ବିଭିନ୍ନ ସମସ୍ୟା ନେଇ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲା ଉନ୍ନୟନ କମିଟି

କର୍ଲାମୁଣ୍ଡା,୨୯ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଉନ୍ନୟନ କମିଟି ପକ୍ଷରୁ ଭୁବନେଶ୍ୱରଠାରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ସାକ୍ଷାତ ସମୟରେ କର୍ଲାମୁଣ୍ଡା ବ୍ଲକରେ ଥିବା ବିଭିନ୍ନ ସମସ୍ୟା ଉପରେ ଆଲୋକପାତ କରିଥିଲେ। ଏଥିରେ ଭବାନୀପାଟଣା ପୂର୍ବତନ ବିଧାୟକ ପ୍ରଦୀପ୍ତ ନାଏକ, କର୍ଲାମୁଣ୍ଡା ବ୍ଲକ ଉନ୍ନୟନ କମିଟି ସଭାପତି ଦୟାନିଧି ସାହୁ, ସମ୍ପାଦକ ଗୋବିନ୍ଦ ଶଙ୍କର ସାହୁ, ନବୀନ କିଶୋର ସାହୁ,ପୁଷ୍ପକାନ୍ତି କୁମାର, ବିଘ୍ନରାଜ ସାହୁ, ଗଣେଶ କୁମାର, ବନମାଳୀ ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ସେହିପରି କମିଟି ପକ୍ଷରୁ ଉଚ୍ଚ ଶିକ୍ଷାମନ୍ତ୍ରୀଙ୍କୁ ଓ ରାଜସ୍ବ ମନ୍ତ୍ରୀଙ୍କୁ ସାକ୍ଷାତ କରି ବ୍ଲକରେ ଶିକ୍ଷା ଓ ରାଜସ୍ବ ବିଭାଗର ବିଭିନ୍ନ ସମସ୍ୟା ଉପରେ ଦୃଷ୍ଟି ଆକର୍ଷଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ବିଜେଡିକୁ ଟାର୍ଗେଟ କଲେ ମୋହନ, ଏଥର କହିଦେଲେ ବଡ଼ କଥା..

ଯାଜପୁର,୨୯।୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ କି ବାତ୍‌ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଇ ରବିବାର ଯାଜପୁର ଜିଲାର ବଡ଼ଚଣା...

ବଡ଼ଚଣାରେ ଗର୍ଜିଲେ ମୋହନ, କହିଲେ ସ୍ମିତାରାଣୀ ମୃତ୍ୟୁ ମାମଲାର ହେବ ତଦନ୍ତ, ଦୋଷୀଙ୍କୁ ମିଳିବ…

ଯାଜପୁର,୨୯ା୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଯାଜପୁର ଜିଲାର ବଡ଼ଚଣା ନିର୍ବାଚନମଣ୍ଡଳୀ ଗସ୍ତ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ମନ୍‌ କି ବାତ୍‌ ’...

ରାପିଡ୍‌ ଆକ୍ସନ ଫୋର୍ସର ଫ୍ଲାଗ୍‌ମାର୍ଚ୍ଚ, ସାମିଲ ହେଲେ ଏସ୍‌ପି-ଡିଆଇଜି-ଜିଲାପାଳ

ଭଦ୍ରକ,୨୯ା୯(ସନାତନ ରାଉତ): ବିବାଦୀୟ ପୋଷ୍ଟକୁ ନେଇ ଭଦ୍ରକରେ ଉତ୍ତେଜନା ଘଟଣାରେ ୧୬୩ ଧାରା ଜାରି ରହିଥିବା ବେଳେ ଇଣ୍ଟନେଟ୍‌ ସେବା ବନ୍ଦ ରହିଛି। ପୋଲିସକୁ ଆକ୍ରମଣ...

ଆନ୍ତଃରାଜ୍ୟ ଗ୍ୟାଙ୍ଗ୍‌କୁ ଧରିଲା ପୋଲିସ: ୧୯ ନାମୀଦାମୀ ବାଇକ୍‌ ଜବତ, ଜଣେ ଗିରଫ

ପାରଳାଖେମୁଣ୍ଡି,୨୯ା୯(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ବଡ଼ ଧରଣର ସଫଳତା। ଆନ୍ଧ୍ର ଓ ଓଡ଼ିଶା ଆନ୍ତଃରାଜ୍ୟ ବାଇକ୍‌ ଲୁଟେରାକୁ ଧରିବା ସହ ୧୯ଟି...

ଯାତ୍ରା ଦେଖିବାକୁ ଯାଇ ଘରକୁ ଫେରି ନ ଥିଲେ, ନାଳରୁ ମିଳିଲା ମୃତଦେହ

ଭୁବନ,୨୯ା୯(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ଭୁଷଳ ପଞ୍ଚାୟତ ଅସୁରବନ୍ଧ ଗ୍ରାମର ବିଷ୍ଣୁ ମଳିକ(୪୪)ଙ୍କ ମୃତଦେହ ରବିବାର ସକାଳେ ପଥରଡଙ୍ଗା ନାଳରୁ ଜବତ...

ସୀମାରେ ଆଇଇଡି ବିସ୍ଫୋରଣ, ୫ ଯବାନ ଆହତ

ମାଲକାନଗିରି,୨୯ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲାରେ ଆଇଇଡି ବିସ୍ଫୋରଣ ହୋଇ ୫ ଯବାନ ଆହତ ହୋଇଛନ୍ତି। ସୂଚନା ମୁତାବକ, ଛତିଶଗଡ଼ ବିଜାପୁର...

ମିଡିୟୁବାନ୍ଦା ଜଳପ୍ରପାତରେ କମୁଛି ଜଳସ୍ତର, ପର୍ଯ୍ୟଟକ ମୁହଁ ଫେରାଇବା ଆଶଙ୍କା

ଦାରିଙ୍ଗବାଡ଼ି,୨୯ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଅନେକ ଜଳପ୍ରପାତ ରହିଛି। ସେଗୁଡିକ ମଧ୍ୟରୁ ପାଙ୍ଗାଲିର ଇନ୍ଦ୍ରଧନୁ ଜଳପ୍ରପାତ ସମେତ ପାଟାବାନ୍ଧା ଜଳପ୍ରପାତ, କିରିକୁଟି ଲଭର୍ସ...

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମର ଫାଇଲ ଜବତ କଲା ଭିଜିଲାନ୍ସ

କେସିଙ୍ଗା,୨୯ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଭିଜିଲାନ୍ସ ବିଭାଗ ଶନିବାର କେସିଙ୍ଗା ବ୍ଲକ କଶ୍ରୁପଡା ପଞ୍ଚାୟତର ଘଣ୍ଟଶଳା ଗ୍ରାମରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ହୋଇଥିବା କାମର କେସ୍‌ ରେକର୍ଡ ଫାଇଲ ଜବତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri