ମାଡ଼ି ଆସୁଛି କି ମହାବିପତ୍ତି! ଚିଲ ନେଇଗଲା ଶ୍ରୀମନ୍ଦିର ନେତ, ଭାଇରାଲ ହେଉଛି ଭିଡିଓ…

Featured Video Play Icon

ପୁରୀ,୧୩ା୪: ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ଏକ ଚିଲ ଥଣ୍ଟରେ ବାନା ପରି ଦିଶୁଥିବା କପଡ଼ା ଧରି ଉଡ଼ୁଥିବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି ଭିଡିଓ ଦେଖିବା ପରେ ଭକ୍ତମାନେ ଭୟଭୀତ ହୋଇଯାଇଛନ୍ତି।

ଶନିବାର ସନ୍ଧ୍ୟାରେ ଶ୍ରୀମନ୍ଦିର ଉପରେ ଚୂନରା ସେବକମାନେ ନେତ ଲଗା କାର୍ଯ୍ୟ କରୁଥିବା ବେଳେ ଏକ ଚିଲ ଶ୍ରୀମନ୍ଦିର ନିକଟରେ ନେତ ପରି ଦେଖାଯାଉଥିବା କପଡ଼ା ଧରି ଉଡ଼ିଥିଲା। ଏହା ଦେଖି ଶ୍ରଦ୍ଧାଳୁମାନେ ଭୟଭୀତ ହୋଇପଡ଼ିଛନ୍ତି। କାରଣ ଚିଲ ଏକ ଅଶୁଭ ସଙ୍କେତ ହୋଇଥିବାରୁ ଲୋକେ ଭୟଭୀତ ହୋଇଛନ୍ତି। କିଛି ଲୋକ ଏହାକୁ ମହାବିପତ୍ତି ଆସୁଥିବା ମଧ୍ୟ ଭିଡିଓରେ କମେଣ୍ଟ ଦେଇଛନ୍ତି।

ଆଉ କିଛି ଲୋକ କହିଛନ୍ତି, ରାଜ୍ୟରେ ଯେବେ ବି ମହାବିପତ୍ତି ଆସେ କାଳିଆ ସାଆନ୍ତେ କିଛି ନା କିଛି ସତର୍କ ସଙ୍କେତ ଦେଇଥାନ୍ତି। ସେ ଯାହା ବି ହୋଇଥାଉନା କାହିଁକି ଏପରି ସଙ୍କେତ ବିଶ୍ୱ ପାଇଁ ଆଦୌ ଶୁଭଙ୍କର ନୁହେଁ ବୋଲି ଶ୍ରଦ୍ଧାଳୁମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦଘରୁ ମିଳିଲା ଯୁବକଙ୍କ ମୃତଦେହ

ଦିଗପହଣ୍ଡି,୨୫।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହସପୁର ପଞ୍ଚାୟତ ହାଟପଦା ଗ୍ରାମର ବନ୍ଦଥିବା ଘରୁ ଜଣେ ଯୁବକଙ୍କ ଗଳିତ ମୃତଦେହ ଶୁକ୍ରବାର...

ପହଲଗାମ ଆତଙ୍କବାଦୀ ଆକ୍ରମଣ, କାର୍ଯ୍ୟାନୁଷ୍ଠାନ ଦାବି କଲା ବରଗଡ଼ ହିନ୍ଦୁ ଏକତା ମଞ୍ଚ

ବରଗଡ଼,୨୫।୪(ପ୍ରେମାନନ୍ଦ ଖମାରୀ) – ଜମ୍ମୁ କଶ୍ମୀର ପହଲଗାମରେ ସଂଘଟିତ ଆତଙ୍କବାଦୀ ଆକ୍ରମଣ ସାରା ଦେଶବାସୀଙ୍କୁ ସ୍ତବ୍ଧ କରି ଦେଇଛି। ଉକ୍ତ ଆତଙ୍କବାଦୀ ଆକ୍ରମଣ ପଛରେ ରହିଥିବା...

Blast In Pakistan: ପାକିସ୍ତାନରେ ବଡ଼ ବିସ୍ଫୋରଣ: ବହୁ ଯବାନ ଶହୀଦ

ଇସଲାମବାଦ,୨୫।୪: ପାକିସ୍ତାନର ବାଲୁଚିସ୍ତାନ ପ୍ରଦେଶର କ୍ୱେଟା ସହରର ମାର୍ଗେଟ ଅଞ୍ଚଳରେ ଶୁକ୍ରବାର ଏକ ଆଇଇଡି (ଇମ୍ପ୍ରୋଭାଇଜଡ ଏକ୍ସପ୍ଲୋସିଭ ଡିଭାଇସ) ବିସ୍ଫୋରଣରେ ଫ୍ରଣ୍ଟିୟର କନଷ୍ଟାବୁଲାରୀ (ଏଫସି)ର ୪...

ଖଲ୍ଲିକୋଟ ସହରରେ ମାତିଛନ୍ତି ଚୋର: ୧୫ ଦିନରେ ୭ ଘରୁ ନେଇଗଲେଣି ଲକ୍ଷାଧିକ ଟଙ୍କା, ସୁନାଗହଣା

ଖଲ୍ଲିକୋଟ,୨୫ା୪ (ପ୍ରଶାନ୍ତ କୁମାର ମିଶ୍ର):ଖଲ୍ଲିକୋଟ ଥାନା ଅଞ୍ଚଳରେ ଦିନକୁ ଦିନ ବଢ଼ି ଚାଲିଛି ଚୋରି ଘଟଣା। ପ୍ରତି ରାତିରେ ଏବେ ଚୋରି ହେଉଛି। ବୁଧବାର ରାତିରେ...

ବଣ ଛତୁଖାଇ ଗୋଟିଏ ଗାଁର ୫ ଗୁରୁତର

ମୋହନା,୨୫।୪(ମନ୍ମଥ ମିଶ୍ର ): ବଣ ଛତୁଖାଇ ଗୋଟିଏ ଗାଁର ୫ ଗୁରୁତର। ଏଭଳି ଅଭାବନୀୟ ଘଟଣା ଘଟିଛି ମୋହନା ଥାନା ବଡ଼ଖଣି ଗାଁରେ। ଦିନ ୧୨...

କୋଶଲ ସଂଗ୍ରାମୀଙ୍କୁ ଉଠାଇ ନେଲା ପୋଲିସ୍: ଡାକ୍ତରଖାନାରେ ଅନଶନ ଜାରି

ବରଗଡ଼, ୨୫।୪(ପ୍ରେମାନନ୍ଦ ଖମାରୀ) – ସ୍ବତନ୍ତ୍ର କୋଶଲ ରାଜ୍ୟ ଗଠନ ସମେତ ବିଭିନ୍ନ ଦାବି ନେଇ ବରଗଡ଼ ସହର ଉପକଣ୍ଠ ବୀରଛକରେ ଅନଶନରେ ବସିଥିବା ୩ଜଣ...

ପହଲଗାମ୍‌ରେ ଆତଙ୍କବାଦୀ ଆକ୍ରମଣ ଘଟଣା: ଦାରିଙ୍ଗବାଡ଼ି ବଣିକ ସଂଘ ପକ୍ଷରୁ କ୍ୟାଣ୍ଡେଲ ଶୋଭାଯାତ୍ରା

ଦାରିଙ୍ଗବାଡି, ୨୫।୪ (ଅରୁଣ ସାହୁ)- ଜମ୍ମୁ କଶ୍ମୀରର ପହଲଗାମରେ ଆତଙ୍କୀବାଦୀଙ୍କ ଆକ୍ରମଣ ଘଟଣାରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବଣିକ ସଙ୍ଘ ଓ ଗ୍ରାମବାସୀ ପକ୍ଷରୁ ଏହାର...

ଦୋକାନରେ ମଦ ବିକୁଥିଲେ ମହିଳା ୱାର୍ଡମେମ୍ବର: ଖବର ପ୍ରସାରଣ କରିଥିବା ସାମ୍ବାଦିଙ୍କୁ ମା’ଙ୍କ ସହ ମିଶି ରାସ୍ତା ମଝିରେ ଛେଚି ପକାଇଲେ…

ପାଟଣା,୨୫।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଜଣେ କର୍ତ୍ତବ୍ୟରତ ଖବରଦାତାଙ୍କ ଉପରେ ଆକ୍ରମଣ ହୋଇଛି। ମଦ ବିକ୍ରି କରୁଥିବା ଥିବା ଜଣେ ମହିଳା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image