ପୁରୁଷ ହକି ବିଶ୍ୱକପ୍‌ର ଲୋଗୋ ଉନ୍ମୋଚନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୪(ବ୍ୟୁରୋ): ପୁରୁଷ ହକି ବିଶ୍ୱକପ୍‌ ଆସନ୍ତାବର୍ଷ ଭୁବନେଶ୍ୱର ଓ ରାଉରକେଲାରେ ଖେଳାଯିବ। ଏନେଇ କଳିଙ୍ଗ ହକି ଷ୍ଟାଡିୟମରେ ସଂଧ୍ୟାରେ ଏକ କାର୍ଯ୍ୟକ୍ରମ ରହିଛି । ଯେଉଁଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇ ଲୋଗୋ ଉନ୍ମୋଚନ କରିବେ।
ପୁରୁଷ ହକି ବିଶ୍ୱକପ ଆସନ୍ତାବର୍ଷ ଜାନୁୟାରୀ ୧୩ରୁ ୨୯ ଯାଏ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମ ଓ ରାଉରକେଲାରେ ବର୍ତ୍ତମାନ ନିର୍ମିତ ହେଉଥିବା ବିର୍ସାମୁଣ୍ଡା ଆନ୍ତର୍ଜାତିକ ହକି ଷ୍ଟାଡିୟମରେ ଖେଳାଯିବ । ଓଡିଶାରେ ଦ୍ୱିତୀୟ ଥର ପାଇଁ ହକି ବିଶ୍ୱକପ୍‌ ଆୟୋଜିତ ହେଉଛି । ପୂର୍ବରୁ ୨୦୧୮ ମସିହାରେ ଓଡିଶାରେ ବିଶ୍ୱକପ ପୁରୁଷ ହକି ଟୁର୍ଣ୍ଣାମେଣ୍ଟ ଖେଳାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

Top 5 Cricketer Of Odisha: ଅନ୍ତର୍ଜାତୀୟ କ୍ରିକେଟରେ ଓଡ଼ିଶାରୁ ପ୍ରତିନିଧିତ୍ୱ କରିଥିଲେ ଏହି ଟପ୍‌-୫ କ୍ରିକେଟର୍‌: ଜାଣନ୍ତୁ କିଏ କିଏ

ଅନ୍ତର୍ଜାତୀୟ କ୍ରିକେଟରେ ଓଡ଼ିଶାରୁ ଖୁବ୍‌ କମ୍‌ ଖେଳାଳି ନାଁ କରିଛନ୍ତି। କିଛି ହାତ ଗଣତି କ୍ରିକେଟର୍‌ ଅନ୍ତର୍ଜାତୀୟ ସ୍ତରରେ ଭଲ ଖେଳିଛନ୍ତି। ଆମେ ସେହି ଖେଳାଳିଙ୍କୁ...

ଭାଜପାରେ ମିଶିବେ ବିଜେଡି-କଂଗ୍ରେସର ୩୮ ବିଧାୟକ: ସାଂଘାତିକ ଖୁଲାସା କଲେ ଭାଜପା ବିଧାୟକ

ଭଞ୍ଜନଗର,୧୭।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ନିର୍ବାଚନମଣ୍ଡଳୀ ଭାଜପାର ସକ୍ରିୟ କାର୍ଯ୍ୟକର୍ତ୍ତା ସମ୍ମିଳନୀ ଗୁରୁବାର ଭଞ୍ଜନଗରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭାଜପା ଘୁମୁସର ସାଂଗଠନିକ ଜିଲା ସଭାପତି...

ଜବରଦସ୍ତ ସ୍କୁଟର ଲଞ୍ଜ କଲା Honda,ମନ ଜିଣିବ ଆଡଭାନ୍ସ ଫିଚର୍‌

ନୂଆଦିଲ୍ଲୀ,୧୭।୪: ହୋଣ୍ଡା ମୋଟରସାଇକେଲ ଏବଂ ସ୍କୁଟର ଇଣ୍ଡିଆ (HMSI) ଭାରତୀୟ ବଜାରରେ ୨୦୨୫ Dio ଲଞ୍ଚ କରିଛି। ଅପଡେଟ୍‌ ହୋଇଥିବା ସ୍କୁଟରଟି କସମେଟିକ୍‌ ପରିବର୍ତ୍ତନ, OBD୨...

Top 5 Biodiversity Centers in Odisha: ଓଡ଼ିଶାର ଟପ୍-୫ ଜୈବ ବିବିଧ କେନ୍ଦ୍ର

ଓଡ଼ିଶା ଭାରତର ଅନ୍ୟତମ ଜୈବ ବିବିଧତା ସମୃଦ୍ଧ ରାଜ୍ୟ। ଯେଉଁଠି ବିଭିନ୍ନ ପ୍ରକାରର ବନସ୍ପତି, ପ୍ରାଣୀ, ଏବଂ ଜଳଜ ଜୀବ ଦେଖାଯାଏ। ଏହାର ଜଙ୍ଗଲ, ଜଳାଶୟ,...

UGC NET June 2025 ପାଇଁ ଆବେଦନ ଆରମ୍ଭ, ଜାଣନ୍ତୁ କେବେ ହେବ ପରୀକ୍ଷା, ଶେଷ ତାରିଖ…

ନୂଆଦିଲ୍ଲୀ,୧୭।୪: ଏନ୍‌ଟିଏ ଜୁନ ୨୦୨୫ ରେ UGC NET ର ବିଜ୍ଞପ୍ତି ପ୍ରକାଶ କରିଛି। ଏହା ସହିତ ଆବେଦନ ପୋର୍ଟାଲ ମଧ୍ୟ ଖୋଲିଛି। ପ୍ରାର୍ଥୀମାନେ ୧୬...

ବଡ଼ ନିଷ୍ପତ୍ତି: ପ୍ରଥମରୁ ୫ମ ଶ୍ରେଣୀ ଯାଏ ହିନ୍ଦୀ ଭାଷା ବାଧ୍ୟତାମୂଳକ; ଜାତୀୟ ଶିକ୍ଷା ନୀତି ଲାଗୁ

ମୁମ୍ବାଇ,୧୭।୪: ମହାରାଷ୍ଟ୍ର ସରକାର ୨୦୨୫-୨୬ ଶିକ୍ଷାବର୍ଷରୁ ଜାତୀୟ ଶିକ୍ଷା ନୀତି (NEP) ୨୦୨୦ କାର୍ଯ୍ୟକାରୀ କରିବା ପାଇଁ ଏକ ବିସ୍ତୃତ ଯୋଜନା ପ୍ରସ୍ତୁତ କରିଛନ୍ତି। ଏହି...

ସ୍ବାସ୍ଥ୍ୟମନ୍ତ୍ରୀ ବାଣ୍ଟିଲେ ଆୟୁଷ୍ମାନ କାର୍ଡ: ହିତାଧିକାରୀଙ୍କ ଘରେ ଚା ପିଇଲେ

ଅତାବିରା, ୧୭।୪(ଯୁଧିଷ୍ଠିର ମହାପାତ୍ର): ବରଗଡ ଜିଲା ଅତାବିରାକୁ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ପହଞ୍ଚି ଆଜି ପୂର୍ବାହ୍ନରେ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ ସହିତ ଆୟୁଷ୍ମାନ ଭାରତ...

‘ଆମେ ହିନ୍ଦୁମାନଙ୍କଠାରୁ ଭିନ୍ନ’: ସୈନିକମାନଙ୍କୁ ଏପରି ଆହ୍ୱାନ ଦେଲେ ପାକିସ୍ତାନ ସେନା ମୁଖ୍ୟ

ନୂଆଦିଲ୍ଲୀ,୧୭।୫: ପାକିସ୍ତାନର ସେନା ମୁଖ୍ୟ ଜେନେରାଲ ଆସିମ ମୁନିର, ସେନା ପ୍ରତିଷ୍ଠାନର ପୁରୁଣା ଭାବନାକୁ ପୁନରାବୃତ୍ତି କରି, ପାକିସ୍ତାନୀମାନଙ୍କୁ ସେମାନଙ୍କ ପିଲାମାନଙ୍କୁ “ହିନ୍ଦୁ ଓ ମୁସଲମାନମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image