୮ରେ ବନ୍ଦରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ୱର,୪।୭: ୮ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ ରହିବ। ରଥଯାତ୍ରା ପାଇଁ ସରକାରୀ ଛୁଟିଥିବାରୁ ଅଭିଯୋଗ ଶୁଣାଣି ବନ୍ଦ ରହିବ ବୋଲି ଗୁରୁବାର ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ସୂଚନା ଦେଇଛି। ସୂଚନାଯୋଗ୍ୟ, ପ୍ରତି ସୋମବାର ମୁଖ୍ୟମନ୍ତ୍ରୀ ସାଧାରଣ ଜନତାଙ୍କ ଅଭିଯୋଗ ଶୁଣୁଛନ୍ତି।