ପୁଣି ମିଳିଲା ହାତୀ କଙ୍କାଳ

ଆଠଗଡ,୨୭।୬(ଡି.ଏନ୍‌.ଏ.): କଟକ ଜିଲା ଆଠଗଡ଼ ବନଖଣ୍ଡ ବଡମ୍ବା ବନାଞ୍ଚଳ ଗୋପପୁର ରେଞ୍ଜର ମଣ୍ଡପ ସରଂକ୍ଷିତ ଜଙ୍ଗଲରୁ ଏକ ହାତୀର କଙ୍କାଳ ବନ ବିଭାଗ ଉଦ୍ଧାର କରିଛି । ହାତୀ କଙ୍କାଳ ମିଳିବା ପରେ ବନବିଭାଗ ପକ୍ଷରୁ ଏହାର ତଦନ୍ତ ଆରମ୍ଭ ହୋଇଛି।