ଲାଞ୍ଚ ନେଇ ଧରାପଡ଼ିଲେ ଯନ୍ତ୍ରୀ

ରାୟଗଡ଼ା,୨୯ା୯(ଆଶିଷ ରଞ୍ଜନ ପଣ୍ଡା): ୭ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଯନ୍ତ୍ରୀ। ଜନସ୍ବାସ୍ଥ୍ୟ ବିଭାଗ (ପିଏଚ୍‌ଡ଼ି) କାର୍ଯ୍ୟାଳୟ ଏଷ୍ଟିମେଟର ଯନ୍ତ୍ରୀ ରମାକାନ୍ତ ଠିକାଦାର ସୁମନ୍ତ ପରିଡ଼ାଙ୍କଠାରୁ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଜୟପୁର ଭିଜିଲାନ୍ସ ଅତିରିକ୍ତ ଏସ୍‌ପି ଅରୁଣ କୁମାର ନାୟକ ଓ ରାୟଗଡ଼ା ଭିଜିଲାନ୍ସ ଇନ୍ସପେକ୍ଟର ତରୁଲତା ବେହେରା ଘଟଣାର ତଦନ୍ତ କରୁଛନ୍ତି।

Share