ପ୍ରଦୀପ୍ତ ନାୟକଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୬।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ବିରୋଧୀ ଦଳ ନେତା ତଥା ଭାଜପା ନେତା ପ୍ରଦୀପ୍ତ କୁମାର ନାୟକଙ୍କ ସ୍ବାସ୍ଥ୍ୟାବସ୍ଥା ନେଇ ଚିନ୍ତା ବ୍ୟକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି,
କୋଭିଡ୍‌ ସଂକ୍ରମିତ ଜଣାପଡ଼ିବା ପରେ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କ ସ୍ବାସ୍ଥ୍ୟାବସ୍ଥା ବିଷୟରେ ଅବଗତ ହେଲି। ତାଙ୍କର ଆଶୁ ଆରୋଗ୍ୟ ଓ ଉତ୍ତମ ସ୍ବାସ୍ଥ୍ୟ କାମନା କରୁଛି।

Share