ଭିଜିଲାନ୍ସ ଜାଲରେ ଯନ୍ତ୍ରୀ, ଠିକାଦାରଙ୍କୁ ମାଗିଥିଲେ ୧ ଲକ୍ଷ ଲାଞ୍ଚ

ବଲାଙ୍ଗୀର,୨୪ା୭(ସୁନୀଲ କୁମାର ମହାନ୍ତି): ୫୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାବୁଡ଼ରେ ପଡ଼ିଛନ୍ତି ପାଟଣାଗଡ଼ ଗ୍ରାମ୍ୟ ଉନ୍ନୟନ ବିଭାଗ ଆସିଷ୍ଟାଣ୍ଟ ଏକ୍‌ଜିକ୍ୟୁଟିଭ୍‌ ଇଞ୍ଜିନିୟର ସୁଜିତ କୁମାର ପାଢ଼ୀ। ଠିକାଦାରଙ୍କ ବିଲ୍‌ କରିଦେବାକୁ ଆସିଷ୍ଟାଣ୍ଟ ଏକ୍‌ଜିକ୍ୟୁଟିଭ୍‌ ଇଞ୍ଜିନିୟର ପାଢ଼ୀ ଠିକାଦାରଙ୍କଠାରୁ ୧ ଲକ୍ଷ ଟଙ୍କା ଦାବି କରିଥିଲେ। ପ୍ରଥମ କିସ୍ତିରେ ୫୦ ହଜାର ଟଙ୍କା ଠିକାଦାରଙ୍କଠାରୁ ନେଇଥିଲେ। ବୁଧବାର ଦ୍ବିତୀୟ କିସ୍ତି ଲାଞ୍ଚ ୫୦ ହଜାର ଟଙ୍କା ନେଲାବେଳେ ଭିଜିଲାନ୍ସ ଟିମ୍‌ ଆସିଷ୍ଟାଣ୍ଟ ଏକ୍‌ଜିକ୍ୟୁଟିଭ୍‌ ଇଞ୍ଜିନିୟର ପାଢ଼ୀଙ୍କୁ କାବୁ କରି ନେଇଥିଲେ। ତାଙ୍କଠାରୁ ଭିଜିଲାନ୍ସ ଟିମ୍‌ ୫୦ ହଜାର ଟଙ୍କା ଜବତ କରିଛନ୍ତି। ଏନେଇ ସମ୍ବଲପୁର ଭିଜିଲାନ୍ସ ବିଭାଗ ପକ୍ଷରୁ ଏକ ମାମଲା ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଫେରି ପାରିଲେନି; ଦୁର୍ଘଟଣାରେ ଚାଲିଗଲା ଜଣଙ୍କ ଜୀବନ, ୩ ଗୁରୁତର

ଜି.ଉଦୟଗିରି,୧୮।୪(ଚିନ୍ମୟ କୁମାର ସେଠୀ): ଜି. ଉଦୟଗିରିରେ ୨ ପୃଥକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି। ସ୍ଥାନୀୟ ପରିଷଦ ଅନ୍ତର୍ଗତ...

ଦିଗପହଣ୍ଡିରେ ରାମଚରିତ ମାନସ ପାରାୟଣ ଶୁଭାରମ୍ଭ

ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଜାର ସିଂହଦାର ସମ୍ମୁଖରେ ଶୁକ୍ରବାର ସାରୁ ଶ୍ରୀରାମ ଚରିତ ମାନସ ନବାହ୍ନ ପାରାୟଣ ଓ ପ୍ରବଚନ କାର୍ଯ୍ୟକ୍ରମ...

BJD: ନବୀନ ନିବାସରେ ହେଲା ଫାଇନାଲ, କାଲି ବଡ଼ ଘୋଷଣା!

ଭୁବନେଶ୍ୱର,୧୮।୪: ବିଜୁ ଜନତା ଦଳ (ବିଜେଡି) ସଂଗଠନରେ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଦଳର ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିକଟରେ...

ଶସ୍ତାରେ ମିଳୁଛି ଭଡା ଘର, 1 BHK ଫ୍ଲାଟ ପାଇଁ ଦେବାକୁ ପଡିବ…

ନୂଆଦିଲ୍ଲୀ,୧୮।୪: ଭାରତର ବିଭିନ୍ନ ସହରରେ ଘର ଭଡାର ମୂଲ୍ୟ ଦିନକୁ ଦିନ ବଢୁଛି। ତେବେ କେତେକ ଛୋଟ ଓ ମଧ୍ୟମ ସହରରେ ଭଡା ମୂଲ୍ୟ ଏବେ...

ଅପହୃତା ନାବାଳିକା ଭୁବନେଶ୍ୱରରୁ ଉଦ୍ଧାର: ଜେଲ ଗଲେ…

ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅଞ୍ଚଳରୁ ଅପହୃତ କରାଯାଇଥିବା ଜଣେ ନାବାଳିକାଙ୍କୁ ପାଟପୁର ପୋଲିସ ଭୁବନେଶ୍ୱରସ୍ଥିତ ଏକ ଘରୁ ଉଦ୍ଧାର କରିଛି।...

ଚାଷୀଙ୍କ ଚିନ୍ତା ବଢ଼ାଇଲାଣି ଚକଡ଼ା ରୋଗ: ଧାନ ଫସଲରେ ବ୍ୟାପିବା ଆରମ୍ଭ

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ)- ରାଜ୍ୟର ବରଗଡ଼ ଜିଲାରେ ଅଧିକ ଧାନଚାଷ ହୋଇଥାଏ। କିନ୍ତୁ ଏଠାରେ ଚାଷକୁ ନେଇ ଚାଷୀମାନେ ବହୁବିଧ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଧାନଚାଷ କରି...

Starlink: ଷ୍ଟାରଲିଙ୍କ୍‌ ଆସିବା ପରେ ଭାରତକୁ କ’ଣ ମିଳିବ ଫାଇଦା, କେବେ ମିଳିବ ଭାରତୀୟଙ୍କୁ ସୁବିଧା

ନୂଆଦିଲ୍ଲୀ,୧୮।୪:ଏଲନ ମସ୍କଙ୍କ ଷ୍ଟାରଲିଙ୍କ ସେବା ଭାରତ ଆସିବାକୁ ପ୍ରସ୍ତୁତ ହେଉଛି। ଏଥିପାଇଁ ଷ୍ଟାରଲିଙ୍କ ଭାରତୀୟ ଟେଲିକମ କମ୍ପାନୀ ଜିଓ ଏବଂ ଏୟାରଟେଲ ସହିତ ହାତ ମିଳାଇଛି।...

UPI ଉପରେ ଲାଗିବନି GST, ଡିଜିଟାଲ ପେମେଣ୍ଟ ଉପରେ ଟିକସ ନାହିଁ ବୋଲି ସ୍ପଷ୍ଟ କଲା କେନ୍ଦ୍ର

ନୂଆଦିଲ୍ଲୀ,୧୮।୪: UPI ଉପରେ ଲାଗିବନି GST। କେନ୍ଦ୍ର ସରକାର ୨୦୦୦ ଟଙ୍କାରୁ ଅଧିକ ମୂଲ୍ୟର UPI କାରବାର ଉପରେ GST ଲାଗୁ କରିବାକୁ ଯୋଜନା କରୁଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image