ଭୁଶୁଡ଼ିଲା ଶ୍ରେଣୀଗୃହ

ବାଲିଗୁଡ଼ା,୧୩ା୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବ୍ଲକ ଅନ୍ତର୍ଗତ ସିନ୍ଦ୍ରିଗାଁ ପଞ୍ଚାୟତର କିଲୁପଡ଼ାରେ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟର ଶ୍ରେଣୀ ଗୃହ ଭୁଶୁଡ଼ି ପଡ଼ିଛି। ମାତ୍ର ଅଳ୍ପକେ ମୃତ୍ୟୁ ମୁଖରୁ ବର୍ତ୍ତି ଯାଇଛନ୍ତି ୨୮ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର। ବୁଧବାର ପୂର୍ବାହ୍ନରେ ସ୍କୁଲକୁ ଯାଇ ଫାଟକ ନିକଟରେ ସ୍କୁଲର ଶିକ୍ଷକଙ୍କୁ ଅପେକ୍ଷା କରିଥିଲେ ଛାତ୍ରୀଛାତ୍ର ପ୍ରାଥମିକ ଶିକ୍ଷକଙ୍କ ତିନି ଦଫା ଆନ୍ଦୋଳନ ଚାଲିଥିବାରୁ ଶିକ୍ଷକମାନେ ବିଇଓ ଅଫିସରେ ଧର୍ମଘଟରେ ବସି ରହିଥିଲେ। ଏହି ସମୟରେ ସ୍କୁଲର ଶ୍ରେଣୀ ଗୃହ ହଠାତ ଭୁଶୁଡ଼ି ପଡ଼ିଥିଲା। ସ୍କୁଲର ଶ୍ରେଣୀ ଗୃହଟି ପୂର୍ବରୁ ପରିତ୍ୟକ୍ତ ତଥା ବିପଦସଙ୍କୁଳ ଅବସ୍ଥାରେ ସ୍କୁଲରେ ପାଠପଢ଼ା ଚାଲୁ ରହିଥିଲା। ଏନେଇ ସ୍କୁଲର ପ୍ରଧାନଶିକ୍ଷକଙ୍କ ସମେତ ଗ୍ରାମବାସୀ ସରପଞ୍ଚ ବିଇଓ, ବିଡିଓ ଏବଂ ବାଲିଗୁଡ଼ା ବିଧାୟକଙ୍କୁ ଅବଗତ କରିଥିଲେ ମଧ୍ୟ କେହି ଶୁଣି ନ ଥିଲେ। ସୌଭାଗ୍ୟବଶତଃ ୨୮ ଶିଶୁ ନିଶ୍ଚିତ ମୃତ୍ୟୁମୁଖରୁ ବର୍ତ୍ତି ଯାଇଛନ୍ତି। ଏଥିପ୍ରତି ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ତୁରନ୍ତ ଦୃଷ୍ଟି ଦେଇ ମରାମତି କରିବାକୁ ଅଞ୍ଚଳବାସୀଙ୍କ ତରଫରୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋ-ଭୋଲଟେଜ, ବିଦ୍ୟୁତ୍‌ କାଟ ପ୍ରତିବାଦରେ ୨୭ ଘଣ୍ଟା ହେଲା ଧାରଣାରେ ଚାଷୀ

ନବରଙ୍ଗପୁର,୩୧।୩(ସଦାଶିବ ପ୍ରହରାଜ): ରାଜ୍ୟରେ ଜାରି ରହିଛି ହିଟଓ୍ବେଭ। କିଛି ଦିନ ହେଲା ତାପମାତ୍ରା ୪୨ ଡିଗ୍ରୀ ଉପରେ ରହୁଛି। ଅସମ୍ଭାଳ ତାତି ସାଙ୍ଗକୁ ଗୁଳୁଗୁଳିରେ ଲୋକେ...

ଛତ୍ରପୁରରେ ଧୂମଧାମରେ ପାଳିତ ହେଲା ‘ଇଦ୍‌’: ପରସ୍ପରକୁ ଆଲିଙ୍ଗନ କରି ଅଭିବାଦନ ଜଣାଇଲେ…

ଛତ୍ରପୁର,୩୧।୩(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ ): ଆଜି ମୁସଲମାନ ଭାଇମାନଙ୍କ ପବିତ୍ର ରମ୍‌ଜାନ ମାସର ଶେଷ ଦିନ। ଏହି ଦିନକୁ ଇଦ୍‌ ରୁପେ ପାଳନ କରନ୍ତି, ଯାହା...

ଯୁବ ଗବେଷକଙ୍କୁ ଉତ୍ସାହିତ କରିବା ଲାଗି ପ୍ରୟାସ

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ)-ଘୁମୁସର ଗବେଷଣା ପ୍ରତିଷ୍ଠାନ (ଜିଜିପି) ତାର ୫ମ ବାର୍ଷିକ ଅଧିବେଶନ ମେ’ ଶେଷ ସପ୍ତାହରେ ପାଳନ କରିବ । ତେଣୁ ଏନେଇ ସୋମବାର ଏକ...

ଉଠାଜଳସେଚନ ପ୍ରକଳ୍ପ ଉଦ୍‌ଘାଟିତ

ପୁରୁଷୋତ୍ତମପୁର,୩୧।୩ (ସିମାଞ୍ଚଳ ମିଶ୍ର): ଚାଷୀକୂଳଙ୍କ ସୁବିଧା ସହ କ୍ଷେତକୁ ଜଳଯୋଗାଣ ଲାଗି ରାଜ୍ୟ ସରକାରଙ୍କ ଅନୁଦାନ ୧୩ ଲକ୍ଷ ଟଙ୍କାର ବ୍ୟୟ ଅଟକଳରେ ପୁରୁଷୋତ୍ତମପୁର ବ୍ଲକ...

ମରାମତି କାମ ଶେଷ: ଟ୍ରାକ୍‌ରେ ଗଡ଼ିଲା ଟ୍ରେନ୍‌

କଟକ,୩୧।୩: ବେଙ୍ଗାଲୁରୁରୁ କାମାକ୍ଷା ଅଭିମୁଖେ ଯାଉଥିବା କାମାକ୍ଷା ଏକ୍ସପ୍ରେସ୍‌ କଟକ ଜିଲା ମଙ୍ଗୁଳି-ଚୌଦ୍ୱାର ପାସେଞ୍ଜର ହଲ୍ଟ ନିକଟରେ ରବିବାର ଲାଇନ୍‌ଚ୍ୟୁତ ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଟ୍ରେନ୍‌ର...

ତଳେ ବସି ରହିଛି ମୃତଦେହ, ବେକରେ ଲାଗିଛି ରଶି; ହତ୍ୟା ଅଭିଯୋଗ ଆଣିଲେ ପରିବାର

ନୀଳଗିରି,୩୧।୩(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧୀନ ସଜନାଗଡ ହସ୍ପିଟାଲ ନିକଟସ୍ଥ ତିନିକୋଶିଆ ଜଙ୍ଗଲରୁ ଝୁଲନ୍ତା ଅବସ୍ଥାରେ ଜଣେ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ...

ଦଣ୍ଡନାଚରେ ଅଘଟଣ: ଯୁବକଙ୍କୁ ଛୁରୀ ଭୁସି ହତ୍ୟା କଲେ ବାପାପୁଅ

ବ୍ରହ୍ମପୁର,୩୧।୩(ସୁବାସ ଚନ୍ଦ୍ର ପାଢ଼ୀ): ଦିନକୁ ଦିନ ଗଞ୍ଜାମ ଜିଲା ଅଶାନ୍ତ ହେବାରେ ଲାଗିଛି। ୪୮ ଘଣ୍ଟା ମଧ୍ୟରେ ଜିଲାରେ ତିନୋଟି ମୁଣ୍ଡ ଗଡିଛି। ଗତ ଶୁକ୍ରବାର...

ପରିତ୍ୟକ୍ତ ଅବସ୍ଥାରେ ସିମନବାଡ଼ି ଯାତ୍ରୀ ବିଶ୍ରାମାଗାର, ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଯାତ୍ରୀ; ରୂପାନ୍ତର ଲାଗି ଉଠୁଛି ଦାବି

ଦାରିଙ୍ଗବାଡି, ୩୧। (ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ଅନ୍ୟତମ ମୁଖ୍ୟ ବଜାର ଭାବେ ପରିଚିତ ସିମନବାଡି ଛକରେ ଥିବା ଯାତ୍ରୀ ବିଶ୍ରାମାଗାର ଏବେ ପରିତ୍ୟକ୍ତ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image