ଫୋର୍ସ ଆଇଏକ୍ସର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ନୂଆଦିଲ୍ଲୀ,୩୦।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ୯ ଏଏମ୍‌ ଭେଞ୍ଚର୍ସ ପ୍ରାଇଭେଟ୍‌ ଲିମିଟେଡ୍‌ର ଅନ୍ୟତମ ଅଭିନବ ବ୍ରାଣ୍ଡ୍‌ ‘ଫୋର୍ସ ଆଇଏକ୍ସ’ର ପ୍ରଥମ ଫ୍ଲାଗ୍‌ଶିପ୍‌ ଷ୍ଟୋରର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ମୁମ୍ବାଇର ବାନ୍ଦ୍ରାଠାରେ ‘ଫୋର୍ସ ଆଇଏକ୍ସ’ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ ଆନୁଷ୍ଠାନିକ ଭାବେ ଉଦ୍‌ଘାଟିତ ହୋଇଯାଇଛି। ବିଶେଷକରି ଚଳିତ ବର୍ଷ ଜାନୁୟାରୀରେ ଆଥଲେଜୁର ଓ୍ବେର୍‌ ଲେବଲର ସଫ୍ଟ ଲଞ୍ଚ ବଲିଉଡ୍‌ ତାରକା ଅକ୍ଷୟ କୁମାରଙ୍କ ଦ୍ୱାରା ‘ଫୋର୍ସ ଆଇଏକ୍ସ ଫ୍ଲାଗ୍‌ଶିପ୍‌ ବୁଟିକ୍‌’ ମୁମ୍ବାଇର ବାନ୍ଦ୍ରାଠାରେ ଶୁଭାରମ୍ଭ କରାଯାଇଥିଲା। ଯାହାକି ଲିଙ୍କିଙ୍କ୍‌ ରୋଡ୍‌ ବଷ୍ଟଲିଂ ଶପିଙ୍ଗ୍‌ ଡିଷ୍ଟ୍ରିକ୍‌ଠାରେ ଅବସ୍ଥିତ। ଅପରପକ୍ଷରେ ୧୮୦୦ ବର୍ଗଫୁଟ ପରିମିତ ସ୍ଥାନରେ ଗଢ଼ି ଉଠିଥିବା ଏହି ଷ୍ଟୋରରେ ଟି-ଶାର୍ଟ, ଶାର୍ଟ, ସୁଇଟ ଶାର୍ଟ, ହୁଡିଜି, ଜ୍ୟାକେଟ୍‌, ପୋଲୋ ଟି-ଶାର୍ଟ, ଡେନିମ୍‌, ଚାଇନ୍ସ, ଜଗର୍ସ, ସର୍ଟ ଏବଂ ନାଇଟ୍‌ ଓ୍ବେୟର ସମେତ କ୍ୟାପ୍‌ସ, ବେଲ୍ଟସ, ଟ୍ରାଭେଲ୍‌ ଆସେସୋରିଜ୍‌, ଜୋତା ଏବଂ ଘଣ୍ଟା ଭଳି ଅତ୍ୟାବଶ୍ୟକ ସାମଗ୍ରୀର ବ୍ୟାପକ ପରିସର ଉପଲବ୍ଧ।
ଏ ସମ୍ପର୍କରେ ଫୋର୍ସ ଆଇଏକ୍ସର ସହ-ପ୍ରତିଷ୍ଠାତା ଅକ୍ଷୟ କୁମାର କହିଛନ୍ତି, ଫୋର୍ସ ଆଇଏକ୍ସ ପଛରେ ସମ୍ପୂର୍ଣ୍ଣ ଧାରଣା ଥିଲା ଏକ ବ୍ରାଣ୍ଡ୍‌ ସୃଷ୍ଟି କରିବା। ହେଲେ ଯେତେବେଳେ ଆମେ ଏହି ବ୍ରାଣ୍ଡ୍‌ରେ କାମ କରିବା ଆରମ୍ଭ କଲୁ ଏବଂ ସେତେବେଳେ ମଧ୍ୟ ଆମେ ଜାଣି ନ ଥିଲୁ ଯେ ଏହା ଆମର ଏକ ମହତ୍ତ୍ୱପୂର୍ଣ୍ଣ ଅଂଶ ହୋଇଯିବ। ଏପରିକି ମାସାଧିକ କାଳ ଅକ୍ଲାନ୍ତ ପରିଶ୍ରମ କରିବା ପରେ ଫୋର୍ସ ଆଇଏକ୍ସର ପ୍ରଥମ ଫ୍ଲାଗ୍‌ଶିପ୍‌ ଷ୍ଟୋର୍‌ ଉଦ୍‌ଘାଟନକରି ଆମେ ବେଶ୍‌ ଉତ୍ସାହିତ ଅଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଦାୟିତ୍ୱ ଗ୍ରହଣ କଲେ ଆତିଶୀ, ହେଲେ ପାଖରେ କାହିଁକି ରଖିଲେ ଖାଲି ଚୌକି, କହିଲେ ଏମିତି କଥା

ନୂଆଦିଲ୍ଲୀ,୨୩।୯: ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ଆତିଶୀ ସୋମବାର ସଚିବାଳୟରେ ପହଞ୍ଚି ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିଥିଲେ। ମୁଖ୍ୟମନ୍ତ୍ରୀ ଆତିଶୀଙ୍କ କାର୍ଯ୍ୟାଳୟରେ ଦୁଇଟି ଚୌକି ଲଗାଯାଇଛି। ଅରବିନ୍ଦ...

ମଥୁରା-ବୃନ୍ଦାବନ ପ୍ରସାଦର ଗୁଣବତ୍ତାକୁ ନେଇ ପ୍ରଶ୍ନ ଉଠାଇଲେ ଡିମ୍ପଲ

ଲକ୍ଷ୍ନୌ,୨୩।୯: ଆନ୍ଧ୍ରପ୍ରଦେଶର ତିରୁପତି ବାଲାଜୀ ମନ୍ଦିରରେ ଭକ୍ତଙ୍କ ପାଇଁ ପ୍ରସ୍ତୁତ ‘ପ୍ରସାଦ’ରେ ପଶୁ ଚର୍ବି ମିଶ୍ରଣ ହେବାର ଖବର ଆସିବା ପରେ ମଥୁରାରେ ଖାଦ୍ୟ ଏବଂ...

ସୁପ୍ରିମକୋର୍ଟଙ୍କ ଐତିହାସିକ ରାୟ: ପିଲାମାନଙ୍କ ସହ ଜଡିତ ଅଶ୍ଳିଳ ସାମଗ୍ରୀ ନିଜ ପାଖରେ ରଖିବା ଦଣ୍ଡନୀୟ ଅପରାଧ

ନୂଆଦିଲ୍ଲୀ,୨୩।୯: ସୁପ୍ରିମକୋର୍ଟ ସ୍ପଷ୍ଟ କରିଛନ୍ତି ଯେ ଚାଇଲ୍ଡ ପୋର୍ନୋଗ୍ରାଫି ସହ ଜଡିତ ସାମଗ୍ରୀ ଡାଉନଲୋଡ କରିବା ଏବଂ ଏହାକୁ ନିଜ ପାଖରେ ରଖିବା ଏକ ଅପରାଧ।...

ଲଡୁ ପ୍ରସାଦ ମାମଲାକୁ ନେଇ ତିରୁପତି ମନ୍ଦିର ଟ୍ରଷ୍ଟ ଦେଲା ରିପୋର୍ଟ

ତିରୁପତି,୨୩।୯: ତିରୁପତି ବାଲାଜୀ ମନ୍ଦିରରେ ପ୍ରସାଦ ଭାବରେ ତିଆରି ହୋଇଥିବା ଲଡୁରେ ପଶୁ ଚର୍ବି ମିଶୁଥିବା ମାମଲାରେ ମୁଖ୍ୟ ସୂଚନା ସାମ୍ନାକୁ ଆସିଛି। ଘିଅରେ ଅପମିଶ୍ରଣ...

ଆଜି ମୁଖ୍ୟମନ୍ତ୍ରୀ ପଦ ସମ୍ଭାଳିବେ ଆତିଶୀ

ନୂଆଦିଲ୍ଲୀ,୨୩।୯: ଦୁଇ ଦିନ ପୂର୍ବେ ବରିଷ୍ଠ ଆମ ଆଦମୀ ପାର୍ଟିର ନେତା ଆତିଶୀ କ୍ୟାବିନେଟ ସହିତ ଦିଲ୍ଲୀର ଅଷ୍ଟମ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ।...

ସିସୋଡିଆଙ୍କ ବଡ ବୟାନ, କେଜରିଓ୍ବାଲଙ୍କ ସହ ମୋର ସମ୍ପର୍କ ରାମ ଲକ୍ଷଣ ପରି

ନୂଆଦିଲ୍ଲୀ,୨୩।୯: ବରିଷ୍ଠ ଆମ ଆଦମୀ ପାର୍ଟି ନେତା ମନୀଷ ସିସୋଡିଆ ରବିବାର ଦଳର ଜାତୀୟ ସଂଯୋଜକ ଅରବିନ୍ଦ କେଜରିୱାଲଙ୍କ ସହ ଥିବା ସମ୍ପର୍କକୁ ପ୍ରଭୁ ରାମ...

୫୦ କୋଟିର କାରବାର ଆକଳନ

ଭୁବନେଶ୍ୱର,୨୩।୯ (ଅଭୟ ଦାଶ): ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଜୟପୁରର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ରଗ୍‌ ଉତ୍ସବ’ ନିକଟରେ ଆରମ୍ଭ ହୋଇଯାଇଛି। ଏପରିକି...

ଆଇଏସ୍‌ବି ପକ୍ଷରୁ ପିଜିପି ୱାଇଏଲ୍‌ର ଶୁଭାରମ୍ଭ

ଭୁବନେଶ୍ୱର,୨୩।୯: ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଅଗ୍ରଣୀ ମ୍ୟାନେଜମେଣ୍ଟ କଲେଜ ଇଣ୍ଡିଆନ ସ୍କୁଲ ଅଫ୍‌ ବିଜ୍‌ନେସ୍‌ ବା ଆଇଏସ୍‌ବିର ନୂତନ ପାଠ୍ୟକ୍ରମ ‘ପିଜିପି ୱାଇଏଲ୍‌’ର ଶୁଭାରମ୍ଭ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri