Categories: ଜାତୀୟ

ଅପରାହ୍ନରେ ୫ ରାଜ୍ୟର ନିର୍ବାଚନ ତାରିଖ ଘୋଷଣା

ନୂଆଦିଲ୍ଲୀ,୮।୧: ୫ ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ତାରିଖ ଆଜି ଅପରାହ୍ନ ୩ଟା ୩୦ରେ ଘୋଷଣା କରାଯିବ। ତେବେ ନିର୍ବାଚନ ଆୟୋଗ ତାରିଖ ଘୋଷଣା କରିବେ ବୋଲି ସୂଚନା ରହିଛି। ଉତ୍ତରପ୍ରଦେଶ, ଗୋଆ, ପଞ୍ଜାବ, ମଣିପୁର ଏବଂ ଉତ୍ତରାଖଣ୍ଡରେ ନିର୍ବାଚନ ହେବ।

 

Share