ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୦।୧୦(ବ୍ୟୁରୋ): ମଙ୍ଗଳବାର ଅପରାହ୍ନ ୪ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ। ତେବେ ସେ କ’ଣ ବାର୍ତ୍ତା ଦେଉଛନ୍ତି ତା ଉପରେ ସମସ୍ତଙ୍କର ନଜର ରହିଛି।
ସେହିପରି ଆଜି ସନ୍ଧ୍ୟା ୬ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ସମ୍ବୋଧନ କରିବେ। ଏ ନେଇ ଟୁଇଟ୍‌ କରି ସୂଚନା ଦିଆଯାଇଛି। ତେବେ ନବରାତ୍ରି ସମୟରେ ପ୍ରଧାନମନ୍ତ୍ରୀ ବାର୍ତ୍ତା ଦେବେ ନା କୌଣସି ଘୋଷଣା କରିବେ ସେ ନେଇ ଦେଶବାସୀଙ୍କର ନଜର ରହିଛି।

Share