ମାଗଣା ବୁଷ୍ଟର ଡୋଜ୍‌ ନିଷ୍ପତ୍ତିକୁ ମୁଖ୍ୟମନ୍ତ୍ରୀଙ୍କ ସ୍ବାଗତ

ଭୁବନେଶ୍ୱର,୧୩।୭(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ପକ୍ଷରୁ ମାଗଣାରେ ବୁଷ୍ଟର ଡୋଜ ପ୍ରଦାନ କରାଯିବା ନିଷ୍ପତ୍ତିକୁ ସ୍ବାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବର୍ତ୍ତମାନ ପରିପ୍ରେକ୍ଷୀରେ ଦେଶରେ ମାଗଣା କୋଭିଡ ଟିକା ପ୍ରଦାନ କରିବା ଲାଗି ଏକ ସ୍ବତନ୍ତ୍ର ଡ୍ରାଇଭ୍‌ ଆରମ୍ଭ ହେବାକୁ ଯାଉଛି । ୧୮ରୁ ୫୯ ବର୍ଷ ବୟସର ବ୍ୟକ୍ତି ମାନେ ମାଗଣା ବୁଷ୍ଟର ଡୋଜ ନେଇପାରିବେ । ଏହାଦ୍ୱାରା ଦେଶର ସାଧାରଣ ଲୋକ ଉପକୃତ ହୋଇପାରିବେ । ବାସ୍ତବ ହିତାଧିକାରୀଙ୍କ ପାଇଁ ଏହି ନିଷ୍ପତ୍ତି ଗୁରୁତ୍ୱ ବହନ କରେ। ତେଣୁ ଯେତେଦୂର ସମ୍ଭବ ଯୋଗ୍ୟ ବ୍ୟକ୍ତିଙ୍କୁ ଏହି ସ୍ପେଶାଲ ଡ୍ରାଇଭ୍‌ରେ ଯୋଡ଼ିବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି।

ପ୍ରକାଶ ଯେ, କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ଜୁଲାଇ ୧୫ରୁ ସରକାରୀ ହସ୍ପିଟାଲରେ ଟିକା ମିଳିବ। ୧୮ରୁ ୫୯ ବର୍ଷ ବୟସ୍କଙ୍କୁ ବୁଷ୍ଟର ଡୋଜ୍‌ ଦିଆଯିବ । ଏଥିଲାଗି କେନ୍ଦ୍ର ସରକାରଙ୍କ ପକ୍ଷରୁ ଏକ ୭୫ ଦିନିଆ ସ୍ବତନ୍ତ୍ର କାର୍ଯ୍ୟକ୍ରମ କରାଯିବ। ଦେଶରେ ସଂକ୍ରମଣ ବଢୁଥିବାରୁ ବୁଷ୍ଟର ଅଭିଯାନ ଆରମ୍ଭ ହେବା ନେଇ କେନ୍ଦ୍ର ସ୍ବାସ୍ଥ୍ୟ ବିଭାଗ ଘୋଷଣା କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ହୋଇଯିବ ୪୦ ବର୍ଷ ପୁରୁଣା ହାଇସ୍କୁଲ; ଫୋନ୍‌ ଉଠାଉନାହାନ୍ତି ପ୍ରଧାନଶିକ୍ଷକ; ଧମକ ଦେଉଛନ୍ତି …

ସରଣ୍ଡା,୨୬।୩(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ବ୍ଳକ ବାବେବିରା ହାଇସ୍କୁଲ ଗତ ୨ ଶିକ୍ଷାବର୍ଷ ହେଲା ବନ୍ଦ ହୋଇ ରହିଛି। ଏଠାକାର ୪ ଜଣ...

ରାସ୍ତାକଡ଼ରେ ପଡ଼ିଥିବା ନବଜାତ ଶିଶୁକନ୍ୟାର ଗୋଡ଼କୁ ଝୁଣି ଖାଇଲା କୁକୁର, ତଦନ୍ତ ଆରମ୍ଭ କଲା ସୁନ୍ଦରଗଡ଼ ପୋଲିସ

ସୁନ୍ଦରଗଡ,୨୬।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସହର ମହେଶଡିହିସ୍ଥିତ ଥିମ ପାର୍କ ନିକଟରୁ ବୁଧବାର ଏକ ନବଜାତ ଶିଶୁ କନ୍ୟାର ମୃତଦେହକୁ ଟାଉନ ଥାନା ପୋଲିସ ଜବତ...

ଜରୁରୀକାଳୀନ ପରିସ୍ଥିତିର ୨୧ ବନ୍ଦୀଙ୍କୁ ମିଳିବ ପେନ୍‌ସନ୍‌

ଭୁବନେଶ୍ୱର,୨୬ା୩(ସୁନିତ୍‌ ମିଶ୍ର): ଜରୁରୀକାଳୀନ ପରିସ୍ଥିତି ସମୟର ବନ୍ଦୀମାନଙ୍କୁ ପେନ୍‌ସନ୍‌ ଦେବା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ବିଧାନସଭାରେ ବିବୃତ୍ତି ରଖିଛନ୍ତି। ୨୫ ଜୁନ୍‌...

ମଧ୍ୟାହ୍ନଭୋଜନରେ ପିଲାଙ୍କୁ ମିଳିବ ପୋଷଣଯୁକ୍ତ ଚାଉଳ ଲଡୁ

ଭୁବନେଶ୍ୱର,୨୬ା୩(ସୁଚିସ୍ମିତା ସାହୁ): ମଧ୍ୟାହ୍ନ ଭୋଜନ ବ୍ୟବସ୍ଥାରେ ପିଲାଙ୍କୁ ଦିଆଯିବ ପୋଷଣ ଯୁକ୍ତ ଚାଉଳ ଲଡୁ। ପ୍ରଥମରୁ ଦଶମଶ୍ରେଣୀ ପଯର୍ର୍‌ୟନ୍ତ ପାଠପଢ଼ୁଥିବା ପିଲାମାନେ ଏହାକୁ ଖାଇବେ। ଏପ୍ରିଲ...

ମଙ୍ଗଳବାର ବ୍ୟତୀତ ଅନ୍ୟ ସବୁଦିନ ଚାଲିବ ପୁରୀ-ରାଉରକେଲା ବନ୍ଦେ ଭାରତ ଏକ୍ସପ୍ରେସ

ଭୁବନେଶ୍ୱର,୨୬ା୩ (ଅନୁରାଧା ମହାରଣା) – ଯାତ୍ରୀ ସୁବିଧାକୁ ବୃଦ୍ଧି କରିବା ପାଇଁ ରାଉରକେଲା-ପୁରୀ-ରାଉରକେଲା (୨୦୮୩୫) ଓ ପୁରୀ-ରାଉରକେଲା-ପୁରୀ (୨୦୮୩୬) ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନ୍‌ର ସେବା...

ବିଲରୁ ବିରି ଖାଇଦେଲା ବୋଲି ଶୁଆକୁ ଫାଶି ଦେଇ କରିଥିଲେ ରିଲ୍ସ: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଭୁବନେଶ୍ୱର,୨୬।୩ (ବନ୍ଦନା ସେଠୀ ) – ବିଲରୁ ବିରି ଖାଇଦେବାରୁ ଶୁଆକୁ ଫାଶୀ ଦେବା ସହ ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ କରିବା ଘଟଣାକୁ...

ଭୟଭୀତ ହୋଇ ବିଶୃଙ୍ଖଳା କରୁଛନ୍ତି, ବିରୋଧୀ ଦଳର ଭୂମିକାକୁ ନିନ୍ଦା କରୁଛି: ପ୍ରଦ୍ୟୁମ୍ନ

ଭଞ୍ଜନଗର,୨୬।୩(ବାବୁଲା ପ୍ରଧାନ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ବିଧାନସଭାରେ ୨୦୨୫-୨୬ ଗୃହ ବିଭାଗ ବଜେଟ ଉପସ୍ଥାପନ କରିଛନ୍ତି। ଏଥିରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର...

ବିବାହ ଆଳରେ ଆନ୍ଧ୍ର ପୁଅକୁ ଠକେଇ: ଠକ ମା’, ଝିଅଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୨୬।୩(ସତ୍ୟଜିତ୍‌ ରାଉତ): ଆନ୍ଧ୍ରପ୍ରଦେଶ ଇଚ୍ଛାପୁରମର ପୁଅକୁ ବିବାହ କରିବା ଆଳରେ ଓଡ଼ିଶା ଝିଅ ଓ ତାଙ୍କ ମା’ ସୁନା ଓ ରୁପା ଅଳଙ୍କାର, ଟଙ୍କା ଆଦି...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image