Posted inଫୁରସତ

ମଝି ଆକାଶରେ ଉଡ଼ି ସମ୍ପର୍କ ରଖିଲେ ପ୍ରେମୀଯୁଗଳ, ପରେ ଘଟିଲା ଏମିତି…

ପାରାଚ୍ୟୁଟ ସାହାଯ୍ୟରେ ଆକାଶରେ ଉଡ଼ିବା କଥା ସମସ୍ତେ ଜାଣନ୍ତି। ମାତ୍ର ଏଥର ଏମିତି ଏକ ଘଟଣା ସାମ୍ନାକୁ ଆସିଛି ଯାହା ଶୁଣିଲେ ଆଶ୍ଚର୍ଯ୍ୟ ଲାଗେ। ପ୍ରେମୀଯୁଗଳ ମଝି ଆକାଶରେ ସମ୍ପର୍କ ରଖିବା ମହଙ୍ଗା ପଡ଼ିଛି। ଫଳରେ ଉଭୟଙ୍କୁ ଡାକ୍ତରଖାନା ଯିବାକୁ ପଡ଼ିଛି।

ଏକ ରିପୋର୍ଟ ଅନୁଯାୟୀ, ଏହି ପ୍ରେମୀଯୁଗଳ ଆକାଶରେ ସ୍କାଏ ଡାଇଭିଂ କରୁଥିଲେ। ଏମାନେ ନିଜେ ଏହି କଥା ପ୍ରକାଶ କରିଛନ୍ତି। ଯେତେବେଳେ ତାଙ୍କ ପାରାଚ୍ୟୁଟ୍‌ ଖୋଲିଲା ନାହିଁ ଏବଂ ଶେଷରେ ତାଙ୍କୁ ଡାକ୍ତରଖାନା ଯିବାକୁ ପଡ଼ିଲା।

ବ୍ରିଟେନସ୍ଥିତ ଟିଏଏସିର ଏକ ସାକ୍ଷାତକାରରେ ଓ୍ବିଲିୟମ ଏବଂ ଲେସ୍‌ଲି ଏହି ଘଟଣା ବିଷୟରେ କହିଥିଲେ। ସେମାନେ କହିଥିଲେ, ଆମେ ବର୍ଷେରୁ ଅଧିକ ହେବ ଏକାଠି ରହିଆସୁଛୁ। ଆମେ ଏହି ଉଚ୍ଚ ବିପଦପୂର୍ଣ୍ଣ ଖେଳରେ ଭାଗ ନେବାକୁ ସ୍ଥିର କରିଥିଲୁ।

ଓ୍ବିଲିୟମ କୁହନ୍ତି ଯେ, ସେ ଲେସ୍‌ଲିଙ୍କୁ ଖୁବ୍‌ ଭଲ ପାଆନ୍ତି। ସେ ବି ତାଙ୍କୁ ଖୁବ୍‌ ଭଲ ପାଆନ୍ତି। ତେଣୁ ଆମେ ଦୁଇଜଣ ସ୍କାଏ ଡାଇଭିଂ କରିବାକୁ ନିଷ୍ପତ୍ତି ନେଇଥିଲୁ। ଯେତେବେଳେ ଉଭୟ ଏହି ସ୍କାଏ ଡାଇଭ୍‌ରେ ଭାଗ ନେଲୁ ବିମାନରେ ପରସ୍ପରକୁ ଚୁମ୍ପନ ଦେଇଥିଲୁ। ଫଳରେ ପାରାଚ୍ୟୁଟ୍‌ରୁ ତଳକୁ ଖସିପଡ଼ିଥିଲେ। ଏଥିରେ ଓ୍ବିଲିୟମଙ୍କ ନାକର ହାଡ଼ ଭାଙ୍ଗିବା ସହ ଅଣ୍ଟା ମାଡ଼ ହୋଇଥିଲା। ଲେସ୍‌ଲି ମଧ୍ୟ ଗୁରୁତର ଭାବେ ଆହତ ହୋଇଥିଲେ। ଫଳରେ ଉଭୟଙ୍କୁ ହସ୍ପିଟାଲ ଯିବାକୁ ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କେମିତି ହୋଇଥିଲା ସାଣ୍ଟା କ୍ଲଜଙ୍କର ମୃତ୍ୟୁ? ଏହିଠି ପୋତାଯାଇଛି ସମାଧୀ, ଜାଣନ୍ତୁ ତାଙ୍କ ମୃତ୍ୟୁ ରହସ୍ୟ

ନୂଆଦିଲ୍ଲୀ,୨୪।୧୨: ଡିସେମ୍ବର ୨୫ ଅର୍ଥାତ୍‌ ଆସନ୍ତାକାଲି ସାରା ଭାରତରେ ଧୁମଧାମରେ ଖ୍ରୀଷ୍ଟମାସ ପାଳନ କରାଯିବ। କେବଳ ଖ୍ରୀଷ୍ଟିଆନ ଧର୍ମର ଲୋକ ନୁହଁନ୍ତି, ବିଶ୍ୱର ଅନ୍ୟ ଧର୍ମର...

କୋଣାର୍କଠାରେ ନିର୍ମିତ ହୋଇଥିଲା ମହାଶ୍ରମଙ୍କ ବିଜୟୀ-ବିଗ୍ରହ

ଆମେ ଗତସଂଖ୍ୟାରେ ସୂଚନା ଦେଇଥିଲୁ ୧୨୫୫ ମସିହାରେ ପଗଡ଼ି ସଦୃଶ ବାରଟି ମୁକୁଟ ଲାଙ୍ଗୁଳା ନରସିଂହଙ୍କ ଆଦେଶରେ ଶ୍ରୀପୁରୁଷୋତ୍ତମ କୋଷାଗାରକୁ ଅର୍ଥାତ୍‌ ଶ୍ରୀମନ୍ଦିର ଭଣ୍ଡାରକୁ ପଠାଯାଇଥିଲା।...

୫ ହଜାର କୋଟିର ବିବାହ! କିଏ ସେହି ଲୌରେନ ସାଞ୍ଚେଜ? ଯିଏ ହେବେ Jeff Bezosଙ୍କ ସହଧର୍ମିଣୀ

ମେକ୍ସିକୋ ସିଟି,୨୩।୧୨: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ତଥା ଆମାଜନର ପ୍ରତିଷ୍ଠାତା ଜେଫ ବେଜୋସ ଖୁବ ଶୀଘ୍ର ତାଙ୍କ ପ୍ରେମିକା ଲୌରେନ ସାଞ୍ଚେଜଙ୍କ ସହ ବିବାହ...

ଲୋକଙ୍କ ଭାବନା ଜାଣିପାରିବ ରୋବୋ

ଟୋକିଓ, ୨୩।୧୨: ଭବିଷ୍ୟତରେ ରୋବୋମାନେ କେବଳ ମଣିଷର ଚର୍ମକୁ ସ୍ପର୍ଶ କରି ସେମାନଙ୍କ ଭାବାବେଗ ଜାଣିବାକୁ ସକ୍ଷମ ହେବେ। ‘ଆଇଇଇଇ ଆକ୍ସେସ୍‌’ ଜର୍ନାଲରେ ଏନେଇ ଏକ...

୨୧ ହଜାର ଟଙ୍କାରେ ବିକ୍ରି ହେଲା ଅଣ୍ଡା

ଲଣ୍ଡନ: ସାଧାରଣତଃ ଭାରତରେ ଗୋଟିଏ ଅଣ୍ଡା ୮ରୁ ୧୨ ଟଙ୍କା ମଧ୍ୟରେ ବିକ୍ରି ହୋଇଥାଏ। ତେବେ ନିକଟରେ ବ୍ରିଟେନ୍‌ରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଗୋଟିଏ ଅଣ୍ଡା ୨୦୦...

୮ ଲକ୍ଷ ଖର୍ଚ୍ଚ କରିବା ସତ୍ତ୍ୱେ ବିଫଳ, ଶେଷରେ ୟୁଟ୍ୟୁବ୍‌ ଛାଡ଼ିଲେ ଫୁଡ୍‌ ବ୍ଲଗର

ନୂଆଦିଲ୍ଲୀ: ସମ୍ପ୍ରତି ୟୁଟ୍ୟୁବ୍‌ ରୋଜଗାରର ଏକ ମାଧ୍ୟମ ପାଲଟିଯାଇଛି। ସେଥିପାଇଁ ଅଧିକାଂଶ ଯୁବପିଢ଼ିଙ୍କ ମଧ୍ୟରେ ୟୁଟ୍ୟୁବର ହେବା ପାଇଁ କ୍ରେଜ୍‌ ବୃଦ୍ଧି ପାଇବାରେ ଲାଗିଛି। କିନ୍ତୁ...

ଖ୍ରୀଷ୍ଟମାସ ପୂର୍ବଦିନ ପୃଥିବୀରେ ହେବ ତାଣ୍ଡବ! ମାଡିଆସୁଛି ୧୨୦ ଫୁଟ୍‌ର ଆଷ୍ଟ୍ରୋଏଡ

ନୂଆଦିଲ୍ଲୀ,୨୦୧୨: ଖ୍ରୀଷ୍ଟମାସ ପୂର୍ବରୁ ଅର୍ଥାତ ଡିସେମ୍ବର ୨୪ରେ, ମହାକାଶରେ ବିରଳ ଘଟଣା ଘଟିବାକୁ ଯାଉଛି। ବୈଜ୍ଞାନିକଙ୍କ ଅନୁଯାୟୀ, ୧୨୦ ଫୁଟ ଲମ୍ବର ଆଷ୍ଟ୍ରୋଏଡ ପୃଥିବୀ ଆଡକୁ...

ଆଖି ବୁଜିଲେ କ୍ୟାନ୍‌ସର ସହ ଲଢ଼ୁଥିବା ଇଣ୍ଟରନେଟ୍‌ ସେନ୍‌ସେଶନ୍‌ ବିବେକ ପାଙ୍ଗେନି; ଶୁଖୁନି ପତ୍ନୀ ଶ୍ରୀଜାନାଙ୍କ ଆଖିର ଲୁହ

ନୂଆଦିଲ୍ଲୀ: ନିଷ୍ଠୁର ହୋଇଗଲେ ଭଗବାନ। ଦୀର୍ଘଦିନ ଧରି କ୍ୟାନ୍‌ସର ସହ ଲଢ଼ୁଥିବା ଇଣ୍ଟରନେଟ୍‌ ସେନ୍‌ସେଶନ ବିବେକ ପାଙ୍ଗେନି ଶେଷରେ ନିରବି ଗଲେ। ଦୁଇ ବର୍ଷ ଧରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri