ବିଜେଡି ସରକାରରେ ବନ୍ଦ ଥିବା ସ୍କୁଲ ଏବେ ଖୋଲିବ 

ଭୁବନେଶ୍ୱର,୨।୭: ବିଜେଡି ସରକାର ଚାଲିଥିବା ବେଳେ ବନ୍ଦ ହୋଇଥିବା ସ୍କୁଲଗୁଡ଼ିକ  ଖୋଲାଯିବ। ଏ ନେଇ ମଙ୍ଗଳବାର ଗଣଶିକ୍ଷା ବିଭାଗ ପକ୍ଷରୁ ସଚିବଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
ଯେଉଁଠି ପିଲାଙ୍କୁ ପାଠ ପଢିବା ପାଇଁ ଦୂରକୁ ସ୍କୁଲ ଯିବାକୁ ପଡୁଛି, ଅନ୍ୟପକ୍ଷେ ସ୍ଥାନୀୟ ଲୋକଙ୍କର ଦାବି ଅଣଦେଖା କରାଯାଇ ଯେଉଁ  ସବୁ ସ୍ଥାନରେ ଭୁଲ ରିପୋର୍ଟ ଜରିଆରେ ସ୍କୁଲ ବନ୍ଦ କରାଯାଇଛି  ସେହି ସବୁ ସ୍ଥାନରେ  ଲୋକଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି  ସ୍କୁଲ ଖୋଲିବାକୁ ଭାଜପା ସରକାର ଯୋଜନା କରିଛି। ସ୍କୁଲକୁ ନେଇ ଲୋକଙ୍କ ଦାବି ଅନୁଯାୟୀ ରିପୋର୍ଟ ପ୍ରସ୍ତୁତ କରିବାକୁ କୁହାଯାଉଛି । ସଚିବ ବିସ୍ତୃତ ରିପୋର୍ଟ ଦେବା ପରେ ସ୍କୁଲ ଗୁଡିକୁ ଖୋଲାଯିବ ବୋଲି ଗଣଶିକ୍ଷା ମନ୍ତ୍ରୀ ତଥା ସାମାଜିକ ସଶକ୍ତୀକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ସିଏମଓରୁ ୪ ଅଫିସରଙ୍କୁ ହଟାଇଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ ସେମାନେ କିଏ

ଭୁବନେଶ୍ୱର,୪।୭: ସିଏମଓରେ କାର୍ଯ୍ୟରତ ୪ ଅଫିସରଙ୍କୁ ଜିଏ ବିଭାଗକୁ ପଠାଯାଇଛି। ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ଥିବା ବେଳେ ଏହି ୪ ଅଫିସର ସିଏମଓରେ କାର୍ଯ୍ୟରତ ଥିଲେ।...

ପ୍ରସବ ପରେ ମହିଳାଙ୍କ ମୃତ୍ୟୁକୁ ନେଇ ହସ୍ପିଟାଲରେ ଭଙ୍ଗାରୁଜା

ଭଦ୍ରକ, ୪।୭: ଭଦ୍ରକ ଗେଲପୁରସ୍ଥିତ ମାତୃ ଓ ଶିଶୁ ମଙ୍ଗଳ ହସ୍ପିଟାଲରେ ଗୁରୁବାର ପ୍ରସବ ପରେ ଜଣେ ମହିଳାଙ୍କ ମୃତ୍ୟୁକୁ ନେଇ ଭଙ୍ଗାରୁଜା ସହ ଉତ୍ତେଜନା...

ନିଖୋଜର ୫ ଦିନ ପରେ ପାହାଡ଼ରୁ ୩ ଜଣଙ୍କ ମୃତଦେହ ଠାବ, ହତ୍ୟା ସନ୍ଦେହ

ବାଲେଶ୍ଵର ଅଫିସ (ମାନସ ବିଶ୍ୱାଳ)୪।୭: ବାଲେଶ୍ୱର ଜିଲା ଔପଦା ଥାନା ବଡ଼ପୋଖରୀ ପଞ୍ଚାୟତ ବଡ଼ପୋଖରୀ ରାଜସ୍ୱ ଗ୍ରାମର ଆଦିବାସୀ ବସ୍ତି ବରପଦା ଗ୍ରାମରେ ଚାରି ଦିନ...

କଲେଜ ବସ୍‌ରେ ନିଆଁ

ଅନୁଗୋଳ,୪।୭: ଅନୁଗୋଳ ରାଧାରମଣପଡ଼ାଠାରେ ଗୁରୁବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଛାତ୍ରୀଛାତ୍ରଙ୍କୁ ଧରି ଯାଉଥିବା ଏକ ଘରୋଇ କଲେଜ ବସ୍‌ରେ ନିଆଁ ଲାଗି ବସ୍‌ଟି...

ଲୋକସେବା ଭବନରେ କାର୍ଯ୍ୟରତ ଏଏସ୍‌ଓଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର,୪।୭: ଲୋକସେବା ଭବନରେ କାର୍ଯ୍ୟରତ ଏଏସ୍‌ଓଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଆଚାର୍ଯ୍ୟ ବିହାର ସ୍ଥିତ ରହୁଥିବା ଘରୁ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତ ଏଏସ୍‌ଓ...

ମୁଖ୍ୟମନ୍ତ୍ରୀଙ୍କ ପାଇଁ କେନ୍ଦୁଝରରୁ କେନ୍ଦୁ ଆଣିଥିଲେ ଜଣେ ବ୍ୟକ୍ତି: ଏହା ଦେଖିବା ପରେ ହଠାତ୍‌…

ଭୁବନେଶ୍ୱର,୪।୮:ନୂଆ ସରକାର ଗଠନ ପରେ ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବରେ ମୋହନ ଚରଣ ମାଝି ଲୋକପ୍ରିୟତା ହାସଲ କରିଛନ୍ତି। ବିଭିନ୍ନ ସମୟରେ ସେ ଲୋକଙ୍କ ସହିତ ସହଜରେ...

ବିପର୍ଯ୍ୟୟ ପରିଚାଳନା କମିଟି ବୈଠକ କଲେ ମୁଖ୍ୟମନ୍ତ୍ରୀ, ଯୁଦ୍ଧକାଳୀନ ଭିତ୍ତିରେ ଦୁର୍ବଳ ନଦୀବନ୍ଧ ମରାମତି ପାଇଁ ଦେଲେ ନିର୍ଦ୍ଦେଶ

ଭୁବନେଶ୍ୱର,୪ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗୁରୁବାର ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକରେ ଅଧ୍ୟକ୍ଷତା କରି ଅନେକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ବୈଠକରେ ଉପମୁଖ୍ୟମନ୍ତ୍ରୀ...

ହାଇକୋର୍ଟ ଗଲେ ଏଲିନା

କଟକ,୪।୭: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଜେଡି ନେତ୍ରୀ ଏଲିନା ଦାସ। ଧର୍ମଶାଳାର ‘ବଲେ ବଲେ ଢାବା’ ତାଙ୍କ ନାଁରେ ନ ଥିବା ସେ କହିଛନ୍ତି। ମିଡିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri