ଧାନବସ୍ତା ରଖି ରାସ୍ତାରେ ବସିଲେ ଚାଷୀ

ପାଟଣା,୭ା୨(ସ୍ବ. ପ୍ର.) କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ସମବାୟ ସମିତି ଅଧୀନ ଚେମେଣା ଶାଖା ସମିତି ମଣ୍ଡିରେ ଚାଷୀ ଧାନ ବିକ୍ରି କରି ନ ପାରି ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ରବିବାର ୧୨୦ରୁ ଊଦ୍ଧର୍‌ବ ଚାଷୀ ୪୯ନଂ. ଜାତୀୟ ରାଜପଥର ଚେମେଣା ନିକଟରେ ଧାନ ବସ୍ତା ରଖି ରାସ୍ତା ଅବରୋଧ କରିଥିଲେ। ତୁରୁମୁଙ୍ଗା ଥାନା ଅଧିକାରୀ ମଦନ ମୋହନ ନାଏଜ ସଦଳବଳ ପହଞ୍ଚି ଉତ୍ତ୍ୟକ୍ତ ଚାଷୀଙ୍କୁ ବୁଝାଶୁଝା କରୁଥିବା ବେଳେ ଖବର ଲେଖା ଯିବା ପର୍ଯ୍ୟନ୍ତ ଚାଷୀମାନେ ଯିଦରେ ଅଟଳ ରହି ରାସ୍ତା ଅବରୋଧ ଜାରି ରଖିଛନ୍ତି। ଚେମେଣା ଶାଖା ସମବାୟ ସମିତି ମଣ୍ଡିକୁ ୪ ଦିନ ହେବ ଶତାଧିକ ଚାଷୀ ଧାନ ବିକ୍ରି କରିବା ପାଇଁ ଆଣିଥିଲେ। ବର୍ଷା କାକରରେ ସେମାନେ ରାତି ଉଜାଗର ହୋଇ ଜଗିବା ପରେ ମଧ୍ୟ ସମବାୟ ସମିତି କିମ୍ବା ଯୋଗାଣ ବିଭାଗର କୌଣସି କର୍ମକର୍ତ୍ତାଙ୍କ ଦେଖା ମିଳି ନ ଥିଲା। ଏନେଇ ଉତ୍ତ୍ୟକ୍ତ ଚାଷୀ ରାସ୍ତା ଅବରୋଧ କରିଥିଲେ। ୨୧ନଂ. ଜିଲା ପରିଷଦ ଜୋନର ଭାଜପା ପ୍ରାର୍ଥୀ ସତ୍ୟବ୍ରତ ନାଏକ, ବନୋଜ ନାୟକ ଓ କଂଗ୍ରେସ ନେତା ଗୋବିନ୍ଦ ମହାନ୍ତ ଚାଷୀଙ୍କ ସହ ଧାରଣାରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରସାମ୍ୟ ହରାଇ ବସ୍‌କୁ ଧକ୍କା ଦେଲା ବାଇକ୍‌, ଦୁଇ ଗୁରୁତର

ପାଟଣା,୨୨।୧୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଢେଙ୍କିକୋଟ ଦେଇ ଯାଇଥିବା ୨୨୦ନଂ ଜାତୀୟ ରାଜପଥର ମଙ୍ଗଳପୁର ପୋଲ ନିକଟରେ ଶୁକ୍ରବାର ଭୁବନେଶ୍ୱରରୁ ଆସୁଥିବା ପୁଜାରାଣୀ...

ହନୁମାନ ମନ୍ଦିରରୁ ପୂଜା ସାମଗ୍ରୀ ନେବାବେଳେ ଧରିଲା ପୋଲିସ, ବାଇକ୍‌ ଛାଡ଼ି ଦୁର୍ବୃତ୍ତ ଫେରାର

କେନ୍ଦୁଝର,୨୨ା୧୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସ୍ବାମ ଶାସନ ଛକ ନିକଟରେ ଥିବା ହନୁମାନ ମନ୍ଦିରରୁ ଗୁରୁବାର ବିଳମ୍ବିତ ରାତିରେ ଦୁର୍ବୃତ୍ତ ତାଲା ଭାଙ୍ଗି...

ବିଦ୍ୟାଳୟ ରାସ୍ତାରୁ ଜବରଦଖଲ ହଟାଇଲା ପ୍ରଶାସନ

ପାଟଣା,୨୧ା୧୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ତହସିଲ ଅନ୍ତର୍ଗତ ସାହାରପଡ଼ା ବଜାରରେ ସରକାରୀ ଜମିକୁ ମାଡ଼ି ଜଣେ ବ୍ୟକ୍ତି ଟାୟାର ଓ ଗାଡି ପାର୍ଟସ୍‌ ଦୋକାନ...

ସ୍କୁଲ ଯିବାକୁ କହିବାରୁ ଆତ୍ମହତ୍ୟା କଲେ ନାବାଳକ

ପାଟଣା,୨୧।୧୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ପିଙ୍ଗୁ ପାଟଣା ଗ୍ରାମରେ ଘଟିଛି ଅଭାବନୀୟ ଘଟଣା। ଜଣେ ୧୪ବର୍ଷ ନାବାଳକ ଗାଁ ହୁଡ଼ିର ଏକ...

୫ ମାସରେ ଶୁଣାଣି ଶେଷ: ସ୍ତ୍ରୀ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡାଦେଶ

କେନ୍ଦୁଝର,୨୦ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଦୌରାଜଜ୍‌ ଅଶୋକ କୁମାର ପଣ୍ଡା ଏକ ହତ୍ୟା ମାମଲାର ଶୁଣାଣି କରି ଅଭିଯୁକ୍ତ ଶୁକ୍ରା ଜୁଆଙ୍ଗଙ୍କୁ ଆଜୀବନ କାରାଦଣ୍ଡରେ...

ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ରୀଙ୍କ ଫଟୋକୁ ବିକୃତ କରିବା ନେଇ ଥାନାର ଦ୍ୱାରସ୍ଥ ହେଲା ଭାଜପା

କେନ୍ଦୁଝର,୨୦ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଉପନିର୍ଦ୍ଦେଶକ,ଉଦ୍ୟାନ କୃଷିବିଭାଗ କାର୍ଯ୍ୟାଳୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଫୋଟଚିତ୍ରକୁ ବିକୃତ କରାଯାଇଥିବା ନେଇ...

ସରିଲା ରାଜନଗର ବାଲିଯାତ୍ରା

ପାଟଣା,୨୦।୧୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ଗ୍ରାମ ହାଇସ୍କୁଲ ପଡିଆରେ ଅନୁଷ୍ଠିତ ବାଲିଯାତ୍ରା ମହୋତ୍ସବ ଉଦଯାପିତ ହୋଇଛି । ଆୟୋଜିତ ସଭା...

ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ରୀଙ୍କ ଫଟୋକୁ ବିକୃତ କଲେ ଲୋକେ: ଥାନାରେ ଅଭିଯୋଗ

କେନ୍ଦୁଝର,୧୯ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଉପନିର୍ଦ୍ଦେଶକ, ଉଦ୍ୟାନ କୃଷିବିଭାଗ କାର୍ଯ୍ୟାଳୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଫଟୋଚିତ୍ରକୁ ବିକୃତ କରାଯାଇଥିବା...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri