ରାଜ୍ୟବାସୀଙ୍କୁ ନବ ବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୧(ବ୍ୟୁରୋ): ପବିତ୍ର ଇଂରାଜୀ ନବବର୍ଷ ଅବସରରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ନବ ବର୍ଷର ଶୁଭେଚ୍ଛା ଜଣାଇନ୍ତି। ଟୁଇଟ୍‌ ଯୋଗେ ମୁଖ୍ୟମନ୍ତ୍ରୀ ଏହି ବାର୍ତ୍ତା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ବର୍ଷ ୨୦୨୧ରେ କରୋନା ସଙ୍କଟ ଦୂର ହେବା ସହ ରାଜ୍ୟର ଦ୍ରୁତ ପ୍ରଗତି ଏବଂ ସମସ୍ତଙ୍କ ସୁଖମୟ ଜୀବନ କାମନା କରିଛନ୍ତି।

 

Share