ବିଦ୍ୟାଭାରତୀଙ୍କୁ ଜେରା ନ କରି ଫେରିଗଲା କ୍ରାଇମବ୍ରାଞ୍ଚ ଟିମ୍‌

ବାରିପଦା ଅଫିସ,୩ା୯: ବହୁଚର୍ଚ୍ଚିତ ଏଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ଗୁରୁବାର କ୍ରାଇମବ୍ରାଞ୍ଚ ବିଦ୍ୟାଭାରତୀଙ୍କୁ ତନାଘନା ଜେରା କରିଥିଲା। ପ୍ରାୟ ସାଢ଼େ ୬ ଘଣ୍ଟାରେ ୭୦ ପ୍ରଶ୍ନ ପଚାରିଥିଲା ଟିମ୍‌। ଆଜି ପୁଣି ଥରେ ବିଦ୍ୟାଭାରତୀ କ୍ରାଇମବ୍ରାଞ୍ଚ ଜେରାର ସମ୍ମୁଖୀନ ହେବେ ବୋଲି ଶୁଣିବାକୁ ମିଳିଥିଲା। କିନ୍ତୁ ଶୁକ୍ରବାର ସକାଳେ କ୍ରାଇମବ୍ରାଞ୍ଚ ଟିମ୍‌ ଫେରି ଯାଇଥିବା ଜଣାଯାଇଛି।

Share