Posted inଫୁରସତ

ପୃଥିବୀ ଗୋଟିଏ ପଟକୁ ୮୦ ସେ.ମି. ଢଳିଛି

ଅତ୍ୟଧିକ ଭୂତଳ ଜଳ ବ୍ୟବହାର ମଧ୍ୟ ପୃଥିବୀ ଉପରେ ପ୍ରଭାବ ପକାଇବା ଆରମ୍ଭ କରିଛି। ଜିଓଫିଜିକାଲ ରିସର୍ଚ୍ଚ ଲେଟର୍ସରେ ପ୍ରକାଶିତ ତଥ୍ୟ ଅନୁଯାୟୀ ୧୯୯୩ରୁ ୨୦୧୦ ମଧ୍ୟରେ ଅଧିକ ପରିମାଣ ଭୂତଳ ଜଳ ବାହାର କରାଯିବା କାରଣରୁ ପୃଥିବୀକୁ ଗୋଟିଏ ପଟକୁ ୮୦ ସେଣ୍ଟିମିଟର (୩୧.୫ ଇଞ୍ଚ) ପର୍ଯ୍ୟନ୍ତ ଢଳାଇ ଦେଇଛି। ପୂର୍ବରୁ ଏକ ଅଧ୍ୟୟନରେ କୁହାଯାଇଥିଲା ଯେ ଭୂଗର୍ଭ ଜଳର ଅସନ୍ତୁଳନ ଯୋଗୁ ପୃଥିବୀ ନିଜ କକ୍ଷରୁ କିଛିମାତ୍ରାରେ ପରିବର୍ତ୍ତନ ହୋଇଛି। ଭୂବିଜ୍ଞାନୀଙ୍କ ଅଧ୍ୟୟନ ଅନୁଯାୟୀ ୧୯୯୩ରୁ ୨୦୧୦ ମଧ୍ୟରେ ମନୁଷ୍ୟ ଦ୍ୱାରା ଭୂଗର୍ଭରୁ ୨,୧୫୦ ଗିଗାଟନ ଭୂଗର୍ଭ ଜଳକୁ ବାହାର କରାଯାଇଛି। ଏଥିଯୋଗୁ ୬ ଇଞ୍ଚ ସମୁଦ୍ର ଜଳ ପତ୍ତନ ମଧ୍ୟ ବୃଦ୍ଧି ପାଇଛି। ଭୂଗର୍ଭ ଜଳ ଯେ ପୃଥିବୀର ବିବର୍ତ୍ତନକୁ ପରିବର୍ତ୍ତନ କରିପାରେ ତାହା ପ୍ରଥମ ଥର ପାଇଁ ୨୦୧୬ରେ ଆବିଷ୍କାର କରାଯାଇଥିଲା। ପୃଥିବୀରେ ଦେଖାଦେଉଥିବା ପରିବର୍ତ୍ତନ କେବଳ ଯେ ଗ୍ଲେସିୟରରେ ବରଫ ତରଳିବା ଯୋଗୁ ହେଉଥିବା ନେଇ କୁହାଯାଉଥିବା ବେଳେ ଏବେ ଭୂତଳ ଜଳ ଯୋଗୁ ଏପରି ହେଉଥିବା ଗବେଷଣାରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ୧୦ ମନ୍ଦିର

ଓଡ଼ିଶାରେ ଅନେକ ପ୍ରସିଦ୍ଧ ମନ୍ଦିର ରହିଛି, ଯାହା ସ୍ଥାପତ୍ୟ, ସାଂସ୍କୃତିକ ମହତ୍ତ୍ୱ ଓ ଆଧ୍ୟାତ୍ମିକତା ପାଇଁ ଜଣାଶୁଣା। ନିମ୍ନରେ ଓଡ଼ିଶାର ଶ୍ରେଷ୍ଠ ୧୦ଟି ମନ୍ଦିରର ତାଲିକା...

Pakistan Richest Person: ପାକିସ୍ତାନର ସବୁଠୁ ଧନୀ ବ୍ୟକ୍ତି କିଏ ଜାଣନ୍ତୁ, ସାରା ବିଶ୍ୱରେ ବିଛାଇଛନ୍ତି କମ୍ପାନୀ

ଇସଲାମାବାଦ୍‌,୨୦।୩: ଗରିବ ପାକିସ୍ତାନୀଙ୍କ ଅବସ୍ଥା ବିଷୟରେ ସାରା ବିଶ୍ୱ ଜାଣେ। ପଡ଼ୋଶୀ ଦେଶର ଋଣ ପ୍ରତି ପାଞ୍ଚ ବର୍ଷରେ ଦ୍ୱିଗୁଣିତ ହୁଏ। ଏହା ଉପରେ, ୧୯୯୭...

ଏହି କୁକୁରର ଦାମ୍‌ ଜାଣିଲେ ପାଦତଳୁ ଖସିଯିବ ମାଟି, ମାଲିକ କୁହନ୍ତି…

ବେଙ୍ଗାଲୁରୁର ଜଣେ ବ୍ୟକ୍ତି ବିଶ୍ୱର ସବୁଠାରୁ ମହଙ୍ଗା କୁକୁର କିଣି ଲୋକଙ୍କୁ ଆଶ୍ଚର୍ଯ୍ୟ କରିଦେଇଛନ୍ତି। ଏହି କୁକୁରର ଦାମ୍‌ ଜାଣିଲେ ପାଦତଳୁ ମାଟି ଖସିଯିବ। ତେବେ...

ଜୀବନ ଧନ ମୋ ପଖାଳ କଂସା

ଭୁବନେଶ୍ୱର,୨୦ା୩(ସୌମ୍ୟରଞ୍ଜନ ରାଉତ): ଓଡ଼ିଆ ଜନଜୀବନ ସହ ପଖାଳର ସମ୍ପର୍କ ବହୁ ପୁରୁଣା। ପ୍ରତ୍ୟେକ ଓଡ଼ିଆର ପ୍ରାଣର ପ୍ରତୀକ ହେଉଛି ପଖାଳ। ଗାଁ ହେଉ କି ସହର...

International Day of Happiness 2025: ଆଜି ଅନ୍ତର୍ଜାତୀୟ ଖୁସି ଦିବସ; ଜାଣନ୍ତୁ ଏହାର ଇତିହାସ,ଗୁରୁତ୍ୱ…

ଦୈନନ୍ଦିନ ଜୀବନ ପାଇଁ ଖାଦ୍ୟ, ବାସଗୃହ ଯେମିତି ଆବଶ୍ୟକ, ଖୁସି ମଧ୍ୟ ସେହିପରି ଅପରିହାର୍ଯ୍ୟ । ଖୁସି ରହିବା ପ୍ରତ୍ୟେକ ବ୍ୟକ୍ତିଙ୍କ ଜନ୍ମଗତ ଅଧିକାର। ଆଜି...

ଆଉ ଶୁଭୁନି ଘରଚଟିଆଙ୍କ କିଚିରିମିଚିରି ଶବ୍ଦ

ଘରଚଟିଆମାନଙ୍କ କିଚିରିମିଚିରି ଶବ୍ଦ ଏବେ ଅନେକ ଲୋକଙ୍କ ପିଲାଦିନର ସ୍ମୃତିର ଏକ ଅଂଶ ପାଲଟିଯାଇଛି। ଏକ ସମୟ ଥିଲା ଯେତେବେଳେ ସବୁଠି ଚଢ଼େଇ ଦେଖାଯାଉଥିଲେ, ତାହା...

ଏହି ଦେଶରେ ସୁନା ଦରରେ ବିକ୍ରି ହେଉଛି କଣ୍ଡୋମ, କିଣିବାକୁ ହେଲେ ସରିଯାଉଛି ଅଧା ଦରମା

ସାରା ବିଶ୍ୱରେ କଣ୍ଡୋମ ବ୍ୟବହାର ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଏହା କେବଳ ଅସୁରକ୍ଷିତ ଯୌନ ସମ୍ପର୍କରୁ ରକ୍ଷା କରେ ତାହା ନୁହେଁ ବରଂ ଅନାବଶ୍ୟକ...

Youtubeରୁ ପ୍ରତି ମାସକୁ କେତେ ରୋଜଗାର କରନ୍ତି ସୀମା ହାଇଦର: ଜାଣିଲେ ଉଡ଼ିଯିବ ହୋଶ୍‌

ନୂଆଦିଲ୍ଲୀ,୧୮।୩: ପାକିସ୍ତାନରୁ ଭାରତ ଆସିଥିବା ସୀମା ହାଇଦର ମଙ୍ଗଳବାର ସକାଳେ ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଛନ୍ତି। ଏହି ଖୁସି ଖବର ଗ୍ରେଟର ନୋଏଡାର କ୍ରିଷ୍ଣା...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image