ଅକ୍ଟୋବର ୨୮ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର,୨୪।୧୦: ଆଗାମୀ ଅକ୍ଟୋବର ୨୮ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ସମ୍ଭାବ୍ୟ ବାତ୍ୟା ’ଦାନା’ ଓ ପରବର୍ତ୍ତୀ ସାହାଯ୍ୟ ଏବଂ ପୁନରୁଦ୍ଧାର କାର୍ଯ୍ୟକୁ ଦୃଷ୍ଟିରେ ରଖି ଅକ୍ଟୋବର ୨୮ ରେ ଭୁବନେଶ୍ବର ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିବ ।

ଯେଉଁମାନେ ଏହି ଦିନ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ଅନଲାଇନ୍‌ ଯୋଗେ ପଞ୍ଜୀକରଣ କରିଥିଲେ, ସେମାନେ ମୁଖ୍ୟମନ୍ତ୍ରୀଙ୍କ ପରବର୍ତ୍ତୀ ଅଭିଯୋଗ ଶୁଣାଣି ପାଇଁ ପୁନଃ ପଞ୍ଜୀକରଣ କରିବାର ଆବଶ୍ୟକତା ନାହିଁ । ସେମାନଙ୍କୁ ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ । ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା।

 


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ’ୟୁଥ କନ୍‌କ୍ଲେଭ: ପଦ୍ମଶ୍ରୀ ଯମୁନା ଟୁଡୁଙ୍କୁ ‘ଲାଇଫ ଟାଇମ ଆଚିଭ୍‌ମେଣ୍ଟ ଆଓ୍ବାର୍ଡ’

ଭୁବନେଶ୍ୱର,୨୪।୧୧(ବନ୍ଦନା ସେଠୀ/ଅନୁରାଧା ମହାରଣା): ଖଣି ଖନନ କାରଣରୁ ଓଡ଼ିଶାର ପ୍ରାକୃତିକ ଜଙ୍ଗଲ ଲଗାତାର ଭାବେ ନଷ୍ଟ ହେବାକୁ ଲାଗିଛି। ରାଜ୍ୟର କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର ଭଳି...

ସଶକ୍ତ ଓଡ଼ିଶା ଗଠନରେ ସହାୟକ ହେବେ ସୁଭଦ୍ରା ଯୋଜନା ହିତାଧିକାରୀ: ମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ଼,୨୪।୧୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ନିକଟସ୍ଥ ପଡିଆଠାରେ ଆୟୋଜିତ ସମାବେଶରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଯୋଗ ଦେଇ ସୁଭଦ୍ରା ଯୋଜନାର ପ୍ରଥମ...

ଜେଲ୍‌ରେ ପୂରାଇବୁ ନା ସସ୍‌ପେଣ୍ଡ କରିବୁ? କାହିଁକି ଏମିତି କହିଲେ ମନ୍ତ୍ରୀ…

ଭୁବନେଶ୍ୱର,୨୪ା୧୧: କାର୍ଯ୍ୟାଳୟରେ ନୁହେଁ କି ଆଉ କେଉଁଠି ନୁହେଁ ସିଧା ବିଚ୍‌ ରାସ୍ତାରେ ଏନ୍‌ଏଚ୍‌ ଅଧିକାରୀଙ୍କୁ ଫୋନ୍‌ରେ ଗାଳି କରିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ ଡ.କୃଷ୍ଣଚନ୍ଦ୍ର...

‘କ୍ୱାର୍ଟର ଭଡ଼ା ଦେଲେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ’

ଭୁବନେଶ୍ୱର,୨୪ା୧୧: ସରକାରୀ କ୍ୱାର୍ଟରକୁ ଭଡ଼ାରେ ଲଗାଇଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ପୂର୍ତ୍ତମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ଆଲଟମେଣ୍ଟ ପାଇଥିବା ବ୍ୟକ୍ତି ଏବଂ ଭଡ଼ାରେ ରହୁଥିବା...

ପରିବେଶ ପାଇଁ ବୈଶ୍ୱିକ ସ୍ବର ପାଲଟିଥିବା ଯୋଦ୍ଧା ହିତା ଲଖାନୀ

ଭୁବନେଶ୍ୱର,୨୪ା୧୧: ଧରିତ୍ରୀ ପକ୍ଷରୁ ଆୟୋଜିତ ଯୁବ ସମ୍ମିଳନୀରେ ଯୋଗଦେଇଛନ୍ତି ପରିବେଶ ଯୋଦ୍ଧା, କ୍ଲାଇମ୍‌ଆକ୍ଟ ଫାଉଣ୍ଡେଶନ୍‌ର ପ୍ରତିଷ୍ଠାତା ନିର୍ଦ୍ଦେଶିକା ହିତା ଲଖାନୀ। ସେ ପୃଥିବୀର ଅନେକ ବୈଶ୍ୱିକ...

ଜଙ୍ଗଲ ସୃଷ୍ଟି ପାଇଁ ପ୍ରତିଶ୍ରୁତିବଦ୍ଧ, ୫୦ ହେକ୍ଟର ଜଙ୍ଗଲ ଜମିକୁ…

ଭୁବନେଶ୍ୱର,୨୪ା୧୧: ଧରିତ୍ରୀ ପକ୍ଷରୁ ଆୟୋଜିତ ଯୁବ ସମ୍ମିଳନୀରେ ଯୋଗଦେଇଛନ୍ତି ଜଙ୍ଗଲ ସୁରକ୍ଷା କ୍ଷେତ୍ରରେ ‘ଲେଡି ଟାର୍ଜନ’ ଭାବେ ପରିଚିତ ମୟୂରଭଞ୍ଜ ଜିଲାର ଯମୁନା ଟୁଡୁ। ଯମୁନା...

ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ,୨୪ା୧୧: ଆସନ୍ତାକାଲି ଅର୍ଥାତ୍‌ ସୋମବାର ମାର୍ଗଶୀର କୃଷ୍ଣ ଦଶମୀ ତିଥି। ଏହି ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତାଲାଗି ନୀତି ହେବ। ଏଥିପାଇଁ ୪ ଘଣ୍ଟା ସର୍ବସାଧାରଣ...

ତୀବ୍ର ହେଉଛି ଯାଜପୁର ରାଜନୀତି: ପ୍ରେସ୍‌ମିଟ୍‌ କରି ଖୁବ୍‌ ବର୍ଷିଲେ ପ୍ରମିଳା, କହିଲେ ଭାଜପା ସରକାର ଆସିବା ପରଠାରୁ…

ଭୁବନେଶ୍ୱର,୨୪ା୧୧: ଯାଜପୁରରେ ରାଜନୀତି ତୀବ୍ର ହେବାରେ ଲାଗିଛି। ଭାଜପା ବିଧାୟକ ହିମାଂଶୁ ସାହୁଙ୍କୁ ମାଡ଼ ଘଟଣାକୁ ନେଇ ରାଜ୍ୟ ରାଜନୀତିରେ ଚହଳ ପଡ଼ିଛି। ଉଭୟ ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri