Posted inHome, Home Left, ଖେଳ

କୋହଲିଙ୍କ ପାଇଁ ଏମିତି କହିଦେଲେ ବିଶ୍ୱର ସବୁଠୁ ଦ୍ରୁତତମ ଧାବକ

ନୂଆଦିଲ୍ଲୀ,୧୬।୫: ଜୁନ ୨ରୁ ଟି-୨୦ ବିଶ୍ୱକପ ଆରମ୍ଭ ହେଉଛି। ଏହି ଟୁର୍ନାମେଣ୍ଟ ୱେଷ୍ଟଇଣ୍ଡିଜ ଏବଂ ଆମେରିକା ଦ୍ୱାରା ଆୟୋଜିତ ହେବ। ଏଥି ସହିତ ବିଶ୍ୱ ପ୍ରସିଦ୍ଧ ଧାବକ ଉସେନ ବୋଲ୍ଟଙ୍କୁ ଟି-୨୦ ବିଶ୍ୱକପ ପାଇଁ ବ୍ରାଣ୍ଡ ଆମ୍ବାସାଡର କରାଯାଇଛି। ବୋଲ୍ଟଙ୍କ କ୍ରିକେଟ ପ୍ରତି ମଧ୍ୟ ରୁଚି ରହିଛି। ଏହି ଭେଟେରାନ କ୍ରିକେଟକୁ ବହୁତ ଭଲ ପାଆନ୍ତି। ବର୍ତ୍ତମାନ ଉସେନ ବୋଲ୍ଟ ବିରାଟ କୋହଲି ଏବଂ କ୍ରିକେଟ ଉପରେ ନିଜର ମତ ରଖିଛନ୍ତି।
ଉସେନ ବୋଲ୍ଟ ପୂର୍ବତନ ଭାରତୀୟ କିମ୍ବଦନ୍ତୀ ସଚିନ ତେନ୍ଦୁଲକର ଏବଂ ୱେଷ୍ଟଇଣ୍ଡିଜ୍‌ର ବ୍ରାଏନ ଲାରାଙ୍କ ପ୍ରଶଂସକ ଅଟନ୍ତି। କିନ୍ତୁ ଆଜିର ସମୟରେ ଉସେନ ବୋଲ୍ଟଙ୍କ ବିରାଟ କୋହଲି। ଏହି ଯୁଗର କ୍ରିକେଟରଙ୍କ ମଧ୍ୟରେ ବିରାଟ କୋହଲି ଆଗରେ ଅଛନ୍ତି। ଏହି ଖେଳାଳିଙ୍କ ଆଖପାଖରେ କେହି ନାହାଁନ୍ତି। ସ ପିଲାଦିନରେ ପାକିସ୍ତାନୀ ଦ୍ରୁତ ବୋଲର ୱାସିମ ଆକ୍ରାମଙ୍କୁ ମୁଁ ବହୁତ ପସନ୍ଦ କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ବେକରୁ ସୁନା ଚେନ ଝାମ୍ପିଲେ ଦୁର୍ବୃତ୍ତ

ବଡ଼ଗାଁ,୧ା୪(ଅଶୋକ ଷଡ଼ଙ୍ଗୀ): ବଡ଼ଗାଁ ଥାନା ଅଞ୍ଚଳରେ ମଙ୍ଗଳବାର ଦୁର୍ବୃତ୍ତମାନେ ଜଣେ ମହିଳାଙ୍କ ବେକରୁ ସୁନା ଚେନ ଝାମ୍ପି ନେଇଛନ୍ତି। ତୁଡାଲଗା ମଙ୍ଗଳ ମନ୍ଦିରରେ ଚାଲିଥିବା ନବରାତ୍ର...

୨୫୦୦କୋଟି ଟଙ୍କାରେ Drishti IASକୁ ବିକ୍ରି କରିବେ ବିକାଶ ଦିବ୍ୟକୀର୍ତ୍ତି, ଜାଣନ୍ତୁ କାହାକୁ…

ନୂଆଦିଲ୍ଲୀ,୧।୪: ଭାରତୀୟ ଶିକ୍ଷା ଏବଂ ପ୍ରେରଣା ଜଗତରେ ଏକ ବଡ଼ ନାମ ଅର୍ଜନ କରିଥିବା ବିକାଶ ଦିବ୍ୟକୀର୍ତ୍ତି ଏବେ ତାଙ୍କର ସମ୍ପୂର୍ଣ୍ଣ ବ୍ୟବସାୟକୁ ବିକ୍ରି କରିବାକୁ...

ରାମନବମୀ ପାଇଁ ମୁତୟନ ହେବେ ୨୬ ପ୍ଲାଟୁନ୍‌ ଫୋର୍ସ: ସ୍ଥିତି ସମୀକ୍ଷା କଲ

ଭଦ୍ରକ,୧।୪(ସନାତନ ରାଉତ): ଭଦ୍ରକରେ ରାମନବମୀ ଶାନ୍ତିଶୃଙ୍ଖଳାର ସହ ପାଳନ ପାଇଁ କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ମଙ୍ଗଳବାର ଅପରାହ୍ନ ୫ଟାରେ ଏସ୍‌ପିଙ୍କ ଅଫିସ୍‌ରେ ସ୍ଥିତି ସମୀକ୍ଷା...

ଭାରତର ଶତ୍ରୁ ଦେଶକୁ ଝଟ୍‌କା ଦେଲା ଚାଇନା, କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୧।୪: ଠିକ ଗୋଟିଏ ଦିନ ପୂର୍ବରୁ, ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ମୁଖ୍ୟ ୟୁନୁସ, ସି ଜିନପିଙ୍ଗଙ୍କ ଗଡ଼କୁ ଯାଇଥିଲେ ଏବଂ ଭାରତକୁ ଜ୍ଞାନ ପ୍ରଦାନ କରୁଥିଲେ।...

୬ମାସ ହେଲା କାମ କରୁନି ବିଏସ୍‌ଏନ୍‌ଏଲ୍‌ ନେଟ୍‌ୱର୍କ, ପଦକ୍ଷେପ ନ ନେଲେ ଗ୍ରାମବାସୀଙ୍କ ଆନ୍ଦୋଳନ ଚେତାବନୀ

ଲାଞ୍ଜିଗଡ, ୧ା୪ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ପାହାଡପଦର ପଞ୍ଚାୟତ ବୋରପଦର ଗାଁଠାରେ ଦୀର୍ଘ ୬ମାସ ହେଲା ବିଏସ୍‌ଏନ୍‌ଏଲ୍‌ ନେଟ୍‌ୱର୍କ କାମ...

ଏମିତି ବି ମୃତ୍ୟୁ ଆସେ, ପ୍ରବଚନ ଦେଉଥିବା ବେଳେ ଟଳିପଡ଼ିଲେ

ସାବରଙ୍ଗ/ବାସୁଦେବପୁର,୧।୪ (କାଳିପଦ ରାୟ/ନାରାୟଣ ପ୍ରସାଦ ବାରିକ): ଏମିତି ବି ମୃତ୍ୟୁ ଆସେ। ପ୍ରବଚନ ଦେଉଥିବା ବେଳେ ଟଳିପଡ଼ିଲେ ପ୍ରବଚକ। ସୋମବାର ରାତିରେ ଭଦ୍ରକ ଜିଲା ସାବରଙ୍ଗ...

ଆଜିଠୁ ଲାଗୁ ହେଲା ନୂଆ ପେନସନ ନିୟମ, ଏମାନଙ୍କୁ ମିଳିବନି ଲାଭ

ନୂଆଦିଲ୍ଲୀ,୧।୪: ଯଦି ଆପଣ ସରକାରୀ ଚାକିରି କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଉପଯୋଗୀ, କାରଣ କେନ୍ଦ୍ର ସରକାରଙ୍କ ୟୁନିଫାଏଡ ପେନସନ ଯୋଜନା (UPS)...

କାହା ସ୍ବାର୍ଥରେ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ? ନିର୍ମାଣର ୬ବର୍ଷ ପରେ ମଧ୍ୟ ଆସିଲା ନାହିଁ ଲୋକଙ୍କ କାମରେ

ଥୁଆମୂଳ ରାମପୁର,୧।୪(ଦୁର୍ଗା କୀର୍ତ୍ତି): ରାଜ୍ୟ ସରକାରଙ୍କ ଜଳସେଚନ ପ୍ରକଳ୍ପ ଦ୍ବାରା କୃଷିର ଉନ୍ନତି ଆଣିବା ପାଇଁ କୋଟି କୋଟି ଟଙ୍କା ବ୍ୟୟବରାଦରେ ବିଭିନ୍ନ ସ୍ଥାନରେ କ୍ଷୁଦ୍ର...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image