ଆଜି ସନ୍ଧ୍ୟା ୭ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪ା୮(ବ୍ୟୁରୋ): ଆଜି ସନ୍ଧ୍ୟା ୭ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିବେ। କୋଭିଡ୍‌ ସମ୍ପର୍କରେ କିଛି ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିପାରନ୍ତି ବୋଲି କୁହାଯାଉଛି। ତେବେ ସନ୍ଧ୍ୟା ୭ଟାରେ ରାଜ୍ୟବାସୀଙ୍କ ନଜର ନବୀନଙ୍କ ଘୋଷଣା ଉପରେ ରହିଛି।

Share