ଓସୋମ୍‌ ବୋବାସ୍‌ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୩।୮: ପ୍ରଥମ ଥର ପାଇଁ ଭୁବନେଶ୍ୱର (ଓଡ଼ିଶା) ବଜାରରେ ଅନ୍ତଃରାଷ୍ଟ୍ରୀୟ ଫୁଡ୍‌ ବ୍ରାଣ୍ଡ୍‌ ‘ବିଙ୍ଗସୁ’ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ ଶୁକ୍ରବାର କଳ୍ପନା ସ୍ଥିତ ଉତ୍କଳ କନିକା ଗ୍ୟାଲେରିଆ ମଲ୍‌ରେ ଉଦ୍‌ଘାଟିତ ହୋଇଯାଇଛି। ଓଡ଼ିଶାରେ ଏହା ବିଙ୍ଗସୁର ପ୍ରଥମ ଆଉଟ୍‌ଲେଟ୍‌ ହୋଇଥିଲାବେଳେ ଏଠାରେ ସନି ମ୍ୟାଙ୍ଗୋ ବିଙ୍ଗସୁ, ଥାଇ ଚାଇ ବିଙ୍ଗସୁ, ଆରବିକା ଅନୋଖା ବିଙ୍ଗସୁ, ଓରିଓ ଓବେସନ୍‌ ବିଙ୍ଗସୁ ଭଳି ଅନେକ ପ୍ରକାର କୋରିଆନର ବିଙ୍ଗସୁ ମେନ୍ୟୁ ସାମିଲ ରହିଛି। ସେହିପରି ବବଲ୍‌ ଟି’ର ମିଲ୍କ ବେସ୍‌ ସିରିଜରେ ତାରୋ ତମସା, ମାଚ୍ଚା ମସ୍ତି, ଚକୋଲେଟ୍‌ ପାରାଡାଇଜ୍‌, ଥାଇ ଟ୍ବିଷ୍ଟ, ଭେଲା ଭାନିଲା, ଫ୍ରୁଟ୍‌ ବେସ୍‌ ସିରିଜରେ ମ୍ୟାଙ୍ଗୋ ମ୍ୟାଜିକ୍‌, କୋକୋବେରୀ ପ, ପିନା କୋଲଡା ବ୍ଳାଷ୍ଟ, କାଶ୍ମୀର ରୋଜ୍‌ ରାନି, ବ୍ଳୁ ଅବତାର ଏବଂ କ୍ରାକିଂ ଚକୋଲେଟ୍‌ ବୋବାରେ ଚକୋ ଥଣ୍ଡର ଥାଇ, ମାଚା ବୁମ୍‌, କ୍ରାକିଂ କଫି, ଟଫିରେ ରେନ୍‌ବୋ ଜେଲି, ପପିଂ ବୋବା, କଫି ଜେଲି ଓ କୋକୋନଟ୍‌ ଜେଲି ଭଳି ଅନେକ ପ୍ରକାର ବବଲ୍‌ ଟି ସାମିଲ ରହିଛି। ଏ ନେଇ ଓସୋମ୍‌ ବୋବାର ଆଉଟ୍‌ଲେଟ୍‌ ମୁଖ୍ୟ ଅଭିଜିତ୍‌ ରଥ କହିଛନ୍ତି, ଭୁବନେଶ୍ୱର ସ୍ମାର୍ଟ ସିଟି ହୋଇଛି। ଯୁବପିଢ଼ି ସବୁବେଳେ ନିଆରା ଖାଦ୍ୟ ଖାଇବାକୁ ପସନ୍ଦ କରୁଛନ୍ତି। ସେମାନଙ୍କ ଚାହିଦାକୁ ଦୃଷ୍ଟିରେ ରଖି ଏହା ଖୋଲାଯାଇଛି। ଖାଦ୍ୟପ୍ରେମୀମାନେ ଏହାର ଲାଭ ନେଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

କୋଟି କୋଟି ଟଙ୍କାର ବ୍ୟବସାୟ ଛାଡି ରିଲାଏନ୍ସରେ ଦେଇଥିଲେ ଯୋଗ, ଏବେ କମ୍ପାନୀର…

ନୂଆଦିଲ୍ଲୀ,୧୯।୯: ଜୟକର୍ପ ଲିମିଟେଡର ଚେୟାରମ୍ୟାନ୍‌ ଆନନ୍ଦ ଜେନ ରିଅଲ ଇଷ୍ଟେଟ, ବିତ୍ତ ଓ ପୁଞ୍ଜି ବଜାର ସହିତ ଅନ୍ୟ ଉଦ୍ୟୋଗରେ ୩୦ବର୍ଷର ଅନୁଭବ ରଖିଛନ୍ତି। ତେବେ...

ପାର୍ବଣ ସମୟରେ ନିୟନ୍ତ୍ରଣରେ ରହିବ ଦରଦାମ୍: ଆଶ୍ୱସ୍ତ କଲେ ସରକାର

ନୂଆଦିଲ୍ଲୀ,୧୮ା୯: ସରକାର ନାଗରିକମାନଙ୍କୁ ଆଶ୍ୱାସନା ଦେଇଛନ୍ତି ଯେ ଆଗାମୀ ପାର୍ବଣ ଋତୁରେ ଅତ୍ୟାବଶ୍ୟକ ଦ୍ରବ୍ୟର ମୂଲ୍ୟ ବୃଦ୍ଧି ହେବ ନାହିଁ। ବଢୁଥିବା ଦରଦାମ୍ ଏବେ ଲୋକମାନଙ୍କର...

ଜିଡିପିରେ ଓଡ଼ିଶାର ଜବରଦସ୍ତ ଉନ୍ନତି: ପଛରେ ପଡିଲା ପଶ୍ଚିମବଙ୍ଗ

ନୂଆଦିଲ୍ଲୀ,୧୮।୯: ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପରାମର୍ଶଦାତା ପରିଷଦ (ଇଏସି-ପିଏମ) ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ଏହି ରିପୋର୍ଟରେ ଦର୍ଶାଯାଇଛି ଯେ, ଉଦାରୀକରଣ ପରେ ଦକ୍ଷିଣ ରାଜ୍ୟଗୁଡ଼ିକ...

ଭାରତରେ ବଢିଚାଲିଛନ୍ତି କୋଟିପତି: ୧୦ କୋଟିରୁ ଅଧିକ ଆୟ କରୁଥିବା ଲୋକଙ୍କ ସଂଖ୍ୟା ୬୩ ପ୍ରତିଶତ ବୃଦ୍ଧି

ନୂଆଦିଲ୍ଲୀ,୧୭।୯: ଦେଶରେ କୋଟିପତି ଲୋକଙ୍କ ସଂଖ୍ୟାରେ ବଡ ମାତ୍ରାରେ ବୃଦ୍ଧି ଘଟିଛି। ଗତ ପାଞ୍ଚ ବର୍ଷ ମଧ୍ୟରେ ୧୦ କୋଟିରୁ ଅଧିକ ଆୟ କରୁଥିବା ଭାରତୀୟଙ୍କ...

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୧୭।୯: ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ...

୮ ନିୟୁତ ଟନ୍‌କୁ ବୃଦ୍ଧିପାଇବ ଉତ୍ପାଦନ କ୍ଷମତା

ଯାଜପୁର,୧୭ା୯(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା କଳିଙ୍ଗନଗର ଟାଟା ଷ୍ଟିଲ କାରଖାନାର ଦ୍ୱିତୀୟ ପର୍ଯ୍ୟାୟ ସମ୍ପ୍ରସାରଣ ଖୁବ୍‌ଶୀଘ୍ର ସମ୍ପନ୍ନ ହେବାକୁ ଯାଉଛି। ଏହିକ୍ରମରେ ଏହାର ଉତ୍ପାଦନ କ୍ଷମତା...

ଭାରତରେ ବିଏମ୍‌ଡବ୍ଲ୍ୟୁ ରିଟେଲ ନେକ୍ସଟର ଶୁଭାରମ୍ଭ

ନୂଆଦିଲ୍ଲୀ,୧୭।୯ (ଅଭୟ ଦାଶ): ଭାରତରେ ବିଏମ୍‌ଡବ୍ଲ୍ୟୁ ଗ୍ରୁପର ରିଟେଲ ନେକ୍ସଟ ଡିଲରଶିପ ଶୁଭାରମ୍ଭ ସମ୍ପର୍କରେ କମ୍ପାନୀର ଇଣ୍ଡିଆ ୟୁନିଟ ପକ୍ଷରୁ ବିସ୍ତୃତ ଭାବେ ଘୋଷଣା କରାଯାଇଛି।...

ଭାରତ ଏକବିଂଶ ଶତାବ୍ଦୀର ଶ୍ରେଷ୍ଠ ଆହ୍ବାନ

ନୂଆଦିଲ୍ଲୀ,୧୭।୯ (ଅଭୟ ଦାଶ): ଗୁଜରାଟର ଗାନ୍ଧୀନଗରସ୍ଥିତ ମହାତ୍ମା ମନ୍ଦିରଠାରେ ୪ର୍ଥ ବିଶ୍ୱ ଅକ୍ଷୟ ଶକ୍ତି ନିବେଶକ ସମ୍ମିଳନୀ ଏବଂ ପ୍ରଦର୍ଶନୀ (ରି-ଇନ୍‌ଭେଷ୍ଟ)କୁ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri