ତଳି ପକାଉଥିବା ବେଳେ ବଜ୍ରାଘାତରେ ଚାଷୀ ମୃତ

ନିଶ୍ଚିନ୍ତକୋଇଲି,୨୬।୬(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ରାମକୃଷ୍ଣପୁର ପଞ୍ଚାୟତ ଦହପଡ଼ା ଗ୍ରାମର ଜଣେ ଚାଷୀଙ୍କ ବଜ୍ରାଘାତରେ ମୃତ୍ୟୁ ଘଟିଛି। ସେ ହେଲେ ଶ୍ୟାମସୁନ୍ଦର ବେହେରା (୫୦)। ସକାଳେ ବିଲରେ ତଳି ପକାଉଥିବା ବେଳେ ବଜ୍ରାଘାତରେ ତାଙ୍କର ମୃତ୍ୟୁ ଘଟିଥିଲା।
ଗୁରୁତର ଅବସ୍ଥାରେ ପାଖ ଲୋକ ତାଙ୍କୁ ଉଦ୍ଧାର କରି ନିଶ୍ଚିନ୍ତକୋଇଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର୍ତ୍ତିକ ପୂର୍ଣ୍ଣିମାରେ ଭାସିଲା ୧୬୦ ଫୁଟର ଡ଼ଙ୍ଗା

ସୋର,୧୫।୧୧: ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ଗାଁଠୁ ସହର ସବୁଠି ଚଳଚଞ୍ଚଳ। ଏହି ପରିପ୍ରେକ୍ଷୀରେ ଓଡ଼ିଶା ନୌବାଣିଜ୍ୟ ପରମ୍ପରାପକୁ ମନେ ପକାଇ ରାଜ୍ୟବ୍ୟାପୀ ଲୋକେ ନଦୀ,...

‘ଭାରତକୁ ସ୍ବାଧୀନତା ଆଣିବାରେ ବିର୍ସା ମୁଣ୍ଡାଙ୍କ ଅବଦାନ ଅତୁଳନୀୟ’

ଦାରିଙ୍ଗବାଡ଼ି,୧୫ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସର ମଧ୍ୟରେ ଶୁକ୍ରବାର ବିର୍ସା ମୁଣ୍ଡାଙ୍କ ୧୫୦ତମ ଜନ୍ମ ଜୟନ୍ତୀ ପାଳନ ବଡ଼...

କାବେରୀ ଘାଟରେ ବୋଇତ ବନ୍ଦାଣ କଲେ ପାଟଣା ବିଧାୟକ

ପାଟଣା,୧୫ା୧୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ଉତ୍ସବ ପାଇଁ ଶୁକ୍ରବାର ରାତ୍ରି ୪ଟାରୁ ପାଟଣା...

ଗ୍ୟାସ୍‌ ଟାଙ୍କି ଫାଟି ୩ ଗୁରୁତର

ରାଗୟଡ଼ା,୧୫ା୧୧(ଆଶିଷ ରଞ୍ଜନ ପଣ୍ଡା): ଗ୍ୟାସ୍‌ ଟାଙ୍କି ଫାଟି ତିନି ଜଣ ଗୁରୁତର ହୋଇଥିବା ଜଣାପଡ଼ିଛି। ଆହତଙ୍କୁ ପ୍ରଥମେ ଜିଲା ମୁଖ୍ୟ ଚିକିତ୍ସାଳୟେ ଭର୍ତ୍ତି କରି ପ୍ରାଥମିକ...

ବୁଡ଼ାଗୁଡ଼ା-ଗୁମିକିଆ ରାସ୍ତା ସାରା ଖାଲ, ଗର୍ଭବତୀଙ୍କୁ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚାଇବା କଷ୍ଟକର

ଦାରିଙ୍ଗବାଡ଼ି,୧୫ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଦୁର୍ଗମ ପଞ୍ଚାୟତ ଗୁମିକିଆ ଓ ଅଲିମାହା ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ପ୍ରକାଶ ଯେ, ବୁଡ଼ାଗୁଡ଼ାଠାରୁ ଅଲିମାହା...

ବିଜେଡି ଦୟାରୁ ମୋ ନାଁରେ ୭୨ କେସ୍‌: ଜୟନାରାୟଣ

ସମ୍ବଲପୁର,୧୫।୧୧(ଭବାନୀ ଶଙ୍କର ଭୋଇ)\:ବିଜେଡି ଦୟାରୁ ମୋ ନାଁରେ ୭୨ କେସ୍‌ । କେସ୍‌, ମୋ ପାଇଁ କେସ୍‌ ଗୋଟେ ଉପହାର ସଦୃଶ ା ବିଜେଡି ସରକାର...

କାର୍ତ୍ତିକ ସରିଲା, ଶୀତ ଗାଏବ: ପର୍ଯ୍ୟଟକ ନିରାଶ

ଦାରିଙ୍ଗବାଡି, ୧୫।୧୧ (ଅରୁଣ ସାହୁ): କାର୍ତ୍ତିକ ସରିଲା ହେଲେ ଅଦ୍ୟାବଧି କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶୀତ ଆସିନାହିଁ । ଏହି ସମୟରେ ସର୍ବନିମ୍ମ...

ଆରୁହା ପାହାଡ଼ରେ ବେଆଇନ କଳାପଥର ଖାଦାନ

ଯାଜପୁର,୧୫ା୧୧(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ଧର୍ମଶାଳା ତହସିଲ ଅଞ୍ଚଳରେ ଏତେ ପରିମାଣରେ ବେଆଇନ କ୍ରଶର ଏବଂ ପଥର ଖାଦାନ ଚାଲିଛି ଯେ, ସ୍କୁଲ ପିଲାଙ୍କ ଜୀବନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri