ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦ା୬: ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯିବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି କଳିଙ୍ଗ ଷ୍ଟାଡିୟମଠାରେ ସକାଳ ୭ଟାରେ ଆୟୋଜିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଯୋଗ ଦେବେ। ରାଜ୍ୟମନ୍ତ୍ରୀ ମଣ୍ଡଳର ସଦସ୍ୟ ଗଣ, ଏମ୍‌ପି ଓ ବିଧାୟକମାନେ ମଧ୍ୟ ଜିଲାସ୍ତରରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେବେ।

Share