡ଼ୁ ବିବାଦ: ସୁପ୍ରିମକୋର୍ଟରେ ମାମଲା

ନୂଆଦିଲ୍ଲୀ,୨୦ା୯: ତିରୁପତି ଲଡ଼ୁ ବିବାଦ ଶୁକ୍ରବାର ସୁପ୍ରିମକୋର୍ଟରେ ପହଞ୍ଚତ୍ଛି। ଅଭିଯୋଗର ପୁଙ୍ଖାନୁପୁଙ୍ଖ ତଦନ୍ତ କରାଯିବା ପାଇଁ ଜଣେ ଆଇନଜୀବୀ ସର୍ବୋଚ୍ଚ ଅଦାଲତରେ ପିଟିଶନ ଦାଏର କରିଛନ୍ତି।...

ମାଓବାଦୀଙ୍କୁ ଅସ୍ତ୍ରତ୍ୟାଗ ପାଇଁ ଶାହାଙ୍କ ଆହ୍ବାନ

ନୂଆଦିଲ୍ଲୀ,୨୦ା୯: ମାଓବାଦୀମାନେ ସେମାନଙ୍କ ଅସ୍ତ୍ରଶସ୍ତ୍ର ତ୍ୟାଗକରି ଆତ୍ମସମର୍ପଣ କରିବା ନିମନ୍ତେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଶୁକ୍ରବାର ଅପିଲ୍‌ କରିଛନ୍ତି। ସେମାନେ ଯଦି ହିଂସାତ୍ମକ ପନ୍ଥା...

ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ

କଟକ,୨୦।୯(ଶିଳ୍ପା ପ୍ରିୟଦର୍ଶିନୀ) କଟକ ବାଲିଯାତ୍ରା ଉପର ପଡିଆରେ ଗଣେଶ ମହୋତ୍ସବ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ଉତ୍ସବରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଯୋଗଦେଇଥିଲେ। ଏହାପରେ...

ଘାଟିରେ ଖସିପଡ଼ିଲା ବସ୍‌: ୪ ଯବାନ ମୃତ, ୨୮ଗୁରୁତର

କଶ୍ମୀର,୨୦।୯: କଶ୍ମୀର ବୁଦ୍ଧଗାମ ଜିଲାରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ବିଏସ୍‌ଏଫ୍‌ ଯବାନଙ୍କୁ ଧରି ଯାଉଥିବା ଏକ ବସ୍‌ ଦୁର୍ଘଟଣା ହୋଇ ଘାଟି...

ଭରତପୁର ଥାନା ଘଟଣା: ଉଦ୍‌ବେଗ ପ୍ରକାଶ କଲେ ରାହୁଲ ଗାନ୍ଧି

ଭୁବନେଶ୍ୱର,୨୦ା୯: ଭରତପୁର ଥାନାରେ ମେଜର ଏବଂ ତାଙ୍କ ବାନ୍ଧବୀଙ୍କ ପୋଲିସର ଅତ୍ୟାଚାର ଏବଂ ଯୌନ ନିର୍ଯାତନା ଅଭିଯୋଗ ମାମଲା ଓଡ଼ିଶାକୁ ସାରା ଦେଶରେ ଲଜ୍ଜିତ କରିଛି।...

ନିଆରା ଅନ୍ଦାଜରେ ମୁଖ୍ୟମନ୍ତ୍ରୀ: କ୍ରୀଡାବିତଙ୍କୁ କଲେ ଉତ୍ସାହିତ

କେନ୍ଦୁଝର ,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା କରଞ୍ଜିଆପଡା ଖେଳପଡିଆରେ ଆୟୋଜିତ ୧୮ ତମ ନକ ଆଉଟ୍ ଫୁଟବଲ ପ୍ରତିଯୋଗିତାରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଦିବ୍ରୁଗଡ଼ ଚେକ୍‌ପୋଷ୍ଟ ସିଲ୍‌ କଲେ ପଶ୍ଚିମବଙ୍ଗ ସରକାର: ରାସ୍ତାରେ ଅଟକିଛି ହଜାର ହଜାର ଟ୍ରକ୍‌

ରାଞ୍ଚି,୨୦ା୯: ପଶ୍ଚିମବଙ୍ଗ ସରକାର ଦିବ୍ରୁଗଡ଼ ଚେକ୍‌ପୋଷ୍ଟ ସିଲ୍‌ କରିଦେଇଥିବାରୁ ଝାଡ଼ଖଣ୍ଡରୁ ଯାଉଥିବା ହଜାର ହଜାର ଭାରୀଯାନ ୧୯ ନମ୍ବର ଜାତୀୟ ରାଜପଥରେ ଅଟକି ରହିଛି। ଆନ୍ତଃରାଜ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri