ଅକ୍ଟୋବର ୨୮ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର,୨୪।୧୦: ଆଗାମୀ ଅକ୍ଟୋବର ୨୮ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ସମ୍ଭାବ୍ୟ ବାତ୍ୟା ’ଦାନା’ ଓ ପରବର୍ତ୍ତୀ ସାହାଯ୍ୟ ଏବଂ ପୁନରୁଦ୍ଧାର କାର୍ଯ୍ୟକୁ ଦୃଷ୍ଟିରେ ରଖି ଅକ୍ଟୋବର ୨୮ ରେ ଭୁବନେଶ୍ବର ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିବ ।

ଯେଉଁମାନେ ଏହି ଦିନ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ଅନଲାଇନ୍‌ ଯୋଗେ ପଞ୍ଜୀକରଣ କରିଥିଲେ, ସେମାନେ ମୁଖ୍ୟମନ୍ତ୍ରୀଙ୍କ ପରବର୍ତ୍ତୀ ଅଭିଯୋଗ ଶୁଣାଣି ପାଇଁ ପୁନଃ ପଞ୍ଜୀକରଣ କରିବାର ଆବଶ୍ୟକତା ନାହିଁ । ସେମାନଙ୍କୁ ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ । ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା।

 


Enter your email to get our daily news in your inbox.

All Right Reserved By Dharitri.Com

ଡ଼.ନିବେଦିତା ନାଥଙ୍କୁ ଭାରପ୍ତାପ୍ତ କୁଳପତି ଦାୟିତ୍ୱ

ଭବାନୀପାଟଣା,୨୪।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ପିଜି କାଉନସିଲ ଅଧ୍ୟକ୍ଷା ଡ଼. ନିବେଦିତା ନାଥଙ୍କୁ ବିଶ୍ୱ ବିଦ୍ୟାଳୟର ଭାରପ୍ରାପ୍ତ କୁଳପତି...

ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନ:ପୁଣି ଦବିଲା ଯୋଡ଼ା ଫ୍ଲାଏ ଓଭର

ଯୋଡ଼ା,୨୪ା୨୦(ମାନସ ମହାନ୍ତି): କେନ୍ଦୁଝର ଜିଲାର ସୁଦୀର୍ଘ ଫ୍ଲାଏ ଓଭର ନିର୍ମାଣର ବର୍ଷେ ନ ପୁରୁଣୁ ବାରମ୍ବାର ଦବୁଛି। ଏହାଦ୍ୱାରା ଯାତାୟାତରେ ବହୁ ସମସ୍ୟା ଉପୁଜୁଛି। ଗୁରୁବାର...

ଶୁକ୍ରବାର ଏହି ଜିଲାରେ ବନ୍ଦ ରହିବ ସ୍କୁଲ

ଭୁବନେଶ୍ୱର,୨୪।୧୦: ଶୁକ୍ରବାର କନ୍ଧମାଳ ଜିଲାରେ ବନ୍ଦ ରହିବ ସ୍କୁଲ। ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ଜିଲା ଶିକ୍ଷାଧିକାରୀ ସ୍କୁଲ ବନ୍ଦ ଘୋଷଣା କରିଛନ୍ତି। ଏହା ପୂର୍ବରୁ...

‘ଦାନା’ ପ୍ରଭାବ: ଭୁବନେଶ୍ୱରରେ ହେବ ପ୍ରବଳ ବର୍ଷା

ଭୁବନେଶ୍ୱର,୨୪।୧୦: ବଙ୍ଗୋପସାଗରରୁ ବଳ ଗୋଟାଇ ଉପକୂଳଆଡ଼କୁ ମାଡ଼ି ଆସୁଛି ବାତ୍ୟା ‘ଦାନା’। ଗୁରୁବାର ମଧ୍ୟରାତିରୁ ଶୁକ୍ରବାର ପୂର୍ବାହ୍ନ ଯାଏଁ ବାତ୍ୟାର ଲ୍ୟାଣ୍ଡଫଲ ପ୍ରକ୍ରିୟା ଜାରି ରହିବ...

ଉପକୂଳ ମୁହାଁ ହେଉଛି ‘ଦାନା’, ପାରାଦୀପରୁ ମାତ୍ର ଏତିକି କିମି ଦୂରରେ ରହିଛି…

ଭୁବନେଶ୍ୱର,୨୪।୧୦: ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ମୁହାଁ ହେଉଛି ‘ଦାନା’। ଗତ ୬ ଘଣ୍ଟାରେ ୧୦ କିମି ବେଗରେ ଗତି କରୁଛି। ପାରାଦୀପର ଦକ୍ଷିଣପୂର୍ବକୁ...

ବଡ଼ ସୂଚନା: ଦୁର୍ବଳ ହେବ ନାହିଁ ବାତ୍ୟା, ଭୀଷଣ ରୂପ ନେଇ ସ୍ଥଳଭାଗ ଛୁଇଁବ

ଭୁବନେଶ୍ୱର,୨୪।୧୦: ଉପକୂଳଆଡ଼କୁ ମାଡ଼ି ଆସୁଛି ବାତ୍ୟା ‘ଦାନା’। ଗୁରୁବାର ମଧ୍ୟରାତିରୁ ଶୁକ୍ରବାର ପୂର୍ବାହ୍ନ ଯାଏଁ ବାତ୍ୟାର ଲ୍ୟାଣ୍ଡଫଲ ପ୍ରକ୍ରିୟା ଜାରି ରହିବ ବୋଲି ଆଇଏମ୍‌ଡି ଡିଜି...

ଭୁବନେଶ୍ବର ବିମାନ ବନ୍ଦରରେ ବୋମା ଆତଙ୍କ: ଆଲର୍ଟ ଜାରି

ଭୁବନେଶ୍ବର,୨୪।୧୦: ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ଗୁରୁବାର ବୋମା ଆତଙ୍କ ଖେଳିଯାଇଛି। ବିମାନ ବନ୍ଦରରେ ବୋମା ଥିବା ନେଇ ଧମକପୂର୍ଣ୍ଣ କଲ ଆସିବା ପରେ ସୁରକ୍ଷା...

ଆଉ ୧୮୦ କିମି ଦୂରରେ ‘ଦାନା’; ସତର୍କ ରହିବାକୁ କହିଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୪।୧୦: ଭୀଷଣ ବାତ୍ୟା ନେଇ ଉପକୂଳଆଡ଼କୁ ମାଡ଼ି ଆସୁଛି ବାତ୍ୟା ‘ଦାନା’। ଗୁରୁବାର ମଧ୍ୟରାତ୍ରରେ ଏହା ସ୍ଥଳଭାଗ ଛୁଇଁବ। ବର୍ତ୍ତମାନ ଏହା ପାରାଦୀପଠାରୁ ୧୮୦ କିମି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri