୩୪ ମଣ୍ଡପରେ ମା’ଙ୍କୁ ଦର୍ଶନ କରିବେ ମୁଖ୍ୟମନ୍ତ୍ରୀ

କଟକ,୧୧ା୧୦(ଶିଳ୍ପା ପ୍ରିୟଦର୍ଶିନୀ):ମହାନବମୀ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କଟକର ୩୪ଟି ପୂଜା ମଣ୍ଡପ ବୁଲି ମା’ଦୁର୍ଗାଙ୍କୁ ଦର୍ଶନ କରିବେ। ସଡ଼କ ପଥରେ ସକାଳ ସାଢେ ୯ଟାରେ ମୁଖ୍ୟମନ୍ତ୍ରୀ ପ୍ରଥମେ ପ୍ରତାପନଗରୀ ପୂଜା ମଣ୍ଡପରେ ପହଞ୍ଚି ମା’ଙ୍କୁ ଦର୍ଶନ କରିବେ। ଏହାପରେ ବାଲିକୁଦା, ଗୋପାଳପୁର, ଚାଉଳିଆଗଞ୍ଜ, ନୂଆବଜାର, ପୋତାପୋଖରୀ, ଶିଖରପୁର-ଗଣ୍ଡରପୁର-ମହାନଦୀବିହାର, ଯୋବ୍ରା, ମଙ୍ଗଳାବାଗ, ରାଣୀହାଟ ବଜାର, ରାଣୀହାଟ, କଲେଜଛକ, ଛତ୍ରବଜାର, ମଧୁପାଟଣା, ଖାନ୍‌ନଗର, ପିଠାପୁର, ଝୋଲାସାହି, ନିମସାହି, ଦରଘା ବଜାର, ଚୌଧୁରୀ ବଜାର, ବଙ୍ଗାଳୀ ସାହି, ଫିରିଙ୍ଗୀ ବଜାର, ଚାନ୍ଦିନୀଚୌକ, ମହମ୍ମଦିଆ ବଜାର, ଶେଖ୍‌ ବଜାର, ରାମଗଡ କନିକା ରୋଡ, ତୁଳସୀପୁର, ଦେଉଳସାହି, ସିଡିଏ ସେକ୍ଟର-୬, ସିଡିଏ ସେକ୍ଟର-୭ ପୂଜା ମଣ୍ଡପ ବୁଲିବେ। ସେହିପରି ପାଇକ ସାହି, ଡାହାଳିଆବାଗ୍‌, ଭାଣପୁର ଓ ରାମନଗର ପୂଜା ମଣ୍ଡପରେ ମା’ଦୁର୍ଗାଙ୍କୁ ମୁଖ୍ୟମନ୍ତ୍ରୀ ଦର୍ଶନ କରିବା ପରେ ଭୁବନେଶ୍ୱର ଅଭିମୁଖେ ଗସ୍ତ କରିବେ ବୋଲି ଭାଜପା କଟକ ନଗର (ଜିଲା) ସଭାପତି ଲଲାଟେନ୍ଦୁ ବଡ଼ୁ ପ୍ରେସ୍‌ ବିଜ୍ଞପ୍ତିରେ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ହନୁମାନ ଜୟନ୍ତୀ ଉତ୍ସବ, ମହାବିଷୁବ ପଣା ସଂକ୍ରାନ୍ତି ପାଳିତ

ବାଲିଗୁଡା,୧୪।୦୪,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ପ୍ରଭୁ ଶ୍ରୀରାମଙ୍କ ପରମଭକ୍ତ ହନୁମାନଙ୍କ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣାସଂକ୍ରାନ୍ତି...

ବିଶ୍ବ ହିନ୍ଦୁ ପରିଷଦ, ବଜରଙ୍ଗ ଦଳ ପକ୍ଷରୁ ପଣା ବଣ୍ଟନ

ରାଇକିଆ,୧୪।୪,(ପ୍ରଦୀପ ବେହେରା): ମହା ବିଷୁବ ସଂକ୍ରାନ୍ତି ଓ ହନୁମାନ ଜୟନ୍ତୀ ପାଳନ ପାଇଁ କନ୍ଧମାଳ ଜିଲା ରାଇକିଆ ବିଶ ହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳ...

ମହାବିଷୁବ ସଂକ୍ରାନ୍ତିରେ ତୃଷାର୍ତ୍ତଙ୍କୁ ପଣା ବାଣ୍ଟିଲେ ମହିଳା

ବଲାଙ୍ଗୀର,୧୪ା୪(ସୁନୀଲ କୁମାର ମହାନ୍ତି): ମହାବିଷୁବ ସଂକ୍ରାନ୍ତି ଅବସରରେ ଜିଲା ଚିତ୍ରଗୁପ୍ତ କଲ୍ୟାଣ ସଂଘ ମହିଳା ଶାଖା ପକ୍ଷରୁ ବଲାଙ୍ଗୀର ନରସିଂହ ମନ୍ଦିର ସମ୍ମୁଖ ମୁଖ୍ୟରାସ୍ତା କଡ଼ରେ...

ମା’ ହତ୍ୟାର ପ୍ରତିଶୋଧ ନେଲେ ପୁଅ, ପଥରରେ ଛେଚି ବାପାଙ୍କୁ କଲେ ହତ୍ୟା

ରାଉରକେଲା,୧୪ା୪(ସଙ୍ଗୀତା ଜେନା): ବହୁ ପୂର୍ବରୁ ମାଆଙ୍କୁ ହତ୍ୟା କରିବାର ପ୍ରତିଶୋଧ ନେବା ପାଇଁ ଜଣେ ପୁଅ ବିଷ୍ଣୁ- (୨୨) ତାଙ୍କ ବାପା କ୍ରାନ୍ତି କୁମାର ବର୍ମା...

ପଣା ସଂକ୍ରାନ୍ତିରେ ମନ୍ଦିରରୁ ମିଳିଲା ପୂଜକଙ୍କ ଝୁଲନ୍ତା ମୃତଦେହ

କଟକ,୧୪।୪: ଆଜି ପବିତ୍ର ପଣା ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଏବଂ ହନୁମାନ ଜୟନ୍ତୀ। ଏନେଇ ଗାଁଠୁ ସହର ସବୁଠି ଉତ୍ସବମୁଖର। ଘରେ ଘରେ ଚାଲିଛି...

କାର୍ଯ୍ୟଦକ୍ଷତା ବୃଦ୍ଧି କରେ ମନ ପସନ୍ଦର ସଙ୍ଗୀତ

ଯଦି ଜଣେ ବ୍ୟକ୍ତି ପ୍ରତିଦିନ କିଛି ସମୟ ନିଜ ମନ ପସନ୍ଦର ସଙ୍ଗୀତ ଶୁଣନ୍ତି ତେବେ ତାଙ୍କର କାର୍ଯ୍ୟଦକ୍ଷତା ବୃଦ୍ଧି ପାଇପାରେ। ଏପରି ଆକଳନ କରିଛନ୍ତି...

ଓଡ଼ିଆ ନୂଆବର୍ଷର ସଂକଳ୍ପ

ଆଜି ପବିତ୍ର ଓଡ଼ିଆ ନୂଆବର୍ଷ। ମହାବିଷୁବ ସଂକ୍ରାନ୍ତି। ମହାବୀର ହନୁମାନ ଜୟନ୍ତୀ। ଆଜି ଦିନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମନ୍ଦିରରୁ ଓଡ଼ିଆ ପାଞ୍ଜିର ହେବ ଶୁଭାରମ୍ଭ। ଆଜି...

ବାବୁଙ୍କୁ ‘ଇ-ପାର୍‌’ ଅଡୁଆ

ଭୁବନେଶ୍ୱର,୧୪ା୪(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ଅଧୀନ ଗ୍ରୁପ୍‌-କ ଏବଂ ଖ ବର୍ଗର ଅଧିକାରୀମାନେ ସେମାନଙ୍କ ପର୍‌ଫର୍ମାନ୍ସ ଆପ୍ରାଇଜାଲ ରିପୋର୍ଟ(ଇ-ପାର୍‌) ତଥ୍ୟ ଏଚ୍‌ଆର୍‌ଏମ୍‌ଏସ୍‌ ପୋର୍ଟାଲରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image