ରାଜ୍ୟବାସୀଙ୍କୁ ଇଂରାଜୀ ନବବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୧: ଇଂରାଜୀ ନବବର୍ଷ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସୋସିଆଲ ମିଡିଆ ‘ଏକ୍ସ’ରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ୨୦୨୪ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅପାର କରୁଣାରୁ ନବବର୍ଷ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି ଆଣିଦେଉ।

Share