ଟ୍ରାକିଂବେଳେ ବନ କର୍ମଚାରୀଙ୍କୁ ଶୁଣ୍ଢରେ ଟେକି କଚାଡ଼ିଲା ହାତୀ, ଭାଙ୍ଗିଦେଲା ହାତ

ବଣାଇଁ,୩ା୧୦(ପ୍ରଦୀପ ତ୍ରିପାଠୀ): ଗୁରୁବାର ବଣାଇଁ ବନଖଣ୍ଡ ତଥା କୁଳିପୋଷ ରେଞ୍ଜ ଅଧୀନ ଗଣିଘଷା ନିକଟରେ ଗତକାଲି ଠାରୁ ଘୂରି ବୁଲୁଥିବା ୪ଟିକିଆ ହାତୀ ପଲ ସମ୍ପର୍କରେ ସୂଚନା ପାଇ ବନବିଭାଗ ପକ୍ଷରୁ ଟ୍ରାକିଂ ଓ ଘଉଡ଼ାଇବା କାର୍ଯ୍ୟ ଚାଲିଥିଲା। ହାତୀଙ୍କ ବାସ୍ତବିକ ସ୍ଥିତି ଜଣା ପଡ଼ୁ ନ ଥିବାରୁ ବନ କର୍ମଚାରୀ ହାତୀ ସମ୍ମୁଖରେ ପଡ଼ି ଯାଇଥିଲେ। ହଠାତ୍‌ ହାତୀଙ୍କ ପାଲଟା ଆକ୍ରମଣ କ୍ରମେ ଜଣେ ଗଜସାଥୀଙ୍କୁ ଗୋଟେ ହାତୀ ଶୁଣ୍ଢରେ ଧରି କଚାଡ଼ିବା ଫଳରେ ହାତ ଭାଙ୍ଗିବା ସହିତ ମୁଣ୍ଡ ଓ ମୁହଁ, ଆଖି କ୍ଷତାକ୍ତ ହୋଇଥିଲା। ଅନ୍ୟ ଜଣେ ବନରକ୍ଷୀ ମଧ୍ୟ ଠିକ ସମୟରେ ପାଖରେ ଥିବାରୁ ତାଙ୍କୁ ହାତୀ ଆକ୍ରମଣ କରି ଆହତ କରିଥିଲା। ଦୁଇ ଆହତ ହେଲେ କୁଳିପୋଷ ରେଞ୍ଜ ଗଣିଘଷା ଗ୍ରାମର ଗଜସାଥୀ ସନ୍ତୋଷ ମୁଣ୍ଡା ଓ ବରସୁଆଁ ରେଞ୍ଜର ବନରକ୍ଷୀ ଅନିରୁଦ୍ଧ ବେହେରା। ତାଙ୍କୁ କିଛି ସମୟ ପୂର୍ବରୁ ବନବିଭାଗ ଘଟଣାସ୍ଥଳରୁ ଉଦ୍ଧାର କରି ପ୍ରଥମେ ବଣାଇଁ ଉପଖଣ୍ଡ ଚିକିତ୍ସାଳୟ ଓ ଏବେ କୁଳିପୋଷ ରେଞ୍ଜର ଜଣେ ବନପାଳ ପ୍ରଦୀପ ଭୋଇଙ୍କ ତତ୍ତ୍ୱାବଧାନରେ ଚିକିତ୍ସା ପାଇଁ ରାଉରକେଲା ସ୍ଥାନାନ୍ତର କରାଯାଉଛି। ଆହତ ଗଜସାଥୀଙ୍କୁ ବନବିଭାଗ ଉପଯୁକ୍ତ କ୍ଷତିପୂରଣ ଦେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ୪୬ ତମ ପ୍ରତିଷ୍ଠା ଦିବସ ଘରେ ଘରେ ପତାକା କାର୍ଯ୍ୟକ୍ରମ ଶୁଭାରମ୍ଭ

ଭଞ୍ଜନଗର,୬।୪(ବାବୁଲା ପ୍ରଧାନ): ଭାଜପା ର ୪୬ ତମ ପ୍ରତିଷ୍ଠା ଦିବସ ରବିବାର ଓ ସୋମବାର ଦୁଇଦିନ ପାଳିତ ହେବ। ଏହି ଅବସରରେ ସମସ୍ତଙ୍କ ଘରେ ପତାକା...

Ram Navami: ରାମନବମୀ ଉପଲକ୍ଷେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ PM ମୋଦି, ‘ସଶକ୍ତ, ସମୃଦ୍ଧ ଏବଂ ସମର୍ଥ ଭାରତର ସଂକଳ୍ପକୁ…

ନୂଆଦିଲ୍ଲୀ,୬।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଦେଶବାସୀଙ୍କୁ ‘ରାମ ନବମୀ’ର ଶୁଭେଚ୍ଛା ଜଣାଇ ଦେଶବାସୀଙ୍କ ଜୀବନରେ ନୂତନ ଉତ୍ସାହ ପାଇଁ ପ୍ରାର୍ଥନା କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି...

‘ସେ ଗୋଟିଏ ପାଗଳ’…ବଡ଼ ଆନ୍ଦୋଳନ, ଟ୍ରମ୍ପଙ୍କ ବିରୋଧରେ ରାଜରାସ୍ତାକୁ ଓହ୍ଲାଇଲେ ହଜାର ହଜାର ଲୋକ

ନୂଆଦିଲ୍ଲୀ,୬।୪: ଆମେରିକାରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ତାଙ୍କର ପ୍ରମୁଖ ଉପଦେଷ୍ଟା ତଥା ବିଲିୟନେୟାର ଏଲନ ମସ୍କଙ୍କ ବିରୋଧରେ ହଜାର ହଜାର ଲୋକ ରାସ୍ତାକୁ ଓହ୍ଲାଇଛନ୍ତି।...

ମା’ ତାରାତାରିଣୀଙ୍କ ଦର୍ଶନ କଲେ ହାଇକୋର୍ଟ ମୁଖ୍ୟ ବିଚାରପତି

ଛତ୍ରପୁର/ପୁରୁଷୋତ୍ତମପୁର,୬।୪(ସନ୍ତୋଷ ପାଢ଼ୀ/ସିମାଞ୍ଚଳ ମିଶ୍ର): ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ହରିଶ ଟଣ୍ଡନ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ମନ୍ଦିରକୁ ଆସି ମାଙ୍କ...

ଉଠିଲା ବେଳକୁ ଅଗଣାରେ ଭାଲୁ, ପରେ ଯୁବକଙ୍କୁ ଯାହା କଲା…

ପାଟଣା,୬।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସ୍ବାମ ପୁରୁଣା ମୁଣ୍ଡା ସାହିକୁ ରବିବାର ସକାଳୁ ଏକ ବଣୁଆ ଭାଲୁ ପଶି ଆସିଥିଲା। ପରେ...

ଟ୍ରମ୍ପଙ୍କ ଟାରିଫ୍‌, ମୋଦିଙ୍କ Make in Indiaକୁ ଜୋରଦାର୍‌ ଝଟ୍‌କା!

ନୂଆଦିଲ୍ଲୀ,୬।୪:ଏପ୍ରିଲ ୨ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ସମେତ ବିଶ୍ୱର ଅନେକ ଦେଶ ଉପରେ ପାରସ୍ପରିକ ଶୁଳ୍କ ଘୋଷଣା କରିଛନ୍ତି। ଯାହା ପରେ ସାରା...

Waqf Amendment Bill 2025: ମିଳିଲା ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ଆଇନରେ ପରିଣତ ହେଲା ଓ୍ବକଫ୍‌ ସଂଶୋଧିତ ବିଲ୍‌

ନୂଆଦିଲ୍ଲୀ,୬।୪: ଆଇନ୍‌ରେ ପରିଣତ ହୋଇଛି ଓ୍ବକଫ୍‌ ସଂଶୋଧିତ ବିଲ୍‌। ସଂସଦର ଉଭୟ ଗୃହରେ ବିଲ୍‌ଟି ପାସ ହେବା ପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହାକୁ ମଞ୍ଜୁରୀ...

ଅନୁଗୋଳରେ ଏନକାଉଣ୍ଟର, କୁଖ୍ୟାତ ଅପରାଧି କ୍ଷୀରୋଦ ନାୟକ ଗୁରୁତର 

ଅନୁଗୋଳ ଅଫିସ,୬।୪(ମାନସ ବିଶ୍ୱାଳ): ଅନୁଗୋଳ ଟାଉନ ଥାନା ଅନ୍ତର୍ଗତ କୁରୁଡ଼ୋଲ ହନୁମାନ ବାଟିକା ନିକଟ ଆମ୍ବ ବଗିଚା ଠାରେ ଶନିବାର ବିଳମ୍ବତ ରାତିରେ ଏନକାଉଣ୍ଟର ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image