ରାସ୍ତାକଡ଼ରେ ପଡିଛି ନବଜାତ ଶିଶୁକନ୍ୟାଙ୍କ ମୃତଦେହ: ଝୁଣିଖାଉଛି କାଉ

ପୁରୁଷୋତ୍ତମପୁର,୨।୧(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର ଦାମୋଦରପୁର ଗ୍ରାମ ନିକଟସ୍ଥ ରାସ୍ତାକଡରେ ଥିବା ଏକ ପଡିଆରେ ନବଜାତ ଶିଶୁକନ୍ୟାର ମୃତଦେହ ପଡ଼ିଥିବାବେଳେ ଏହାକୁ କାଉ ଖୁମ୍ପି ଖାଉଥିବାର ଏକ ହୃଦୟବିଦାରକ ଭଳି ଘଟଣା ଗୁରବାର ସକାଳେ ଦେଖିବାକୁମିଳିଛି। ଏହି ଶିଶୁଟି କେଉଁଠୁ ଏଠାକୁ ଆସିଲା, କିଏ ଏପରି ଜଘନ୍ୟ କାମ କରିଛନ୍ତି ତାହା ଗ୍ରାମବାସୀଙ୍କ ମଧ୍ୟରେ ଚର୍ଚ୍ଚାର ବିଷୟ ପାଲଟିଛି। ଏହାକୁ ନେଇ ସନ୍ଦେହ କରି କିଛି ବ୍ୟକ୍ତି କହିଛନ୍ତି, ଅବୈଧ ସମ୍ପର୍କରୁ କେହି ମହିଳା ଶିଶୁଟିକୁ ଜନ୍ମଦେବାପରେ ଲୋକଲଜ୍ଜାକୁ ନେଇ ରାସ୍ତାକଡରେ ଫୋପାଡିଦେଇ ଚାଲିଯାଇଥାଇପାରେ ବୋଲି କହୁଥିବାବେଳେ ଅନ୍ୟକିଛି ବ୍ୟକ୍ତି କହିଛନ୍ତି, କେହି ମହିଳା ମୃତଶିଶୁକୁ ଜନ୍ମଦେବାପରେ ଏପରି ଫୋପାଡିଦେଇଥିବାର ନେଇ କହିଛନ୍ତି। ଏହି ଶିଶୁଟି କାହାର ତାହା ଏଯାବତ ସ୍ପଷ୍ଟ ହୋଇପାରିନାହିଁ। ସ୍ଥାନୀୟ ଲୋକେ ଏହି ଘଟଣାକୁ ନେଇ ପୋଲିସକୁ ଖବର ଦେବାପରେ ଥାନା ଏସଆଇ ଶୁଶାନ୍ତ କୁମାର ମିଶ୍ର ଘଟଣାସ୍ଥଳକୁ ଯାଇ ତଦନ୍ତ କରିବାରେ ଲାଗିଛନ୍ତି।

 

 


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ପିଟିଲା ସ୍କର୍ପିଓ, ଚାଲିଗଲା ୩ ଜୀବନ

କୁଆଁରମୁଣ୍ଡା,୨୬ା୪(ମହେନ୍ଦ୍ର କୁମାର ସାହୁ): ଝାଡ଼ଖଣ୍ଡ ରାଜ୍ୟ ଚତରାରେ ଶନିବାର ଏକ ସ୍କର୍ପିଓ ରାସ୍ତା ପାଶର୍‌ବରେ ଥିବା ଗଛରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ସୁନ୍ଦରଗଡ଼...

କାଳବୈଶାଖୀ ତାଣ୍ଡବ: ଉପୁଡ଼ିଲା ଗଛ, ଅନ୍ଧାରରେ ଗାଁ

ନନ୍ଦପୁର,୨୫।୪(ତୁଷାରକାନ୍ତ ମହାନ୍ତି): ନବରଙ୍ଗପୁର ଜିଲା ନନ୍ଦପୁରରେ ଶନିବାର କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ବର୍ଷା ପବନ ହୋଇ ଏକାଧିକ ଗଛ ଉପୁଡ଼ି ରାସ୍ତା ଅବରୋଧ...

ମିଳିଲାନି ମୃତ ଯୁବକଙ୍କ ପରିଚୟ, ଶବ ସତ୍କାର କଲେ ସ୍ବେଚ୍ଛାସେବୀ

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାରର ସ୍ବେଚ୍ଛାସେବୀମାନେ ଶନିବାର ଜଣେ ଅଚିହ୍ନା ଯୁବକଙ୍କ ମୃତଦେହକୁ ସତ୍କାର କରିଛନ୍ତି । ଗତ ୨୧ତାରିଖ ବରଗଡ଼...

ନାବାଳିକାଙ୍କୁ ବଳାତ୍କାର: ଫେରାର ଅଭିଯୁକ୍ତ ଗିରଫ

ଜୟପୁର,୨୬ା୪(ପବନ ପାଣିଗ୍ରାହୀ)- ନାବାଳିକା ବଳାତ୍କାର ମାମଲାର ଫେରାର ଅଭିଯୁକ୍ତଙ୍କୁ ଶନିବାର ଜୟପୁର ମହିଳା ପୋଲିସ ଗିରଫ କରିଛି। ଅଭିଯୁକ୍ତ ହେଲେ ଘେନୁ ହନ୍ତାଳ। ମିଳିଥିବା ସୂଚନା...

ମୌଳିକ ସେବା ଅପହଞ୍ଚ: ଚଟାଣରେ ଚିକିତ୍ସା, ହାତରେ ସାଲାଇନ

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ସହରାଞ୍ଚଳ ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀଙ୍କୁ ସର୍ବନିମ୍ନ ମୌଳିକା ସୁବିଧା ସୁଯୋଗ ଅପହଞ୍ଚ ହୋଇପଡ଼ିଛି। ଏଠାରେ ଡାକ୍ତର ଅଭାବ ନିତିଦିନିଆ...

ମନ୍ଦାକିନୀଙ୍କ ଉପରେ ପୁଣି ଭରଷା କଲା କଂଗ୍ରେସ

ଭବାନୀପାଟଣା,୨୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରର ସାମାଜିକ କର୍ମୀ ମନ୍ଦାକିନୀ ବାଣୁଆ ପୁଣି ଥରେ ରାଜ୍ୟ ଯୁବ କଂଗ୍ରେସ ସାଧାରଣ ସମ୍ପାଦିକା ଭାବେ...

ରାସ୍ତା ଉପରେ ଟଳି ପଡିଲେ ବୃଦ୍ଧ, ଅଂଶୁଘାତ ଅଭିଯୋଗ

ଦିଗପହଣ୍ଡି,୨୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଜଗନ୍ନାଥପୁର ବସଷ୍ଟାଣ୍ଡ ଛକ ରାସ୍ତା ଉପରେ ଜଣେ ବୃଦ୍ଧ ଶନିବାର ଅପରାହ୍ନ ପ୍ରାୟ ୨ ଟାରେ...

ବାହାଘର ଭୋଜିରେ ଅଘଟଣ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଜଣଙ୍କ ଜୀବନ, ଜଣେ ଗୁରୁତର

ଫୁଲବାଣୀ,୨୬।୪(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଟିକାବାଲି ଥାନା ଅଧୀନ କଇଁଝର ପଞ୍ଚାୟତ କୁଟିଗଡ଼ ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ଅନ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image