ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ: ପଛରେ ରହିଛି ଏଭଳି କାରଣ

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ସାରେ ଦିଲ୍ଲୀ ଯାତ୍ରା କରିବେ। ଶନିବାର ଅନୁଷ୍ଠିତ ନୀତି ଆୟୋଗ ବୈଠକରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ନୀତି ଆୟୋଗର ବୈଠକ ହେବ। ଏହି ବୈଠକରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ମୋହନ ଚରଣ ମାଝୀ ମୁଖ୍ୟମନ୍ତ୍ରୀ ହେବାପରେ ପ୍ରଥମ ଥର ଲାଗି ନୀତି ଆୟୋଗ ବୈଠକରେ ଯୋଗଦେବେ। ମୁଖ୍ୟମନ୍ତ୍ରୀ ଏହି ବୈଠକରେ ରାଜ୍ୟର ବିଭିନ୍ନ ସମସ୍ୟା ସମ୍ପର୍କରେ ଦୃଷ୍ଟି ଆକର୍ଷଣ କରିବେ ବୋଲି ସୂଚନା ମିଳିଛି। ଏଥିସହ ମୁଖ୍ୟମନ୍ତ୍ରୀ ନିଜର ଦିଲ୍ଲୀ ଯାତ୍ରା ଅବସରରେ ଏକାଧିକ କେନ୍ଦ୍ରମନ୍ତ୍ରୀଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହି ଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri